ରାଜ୍ୟ

୩ବର୍ଷ ହେଲା ବସିନି ଜଳ ପରିଚାଳନା କମିଟି ବୈଠକ

ସମ୍ବଲପୁର,୧୪ ।୮(ବ୍ୟୁରୋ):  ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ମାମଲା କେନ୍ଦ୍ରୀୟ ଜଳ କମିଶନ (ସିଡବ୍ଲ୍ୟୁସି)ରେ ରହିଛି। ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟ ମଧ୍ୟରେ ଜଳ ପରିଚାଳନା...

ଛତିଶଗଡ଼ କହୁଛି ଗେଟ୍‌ ଖୋଲ: ବଢ଼ିଲା ମହାନଦୀରେ ବନ୍ୟା ଆଶଙ୍କା

ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଲାଗିରହିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ୨୦ ଗେଟ୍‌ ଖୋଲାଯାଇଥିଲା। ଏହାସତ୍ତ୍ୱେ ପଡ଼ୋଶୀ ରାଜ୍ୟ ବନ୍ୟା ଆଶଙ୍କା କରି ଆହୁରି ଅଧିକ ଗେଟ୍‌ ଖୋଲିବା ପାଇଁ ଚାପ ପକାଉଥିବା...

ଓଡ଼ିଶାର ତାମ୍ପରା, ଅଂଶୁପା, ହୀରାକୁଦକୁ ରାମ୍‌ସର ମାନ୍ୟତା

ଭୁବନେଶ୍ୱର, ୧୩।୮(ବ୍ୟୁରୋ) – ଦେଶରେ ଆଉ ୧୧ ଆର୍ଦ୍ରଭୂମିକୁ କେନ୍ଦ୍ର ସରକାର ରାମସର୍‌ ମାନ୍ୟତା ଦେଇଛନ୍ତି। ଏଥିରେ ଓଡ଼ିଶାର ତିନୋଟି ସ୍ଥାନ ରହିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ବ୍ରହ୍ମପୁରର ତାମ୍ପରା ହ୍ରଦ, କଟକ ବାଙ୍କୀର ଅଂଶୁପା ହ୍ରଦ ଏବଂ ସମ୍ବଲପୁରର...

ମହାନଦୀ ପାଇଁ ବିପଦ ଛତିଶଗଡ଼ ବର୍ଷା; ବଢ଼ୁଛି ବନ୍ୟା ଆଶଙ୍କା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ସେଠାରେ ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ଼ ବର୍ଷା...

ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ

ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ। କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ରାଜ୍ୟର...

ନିଖୋଜ ବ୍ୟାଙ୍କ ଅଧିକାରୀଙ୍କ ମୃତଦେହ ମିଳିଲା

ସୋନପୁର,୧୩ା୮(ନି.ପ୍ର.): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କୃଷି ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର(୩୮)ଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ମିଳିଛି। ସନ୍ଧ୍ୟା ୫ଟା ୪୫ମିନିଟ୍‌ରେ ସୁବର୍ଣ୍ଣପୁର ଜିଲା ଲଛିପୁରସ୍ଥିତ ଅଙ୍ଗନଦୀରୁ ତାଙ୍କ ଗଳିତ ମୃତଦେହ ଜବତ କରାଯାଇଛି।। ନିଖୋଜ ହେବାର ୬୬ଘଣ୍ଟା ପରେ ଓଡ୍ରାଫ୍‌...

୩୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ସନ୍ଧ୍ୟାରେ ହୀରାକୁଦ ଡ୍ୟାମ୍‌ ଆଉ ୪ ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ବାମପାର୍ଶ୍ୱରେ ୨୬ଟି ଗେଟ୍‌ ଖୋଲିଥିବା ବେଳେ ଦକ୍ଷିଣ...

ଗାଈକୁ ପିଟି ପିଟି ମାରି ମାଂସ ବିକ୍ରି କରୁଥିଲେ: ଜଣଙ୍କୁ ବାନ୍ଧିଲା ହରିଚନ୍ଦନପୁର ପୋଲିସ

କେନ୍ଦୁଝର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଶଗଡ଼ପଟା ପଞ୍ଚାୟତର ଖଡ଼ିବାହାଳୀ ଗ୍ରାମରେ ଏକ ଗାଈକୁ ପିଟି ପିଟି ମାରିଦେଇ ମାଂସ କାଟି ବିକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ତାଙ୍କ ନାମ ଧର୍ମେନ୍ଦ୍ର ବାସ୍କେ ବୋଲି ଜଣାପଡିଛି। ତାଙ୍କଠାରୁ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୯,୬୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ, ମଙ୍ଗଳବାର ବନ୍ଦ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅଗଷ୍ଟ ୧୫ ତାରିଖ ଅର୍ଥାତ ସୋମବାର ଖୋଲା ରହିବ। ସେହିଭଳି ୧୬ ତାରିଖ ମଙ୍ଗଳବାର ଏହା ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତେବେ ସୋମବାର ସ୍ବାଧୀନତା ଦିବସ ପଡୁଥିବାରୁ...

ହୀରାକୁଦରେ ୩୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ସହରର ତଳିଆ ଅଞ୍ଚଳରେ ମହାନଦୀର ପଛୁଆ...

ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri