ରାଜ୍ୟ

ହୀରାକୁଦରେ ଖୋଲିଲା ୫ ଗେଟ୍‌

ସମ୍ବଲପୁର,୧୧।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ଖୋଲିଲା। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ପର୍ଯ୍ୟାୟ କ୍ରମେ ବୁଧବାର ୫ଟି ଗେଟ୍‌ ଖୋଲାଯାଇଛି। ଏ ନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଦିନ ୧୨ଟା ସୁଦ୍ଧା ୨,୯୬,୭୪୩ କ୍ୟୁସେକ୍‌...

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭଦ୍ରକର ଜଣେ ୮୦...

ଦୃଢ଼ ଆଭିମୁଖ୍ୟ ପରିବର୍ତ୍ତେ ଦରଦ

ଢେଙ୍କାନାଳ ଅଫିସ, ୧୧।୮: ଗଡ଼ିଚାଲିଛି ଦିନ। କାମ କିନ୍ତୁ ସମ୍ପୂର୍ଣ୍ଣ ହେଉନି। ପ୍ରତିବାଦ କିମ୍ବା ଆନ୍ଦୋଳନ କଲେ ଅଧିକାରୀମାନେ ନିର୍ଭର ପ୍ରତିଶ୍ରୁତି ସିନା ଦେଉଛନ୍ତି, ହେଲେ ପ୍ରକଳ୍ପ ଆଗଉନାହିଁ। ଅନ୍ୟପଟେ ଯେଉଁ ଠିକାସଂସ୍ଥା ଧୋକାଦେଇ ଅଧାରୁ କାମ ଛାଡ଼ି ଚାଲିଯାଇଥିଲା...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୩୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।...

ବଢୁଛି ବୁଢ଼ାବଳଙ୍ଗ,ଗଙ୍ଗାହାର

ବାରିପଦା ଅଫିସ,୧୧ା୮: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବନ୍ୟା ପରିସ୍ଥିତି ସୃଷ୍ଟି ନେଇ ଆଶଙ୍କା ଉପୁଜିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏହାର ମୁକାବିଲା ଲାଗି...

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଦୁର୍ବଳ ହୋଇ ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଆସନ୍ତା ୧୨ ଘଣ୍ଟା ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଦୁଇ ଦିନ...

ଆଜିଠୁ ଯୁକ୍ତ୩ ଆବେଦନ: ୨୫ ପର୍ଯ୍ୟନ୍ତ ଚାଲିବ, ୩୧ରେ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ୱର, ୧୧।୮(ବ୍ୟୁରୋ) – ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ଗୁରୁବାରଠାରୁ ଆବେଦନ ଆରମ୍ଭ ହେବ। ସାମ୍ସ ଓ୍ବେବ୍‌ସାଇଟ୍‌ www.samsodisha.gov.inରେ ଛାତ୍ରୀଛାତ୍ର ଗୁରୁବାର ପୂର୍ବାହ୍ନ ୧୧ଟାରୁ ୨୫ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଆବେଦନ କରିପାରିବେ।...

ଏଫସିଆଇ ଏମ୍‌ଡି ହେଲେ ଅଶୋକ ମୀନା

ଭୁବନେଶ୍ବର, ୧୧ା୮(ବ୍ୟୁରୋ): ୨ ଜଣ ଆଇଏଏସ୍‌ ଅଫିସର ଗତ ସପ୍ତାହରେ ଡେପୁଟେସନ ସାରି ଓଡ଼ିଶା ଫେରିଛନ୍ତି। ବୁଧବାର ରାଜ୍ୟ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି। ଅନ୍ୟପଟେ ଆଇଏଏସ୍‌ ଉଷା ପାଢୀଙ୍କୁ...

ରକ୍ଷାବନ୍ଧନ ପାଇଁ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରକ୍ଷା ବନ୍ଧନରେ କେହି ନବୀନ ନିବାସକୁ ନ ଆସିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।   ରାକ୍ଷୀ ପୂର୍ଣ୍ଣିମା...

ହତ୍ୟା ଅଭିଯୋଗ: ମାଟିତଳୁ ଖୋଳାହେଲା ମହିଳାଙ୍କ ମୃତଦେହ

ବାଲେଶ୍ୱର ଅଫିସ,୧୦ା୮: ବାଲେଶ୍ୱର ଜିଲା ସୋର ଥାନା ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡ଼ା ଗାଁରେ ୩ ଦିନ ପରେ ମାଟିତଳୁ ବୁଧବାର ଖୋଳା ହୋଇଛି ମହିଳାଙ୍କ ଗଳିତ ମୃତଦେହ। ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଶାଶୁଘର ଲୋକ କହି...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୭,୩୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀ ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri