ରାଜ୍ୟ

ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।  ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ...

କୋରାପୁଟରେ ପ୍ରବଳ ବର୍ଷା: ୩ ଦିନରେ ଭାଙ୍ଗିଲାଣି ୧୩୪ ଘର

କୋରାପୁଟ,୧୦ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଗତ ୩ ଦିନରେ ଜିଲାରେ ମୋଟ୍‌ ୧୩୪ଟି ଘର ଭାଙ୍ଗି ଯାଇଥିବା ବୁଧବାର ଜିଲା ଜରୁରୀ ଅଧିକାରୀ ଜ୍ଞାନଜ୍ୟୋତି ତ୍ରିପାଠୀ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ସୋମବାର ଜିଲାରେ ୧୮ଟି...

ଭିଜିଲାନ୍ସ ଜାଲରେ ଅଚ୍ୟୁତପୁର ଆର୍‌ଆଇ

ନିରାକାରପୁର,୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଚ୍ୟୁତପୁର ଆର୍‌ଆଇ ଗୌରାଙ୍ଗ ଶବର ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଦେଉଳି ଗ୍ରାମର ଜଣେ ଯୁବକଙ୍କଠାରୁ ପଟ୍ଟା କରାଇ ଦେବାକୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଯୁବକ ଜଣକ ଏ...

ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସୁଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି...

ଲଗାଣ ବର୍ଷା ଯୋଗୁ ବ୍ୟାପିପାରେ ହଇଜା: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ପୁଣି ହଇଜା, ଝାଡାବାନ୍ତି ବ୍ୟାପିପାରେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମଶ୍ର ସତର୍କ କରାଇଛନ୍ତି। ସେ କହିଛନ୍ତି, ସବୁ ଜିଲା ସିଡିଏମ୍‌ଓଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଝାଡାବାନ୍ତି...

ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି...

ବଦଳିଲା ନିଷ୍ପତ୍ତି: ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବଦଳିଲା ନିଷ୍ପତ୍ତି। ସ୍ବାଧୀନତା ଦିବସରେ ଛାତ୍ରୀଛାତ୍ର ସାମିଲ ହେବେ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ୍‌ରେ ଛାତ୍ରୀଛାତ୍ର ସାମିଲ ହେବେନି ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି...

ଡରାଉଛି କରୋନା: ରାଜ୍ୟରେ ୬୫୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୨୮ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୮୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ...

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଏଭଳି ଘଟଣା ଘଟିଛି। ଏଥିରେ ୩୦ରୁ ଉଦ୍ଧର୍‌ବ ଆହାତ...

ମୁକ୍ତା ଯୋଜନାରେ ଶିଶୁ ଉଦ୍ୟାନ ଉନ୍ନତୀକରଣ ବିଫଳ

ବ୍ରହ୍ମପୁର ଅଫିସ,୧୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବ୍ରହ୍ମପୁର ସହରର ଖୋଲା ସ୍ଥାନଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ସହରରେ ଏଭଳି ଭାବେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଶିଶୁ ଉଦ୍ୟାନ ରହିଛି। ଯେଉଁ ଉଦ୍ୟାନଗୁଡିକରେ ଶିଶୁଙ୍କ ନିମନ୍ତେ ବିଭିନ୍ନ...

ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଦୁର୍ବଳ ହେଲା ଅବପାତ। ବୁଧବାର ସକାଳ ୫.୩୦ ସମୟରେ ଅବପାତ ଛତିଶଗଡ ଏବଂ ପାର୍ଶବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri