ରାଜ୍ୟ

ଛତିଶଗଡ଼ କଥାରେ ଖୋଲିବନି ଫାଟକ: ମନ୍ତ୍ରୀ

ଭୁବନେଶ୍ବର,୧୫ା୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢ଼ିବା କାରଣରୁ ଛତିଶଗଡ଼ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବା ବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ଼...

ଜଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା ଜରୁରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ସମ୍ପ୍ରତି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଛତିଶଗଡ଼ରେ ୪/୫ ଟି ଜିଲା ଜଳାର୍ଣ୍ଣବ ହେବା ସହ ଜନଜୀବନ ଗଭୀର ଭାବରେ ପ୍ରଭାବିତ ହୋଇଛି। ସେହିଭଳି ଓଡ଼ିଶାରେ ମଧ୍ୟ ବନ୍ୟା ଆସିଛି।...

ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୮(ବ୍ୟୁରୋ): ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରୂପେ ମାନ୍ୟତା ପାଇଛନ୍ତି। ‘ଇଣ୍ଡିଆ ଟୁଡେ’ ପତ୍ରିକା ପକ୍ଷରୁ କରାଯାଇଥିବା ‘ମୁଡ୍‌ ଅଫ୍‌ ଦି ନେଶନ’ ସର୍ଭେରେ ନବୀନଙ୍କ ପ୍ରଦର୍ଶନ ଉପରେ ଓଡ଼ିଶାର...

ଆଜିଠୁ ଗଡ଼ିବ ଅହିଂସା ରଥ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳିଛି ସାରା ଭାରତ। ସୋମବାର ଦେଶ ପାଳନ କରିବ ୭୬ତମ ସ୍ବାଧୀନତା ଦିବସ। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ୟୁନିଟ୍‌-୩ ପ୍ରଦର୍ଶନୀ ପଡିଆଠାରେ...

ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।   ୭୬ତମ #ସ୍ୱାଧୀନତାଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରତିଟି ଭାରତୀୟଙ୍କ...

୨୫ ଜିଲାରେ ଏକ ସମୟରେ ଦେଶାତ୍ମବୋଧକ ସଙ୍ଗୀତ ଗାନ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏକ ଅନନ୍ୟ ଓ ଅଭିନବ କବିତା ପାଠୋତ୍ସବର ଆୟୋଜନ କରାଯାଇଛି। ସୋମବାର ଅପରାହ୍ନ ୩ଟାରେ ରାଜ୍ୟର ୨୫ଟି ଜିଲାର ୧୨୫ଟି ସ୍ଥାନରେ ୨୦ଜଣ କରି ମୋଟ...

୧୫ ଜଣ ପାଇବେ ରାଷ୍ଟ୍ରପତି ପୋଲିସ ପଦକ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ୭୬ତମ ସ୍ବାଧୀନତା ଦିବସ ପାଳନ ଅବସରରେ ରାଷ୍ଟ୍ରପତି ପୋଲିସ ପଦକ ରବିବାର ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ୨୦୨୨ ଲାଗି ଓଡ଼ିଶା ପୋଲିସର ୧୫ ଜଣ ମନୋନୀତ ହୋଇଛନ୍ତି। ୨ ଜଣ ପୋଲିସ କର୍ମଚାରୀଙ୍କୁ...

ପଥର, ମାଟି ଅତଡ଼ା ଧସିଲା: ୨ ଟ୍ରେନ୍‌ ଅଧାରୁ ବାତିଲ

ରାୟଗଡ଼ା ଅଫିସ,୧୪ା୮: ପ୍ରବଳ ବର୍ଷା ଯୋଗୁ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ରେଳଷ୍ଟେଶନ ନିକଟ ୩୪ ନଂ. ଟନେଲ ପାଖରେ ରବିବାର ପଥର ଓ ମାଟି ଅତଡ଼ା ଧସି ରାୟଗଡ଼ା-କୋରାପୁଟ ରେଲ୍‌ଓ୍ବେ ଲାଇନ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।...

ଗାଁରେ ବୁଲୁଛି ବାଘ

ଭବାନୀପାଟଣା,୧୪।୮(ସ୍ବ.ପ୍ର.): କଳାହାଣ୍ଡିରେ ବାଘ ଭୟ। ଜିଲାର ସିଙ୍ଗାରି ସଂରକ୍ଷିତ ଜଙ୍ଗଲ ଏବଂ ଦେବଗିରି ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଥିବା ଜଣାପଡିବା ପରେ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଜିଲାର ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର...

ଫୁଲୁଛି ବ୍ରାହ୍ମଣୀ: ବନ୍ୟା ଆଶଙ୍କାରେ ଲୋକେ ଆତଙ୍କିତ

ଢେଙ୍କାନାଳ ଅଫିସ,୧୪ା୮: ଢେଙ୍କାନାଳ ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଢେଙ୍କାନାଳ ଓ କାମାକ୍ଷାନଗର ରାସ୍ତାର ଗେଙ୍ଗୁଟିଆ ଏବଂ କମଗରା ମଧ୍ୟରେ ଥିବା ବ୍ରାହ୍ମଣୀ ଫୁଲିବାରେ ଲାଗିଛି। ନଦୀରେ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ...

ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା ଜିଲାରେ ଲଗାଣ ବର୍ଷା ପ୍ରଭାବରେ କେଆର୍‌ ରେଳ ଲାଇନ୍‌ ଉପରେ ମାଟି ଅତଡ଼ା...

ବନ୍ୟା ଜଳ ଛାଡ଼ିଲା ବାଘୁଆ ଜଳଭଣ୍ଡାର

ବୁଗୁଡ଼ା,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଘୁଆ ଜଳଭଣ୍ଡାରର ଜଳ ବିପଦ ସଙ୍କେତ ନିକଟରେ ପହଞ୍ଚିବା ପରେ ଜଳଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ତାର ଦୁଇଟି ଗେଟ୍‌ ଖୋଲାଯାଇ ୨୦୨୨ର ପ୍ରଥମ ବନ୍ୟା ଜଳକୁ ନଦୀରେ ଶନିବାର ରାତିରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri