ରାଜ୍ୟ

ମାଲକାନଗିରି ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା,୯।୮(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା। ଏହାର ପ୍ରଭାବରେ ମାଲକାନଗିରି ଜିଲା କାଙ୍ଗୁରକୋଣ୍ଡା ପୋଲ ଉପରେ ୪ଫୁଟ୍‌ର ବନ୍ୟା ପାଣି ପ୍ରବାହିତ ହେଉଛି l ଏହି ବନ୍ୟା ପାଣି ଯୋଗୁ ଉଭୟ କୂଳରେ ଶତାଧିକ ଗାଡି ଅଟକି ରହିଛି।...

ଗାଧୋଇବାବେଳେ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ, ଜଣେ ମୃତ

ପୁରୀ ଅଫିସ, ୯।୮: ପୁରୀରେ ପୁଣି ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ବୁଡିଗଲେ ୩ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ହେଲେ...

‘ଇଚ୍ଛା ଥିଲା ବହି ଲେଖିବି’

ଭୁବନେଶ୍ୱର,୯।୮(ବ୍ୟୁରୋ):ଅନେକ ସମୟରେ ସଚ୍ଚୋଟ ପ୍ରଶାସକମାନେ ବହୁ ଜଟିଳ ପରିସ୍ଥିତିର ସାମ୍ନା କରିଥାନ୍ତି। ଜୀବନବ୍ୟାପୀ ଘଟୁଥିବା ନୈତିକ ଦ୍ୱନ୍ଦ୍ୱାତ୍ମକ ସ୍ଥିତିକୁ କିଭଳି ଦକ୍ଷଭାବେ ସମ୍ପାଦନ କରିବାକୁ ପଡ଼େ ଏହି ପୁସ୍ତକ ତାହାର ଏକ ନିଚ୍ଛକ କାହାଣୀ। ମୁଁ ଯେତେବେଳେ ପ୍ରଶାସକ ହେବାକୁ...

ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଦୁଇ ଗୁଣା ଜରିମାନା

ଭୁବନେଶ୍ୱର,୯ା୮(ବ୍ୟୁରୋ)-ବିନା ହେଲ୍‌ମେଟରେ ଗାଡ଼ି ଚଳାଇଲେ ଏବେ ଦୁଇଗୁଣା ଜରିମାନା ଦେବାକୁ ହେବ। ପୂର୍ବରୁ ୫୦୦ ଟଙ୍କା ଦେବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ଦେବାକୁ ପଡିବ। ଏ ନେଇ ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏ ରାଜ୍ୟ ପରିବହନ...

ଅବପାତରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, ୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅବପାତରେ ପରିଣତ ହେଲା ସୁଦୃଶଃ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାସହ ୩ ଜିଲା ଗଞ୍ଜାମ, ଗଜପତି...

ଓଲଟିଲା ବସ୍‌, ୩୫ ଯାତ୍ରୀ ଆହତ

ସମ୍ବଲପୁର,୯।୮(ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌। ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ମଙ୍ଗଳବାର ଏଭଳି ଏକ ଦୁର୍ଘଟଣା ଘଟିଛି। ଏଥିରେ ୩୫ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ,...

ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ

ପଦ୍ମପୁର,୯।୮(ଡି.ଏନ୍‌.ଏ.): ଭିଜିଲାନ୍ସ ହାତରେ ଧରାପଡିଲେ ବରଗଡ଼ ଜିଲା ପାଇକମାଲ ବ୍ଳକର ସହକାରୀ କୃଷି ଅଧିକାରୀ ପ୍ରଣୟ କୁମାର ମନ୍ତ୍ରୀ। ସେ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l ବିନା ଲାଇସେନ୍ସରେ କୀଟନାଶକ ଦୋକାନ...

ପରେଡ୍‌ରେ ଭାଗ ନେବେନି ସ୍କୁଲ୍‌ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ): ଏଥର ଅଗଷ୍ଟ ୧୫ ପରେଡ୍‌ରେ ଭାଗ ନେବେନି ସ୍କୁଲ୍‌ ଛାତ୍ରୀଛାତ୍ର। କେବଳ ଓଏସ୍‌ଏପି, ଓଡ୍ରାଫ୍‌ ଓ ବିଏସ୍‌ଏଫ ପରେଡ୍‌ରେ ସାମିଲ ହେବେ । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ପ୍ରଦର୍ଶନୀ ପଡ଼ିଆରେ...

କରୋନାରେ ଚାଲିଗଲା ୨ ଜୀବନ

ଭୁବନେଶ୍ବର,୯।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଜଣେ ରହିଥିବାବେଳେ ଅନ୍ୟ...

ଆଜି ରାଜ୍ୟରେ ୪୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୯।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୫ ଚିହ୍ନଟ...

ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା

ଭୁବନେଶ୍ବର, ୯ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଶେଷ କରି ଦିଲ୍ଲୀ ଫେରିଯାଇଛନ୍ତି। ହେଲେ ତାଙ୍କ ଗସ୍ତକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଆରମ୍ଭ ହୋଇଯାଇଛି ରାଜନୀତି। ଶାହାଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା...

ଆଜିଠୁ କଂଗ୍ରେସ କରିବ ପଦଯାତ୍ରା

ଭୁବନେଶ୍ୱର,୯ା୮(ବ୍ୟୁରୋ):ଅଖିଳ ଭାରତ ଜାତୀୟ କଂଗ୍ରେସ କମିଟି(ଏଆଇସିସି)ର ନିର୍ଦ୍ଦେଶାନୁସାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଆସନ୍ତା ଅଗଷ୍ଟ ୯ କ୍ରାନ୍ତି ଦିବସରୁ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଜିଲାରେ ୭୫ କି.ମି. ପର୍ଯ୍ୟନ୍ତ ପଦଯାତ୍ରା କରିବ। ସୋମବାର କଂଗ୍ରେସ ଭବନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri