ରାଜ୍ୟ

ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫.୪୫ରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ।

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସ୍ଥିତି ଯାଞ୍ଚ ପାଇଁ ଏଏସ୍‌ଆଇର ପ୍ରଶାସନକୁ ଚିଠି

ପୁରୀ ଅଫିସ,୧୨।୯- ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଦୀର୍ଘଦିନରୁ ରହିଆସିଥିବା ଦ୍ୱନ୍ଦ୍ୱ ଦୂର ହେବା ନେଇ ରାସ୍ତା ଫିଟୁଛି। ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇଥିବା ହେତୁ ଏହାର ସ୍ଥିତି ଯାଞ୍ଚ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଛି। ଗତ ୮...

ଚାଷଜମିରେ ଢେଉ ମାରୁଛି ବନ୍ୟାଜଳ

ବାହାନଗା,୧୨ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ୬ଦିନ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷା ଫଳରେ କେତେକ ପଞ୍ଚାୟତରେ ଥିବା ହଜାର ହଜାର ଚାଷ ଜମିରେ ବନ୍ୟାଜଳ ଢେଉ ମାରୁଛି। ଯେଉଁଥିପାଇଁ ସମ୍ପୃକ୍ତ ପଞ୍ଚାୟତରେ କ୍ଷତିଗ୍ରସ୍ତ ଜମିର ଚାଷୀମାନେ ମୁଣ୍ଡରେ...

୧୩ରୁ ବଢିବ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୩ ତାରିଖରୁ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୩ ତାରିଖରୁ ୧୫ ଯାଏ ଝଡ-ପବନ ହେବା ସହ ସର୍ବାଧିକ ୬୫ କି.ମି. ବେଗରେ...

ଚିଙ୍ଗୁଡ଼ିଘେରି ସମ୍ପୂର୍ଣ୍ଣ ଉଚ୍ଛେଦ ଉପରେ ଗୁରୁତ୍ୱ

କଟକ ଅଫିସ,୧୨ା୮: ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପ୍ରକ୍ରିୟାକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ହେଉଥିବାବେଳେ ପୁନର୍ବାର ସେଠାରେ ଚିଙ୍ଗୁଡ଼ି ଘେରି ତିଆରି ହେଉଛି। ଏପରି କି...

ଆଜି ରାଜ୍ୟରୁ ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):  ରାଜ୍ୟରୁ ଶୁକ୍ରବାର ୫୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୦ ଜଣ ଚିହ୍ନଟ...

ବଣରେ ପରିଣତ ୯ ଲକ୍ଷର ନୀଳକଣ୍ଠେଶ୍ୱର ଗ୍ରାମୀଣ ପାର୍କ

କେନ୍ଦ୍ରାପଡ଼ା ଅଫିସ, ୧୨ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ପଞ୍ଚାୟତ ଦେଉଳି ଗ୍ରାମ ଓ ମହାକାଳପଡ଼ା ବ୍ଲକ ବଳିପାଳ ପଞ୍ଚାୟତ କଳପଡା ଗ୍ରାମ ମଝିରେ ନୀଳକଣ୍ଠେଶ୍ୱର (ବିଲ ମହାଦେବ) ମନ୍ଦିର। ମନ୍ଦିର ପାଖକୁ ଲାଗି ୨୦୨୦ ମସିହାରେ ଗ୍ରାମୀଣ...

ବିପଦସଙ୍କେତ ଟପିଲା ଜଳକା

ରୂପସା, ୧୨।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଏହି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବା ସହିତ ଚଳିତବର୍ଷ ପ୍ରଥମଥର ପାଇଁ ବିପଦସଂକେତ...

ବିଲୁପ୍ତି ପଥେ ବାଇଚଢ଼େଇ: ଚିନ୍ତାରେ ପରିବେଶପ୍ରେମୀ

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ସମୟ ଥିଲା କାନରେ ବାଜୁଥିଲା ବାଇଚଢ଼େଇର କିଚିରି ମିଚିରି ଶବ୍ଦ। ବାଇଚଢ଼େଇକୁ ନେଇ ରହିଛି ଅନେକ କାହାଣୀ, ଗପ, ଗୀତ। ମା’ର ବାଇଚଢ଼େଇ ଗୀତ ଶିଶୁ ଆଖିରେ ଭରି ଦେଉଥିଲା ନିଦ। ମୌସୁମୀ ବର୍ଷା ଆଗମନ ପୂର୍ବରୁ ସୂଚନା...

ବତିଘରେ ଇଂରେଜଙ୍କ କମାଣ ମୂକସାକ୍ଷୀ ପାଲଟିଛି

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.): ପୂର୍ବ ଉପକୂଳ ବଙ୍ଗୋସାଗର ସଂଲଗ୍ନ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବତିଘର ରହିଛି। ବିଗତଦିନରେ କୁଜଙ୍ଗ ରାଜାଙ୍କ ଶାସନ ଅଧୀନରେ ଏହା ଥିଲା ନିର୍ଜନ ଦ୍ୱୀପ। ଏହି ନିର୍ଜନ ଦ୍ୱୀପ ବ୍ରିଟିଶ ଶାସକ ଗୋରା ସାହେବମାନେ ଚତୁଃପାର୍ଶ୍ୱସ୍ଥ ଜଳ ରାଶି...

ରୁଆ ହୋଇଥିବା ଧାନତଳି ପଚିଯିବା ଆଶଙ୍କା

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ଚାଷ ପାଇଁ ଚଳିତ ବର୍ଷ ପାଗଯୋଗ ଠିକ୍‌ ନାହିଁ। ବିଳମ୍ବିତ ମୌସୁମୀ ସାଙ୍ଗକୁ ଧାନତଳି ପକା ଯାଇଥିଲା। ତା’ ମଧ୍ୟରୁ ଅନେକ ବିହନ ଗଜା ହେଲାନାହିଁ ତ ପୁଣି ଯେତିକି ତଳି ଉତୁରି ଥିଲା ତା’ ମଧ୍ୟରୁ ନୂଆ...

ସିଏଜି ରିପୋର୍ଟରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୧୨ା୮: ସମୁଦ୍ର ଓ ଭୂଭାଗକୁ ଛୁଇଁଥିବା ଉପକୂଳ ଅଞ୍ଚଳର ସୁରକ୍ଷା ଆବଶ୍ୟକ। ଏହି ଅଞ୍ଚଳରେ ବନ୍ୟା, ସାମୁଦ୍ରିକ ଝଡ଼ ସହ ସୁନାମି ଭୟ ରହିଛି। କେନ୍ଦ୍ର ପର୍ଯ୍ୟାବରଣ ମନ୍ତ୍ରଣାଳୟ ଓ ଭୂବିଜ୍ଞାନ ମନ୍ତ୍ରଣାଳୟ ଅଧୀନରେ ଏହାର ସୁରକ୍ଷା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri