ରାଜ୍ୟ

ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି...

ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଯେତେବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ପହଞ୍ଚିଲେ...

ଦୋଷ ଏଡାଉଛି କ୍ରୁଟ୍‌, କାର୍ଯ୍ୟାନୁଷ୍ଠାନ ପାଇଁ କୁନ୍ଥକୁନ୍ଥ

ଭୁବନେଶ୍ୱର, ୮।୮(ବ୍ୟୁରୋ): ପ୍ରବଳ ବର୍ଷାରେ ଶନିବାର ଖୋର୍ଦ୍ଧା ଜିଲା ଜଟଣୀରେ ‘ମୋ ବସ୍‌’ ବୁଡିବା ଘଟଣାକୁ ଗୁରୁତ୍ୱର ସହ ନେଉନି ଏହାର ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। ଯାତ୍ରୀଙ୍କୁ ବିପଦ ମୁହଁକୁ ଠେଲି ଦିଆଯାଇଥିଲେ...

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

ପ୍ରକଳ୍ପ ଥାଇ ଜମି ପଡ଼ିଆ

ରାସୋଳ,୮।୮: ଅଖି ମୁଠି ଅନୁକୂଳ କରି ଜ୍ୟେଷ୍ଠ ମାସରୁ ଅପେକ୍ଷା କରିଛି ଚାଷୀ। ଆଷାଢ଼ ଗଲା। ସରିବାକୁ ବସିଲାଣି ଶ୍ରାବଣ। ଅଥଚ ଯେଉଁ ପରିମାଣର ବର୍ଷା ହେବା କଥା, ତାହା ହେଲାନାହିଁ। ଯଦିଓ ଜୁଲାଇରେ ଜୁନ୍‌ ତୁଳନାରେe ଅପେକ୍ଷାକୃତ ଭଲ...

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି।...

ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ମିଶନ ଶକ୍ତି ଘରେ ଛୋଟ ପିଲାଙ୍କ ଭବିଷ୍ୟତ ଗଢ଼ା...

୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ପୃଥକ୍‌ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇ ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ।...

ଅଣ୍ଡା ମୂଲ୍ୟ ମିଳୁନି, କୁକୁଡ଼ା ଚାଷୀ ହତାଶ

ବାରିପଦା ଅଫିସ,୮।୮: ମୟୂରଭଞ୍ଜ ଜିଲାର କୁକୁଡ଼ା ଚାଷୀମାନେ ଦିନକୁ ଦେଢ଼ ଲକ୍ଷ ଅଣ୍ଡା ଉତ୍ପାଦନ କରୁଥିବା ବେଳେ ବଜାର ବ୍ୟବସ୍ଥା ନ ଥିବାରୁ ଉପଯୁକ୍ତ ମୂଲ୍ୟ ପାଇ ପାରୁନାହାନ୍ତି। ଜିଲାର ଆବଶ୍ୟକତାଠାରୁ ଢ଼େର ଅଧିକ ଅଣ୍ଡା ଉତ୍ପାଦନ ହେଉଥିବାରୁ ମୂଲ୍ୟ...

ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର ଉପକୂଳ ଅଞ୍ଚଳ ପଶ୍ଚିମବଙ୍ଗର କୋଲକାତା ପର୍ଯ୍ୟନ୍ତ ପରିବହନ, ଗମନାଗମନ ସୁଦୃଢ ହେବ ବୋଲି...

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର...

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri