ରାଜ୍ୟ

ବର୍ଷ ଶେଷସୁଦ୍ଧା ୩୦୦ ଚେକ୍‌ଡ୍ୟାମ୍‌ ସାର

ଭୁବନେଶ୍ୱର,୯ା୮(ବ୍ୟୁରୋ):ରାଜ୍ୟରେ ଗତ ୨ ମାସ ମଧ୍ୟରେ ୪୫ଟି ପୋଲତଳ ଚେକ୍‌ଡ୍ୟାମ୍‌ ନିର୍ମାଣ ସରିଛି। ସେଥିମଧ୍ୟରୁ ୩୧ଟି ପୂର୍ତ୍ତ ଏବଂ ୧୪ଟି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ମାଣ କରିଛି। ଏହାଛଡ଼ା ଏହି ଦୁଇ ବିଭାଗ ଦ୍ୱାରା ପ୍ରାୟ ୪୮୦ଟି ପୋଲତଳ ଚେକ୍‌ଡ୍ୟାମ୍‌...

ଗାଡ଼ି ଜାଳିଦେଲେ ମାଓବାଦୀ

ମାଲକାନଗିରି,୮ା୮(ଡି.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲାରେ ନିର୍ମାଣ କାର୍ଯ୍ୟ ପାଇଁ ଯାଉଥିବା ୨ଟି ଗାଡ଼ିକୁ ମାଓବାଦୀ ଜାଳି ଦେଇଛନ୍ତି। ସୂଚନା ଅନୁଯାୟୀ ଛତିଶଗଡ଼ର କିଷ୍ଟାରାମ ଥାନା ଅଧୀନ ସିନ୍ଧୁରଗୁଡ଼ା ଅଞ୍ଚଳରେ ଜଣେ ଠିକାଦାର ନିର୍ମାଣ କାର୍ଯ୍ୟ ଚଳାଇଥିବା ବେଳେ...

ଅସରାଏ ବର୍ଷାରେ ସ୍ମାର୍ଟ ସିଟିର ଦୃଶ୍ୟ

ଭୁବନେଶ୍ୱର,୮।୮(ବ୍ୟୁରୋ): ଲଗାଣ ବର୍ଷାରେ ସୋମବାର ରାଜଧାନୀରେ ପୁଣି ବେହାଲ ପରିସ୍ଥିତି ସୃଷ୍ଟି ହୋଇଛି। ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଇସ୍କନ ମନ୍ଦିର ସାମ୍ନାରେ ପାଣି ଲହଡ଼ି ଭାଙ୍ଗୁଥିବା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଅନେକ ଗାଡ଼ି ଫଶି ରହିଥିବା...

‘ଗାଁରେ ବୁଲିବ ବୁଷ୍ଟର ଟିକା ଭ୍ୟାନ୍‌’

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ। ତେବେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟିକାକରଣକୁ ବଢ଼ାଇବା ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି।...

୧୧ରୁ ୟୁଜି ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮(ବ୍ୟୁରୋ): ଚଳିତ ବର୍ଷର ୟୁଜି ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ଅଗଷ୍ଟ ୧୧ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ଯାଏ ଚାଲିବ। www.samsodisha.gov.in ୱେବ୍‌ସାଇଟ ମାଧ୍ୟମରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏହାପରେ...

ପୁଣି ଥାନାର ଦ୍ୱାରସ୍ଥ ହେଲେ ବିଦୁସ୍ମିତା

ଭୁବନେଶ୍ୱର,୮।୮(ବ୍ୟୁରୋ): ଠକେଇ ଅଭିଯୋଗ ନେଇ ପୁଣି ଖଣ୍ଡଗିରି ଥାନାର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ିଆ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ। ତାଙ୍କୁ ଏକ ରିଅଲ ଇଷ୍ଟେଟ କମ୍ପାନୀ ୨୫ ଲକ୍ଷ ଟଙ୍କା ଠକିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ...

ଓଡ଼ିଶାରେ ବି ଆମ ଦଳ ସରକାର ଗଢିବ: ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): ଓଡ଼ିଶାରେ ବି ଆମ ଦଳ ସରକାର ଗଢିବାକୁୁ ଯାଉଛି। ଏବେ ସାରା ଉତ୍ତର ପୂର୍ବାଞ୍ଚଳରେ ଆମ ଦଳ ସରକାର ଗଢିବା ସହ ଗୁଜରାଟ, କର୍ନାଟକ, ମହାରାଷ୍ଟ୍ରରେ ମଧ୍ୟ ଆମ ଦଳର ସରକାର ଅଛି। ଆଉ ଓଡ଼ିଶାରେ ବି ଆମ...

ଜେଇଇ ମେନ୍‌ରେ ଓଡ଼ିଶାର ସ୍ଥିତିଙ୍କ କମାଲ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜେଇଇ ମେନ୍‌ ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରୀଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା କରାଯାଇଥିବା ବେଳେ ୧୩ଟି ଭାଷାରେ ୫ ଲକ୍ଷ...

ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର,୮।୮(ବ୍ୟୁରୋ): ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର...

ନିଖୋଜ ଦୁଇ ଏମ୍‌ସିଏଲ୍‌ କର୍ମଚାରୀଙ୍କ ମିଳିଲା ମୃତଦେହ

ସମ୍ବଲପୁର,୮ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଥିଲା। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର( ୪୫) କର୍ମଚାରୀ ନିଖୋଜ ଥିଲେ...

ହାତୀନଦୀରେ ବଡ଼ ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

ଭବାନୀପାଟଣା,୮।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାରେ ପ୍ରବାହିତ ହେଉଥିବା ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଅନେକ ମୁଖ୍ୟ ରାସ୍ତାରେ ବନ୍ୟା...

ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ କଳାରେ ୮୨.୧୦ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri