ରାଜ୍ୟ

ମଣିପୁରମ୍‌ ଗୋଲ୍ଡ ଲୋନ୍‌ ସଂସ୍ଥାରୁ ଡକାୟତି ଉଦ୍ୟମ

ଢେଙ୍କାନାଳ ଅଫିସ,୬।୮: ଢେଙ୍କାନାଳ ସହର କାଞ୍ଚନ ବଜାରରେ ଥିବା ମଣିପୁରମ୍‌ ଘରୋଇ ସୁନା ଋଣ ପ୍ରଦାନକାରୀ ସଂସ୍ଥାରେ ଶନିବାର ସକାଳ ସାଢ଼େ ୯ଟାରେ ଡକାୟତି ଉଦ୍ୟମ ହୋଇଛି। ସଂସ୍ଥା କାର୍ଯ୍ୟାଳୟ ଖୋଲିବା ପରେ ୪ଜଣ ଦୁର୍ବୃତ୍ତ ୨ଟି ବାଇକ୍‌ରେ ଆସି...

ରବିବାର ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୬।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଶନିବାର ସୂଚନା ଦେଇଛନ୍ତି। ଗୃହମନ୍ତ୍ରୀ ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଲିଙ୍ଗରାଜଙ୍କୁ...

୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

ଭୁବନେଶ୍ୱର,୬।୮(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ୮ ତାରିଖରେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ...

ଚଢ଼ାଉ କରିବାକୁ ଯାଇଥିଲେ ତହସିଲଦାର, ଗୋଡ଼ାଇ ପିଟିଲେ ଗ୍ରାମବାସୀ

ପାତ୍ରପୁର,୬।୮(ଡି.ଏନ୍‌.ଏ.): ଏକ ଚଢ଼ାଉ ବେଳେ ତହସିଲଦାରଙ୍କ ସମେତ ଅବକାରୀ ବିଭାଗର ୩ ଅଧିକାରୀଙ୍କୁ ଗ୍ରାମବାସୀ ଗୋଡ଼ାଇ ଗୋଡ଼ାଇ ପିଟିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ବୁଡିଘାଟି ଗାଁରେ। ତହସିଲଦାର ଅମିତ କୁମାର ନାୟକଙ୍କ ସମେତ...

ଗିରଫ ହେଲେ ମହିମା ମିଶ୍ରଙ୍କ ପୁଅ

ଭୁବନେଶ୍ୱର,୬।୮(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଶନିବାର ଗିରଫ ହୋଇଛନ୍ତି। ପାରାଦୀପ ପୋର୍ଟ ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଛି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତଙ୍କ ତାଲିକାରେ ଚର୍ଚ୍ଚିତ ମିଶ୍ରଙ୍କ ନାଁ ରହିଛି। ସୂଚନାଯୋଗ୍ୟ, ଗୁରୁବାର...

ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮...

ପ୍ରବଳ ବର୍ଷିବ: ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା

ଭୁବନେଶ୍ୱର,୬।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଧର୍ମାନୁଷ୍ଠାନ ଦଖଲରେ ସରକାରଙ୍କ ଶତାଧିକ ଏକର

ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାରେ ଗଢ଼ି ଉଠିଛି ଅନେକ ଧର୍ମାନୁଷ୍ଠାନ। ହେଲେ ସେଥିମଧ୍ୟରୁ କେତୋଟି ଧାର୍ମିକ ଅନୁଷ୍ଠାନ ସରକାରୀ ଜାଗାକୁ ଜବରଦଖଲ କରିବାରେ ଲାଗିଛନ୍ତି। ଏପରି କି ଜବରଦଖଲ ଜମିକୁ ପ୍ଲଟିଂ କରି ଲକ୍ଷ ଲକ୍ଷ ଟଙ୍କାରେ ବିକ୍ରି...

ବେତନଟୀ ତହସିଲ ଅଫିସରେ ଅବ୍ୟବସ୍ଥା

ବୈଶିଙ୍ଗା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ପଦବୀ ଗତ ଅକ୍ଟୋବର ମାସରୁ ଖାଲି ପଡ଼ିଛି। ଦୁଇ ଅତିରିକ୍ତ ତହସିଲଦାର ଓ ୩୦ରୁ ଅଧିକ କର୍ମଚାରୀଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର ଜଣେ ଅତିରିକ୍ତ ତହସିଲଦାର...

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିଲ୍ଲୀ ଗସ୍ତ କରିବେ। ସକାଳ ୧୦ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ବାହାରିବେ ବୋଲି ଜଣାପଡିଛି। ତେବେ ଦିଲ୍ଲୀରେ ପହଞ୍ଚିବା ପରେ ଅପରାହ୍ନରେ ‘ଆଜାଦୀ କି ମହୋତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବାର...

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ ଅଫିସ,୬।୮: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହେବ। ପ୍ରଥମେ ମେ ୨୧ ଓ ଜୁନ୍‌ ୭ ତାରିଖର ପରିଚାଳନା କମିଟି ବୈଠକର ବିବରଣୀ ଦୃଢ଼ୀକରଣ ହେବ। ପୂର୍ବ ପରିଚାଳନା କମିଟିର ବିବରଣୀକୁ ଅନୁପାଳନ କରିବା ଦିଗରେ...

ପାଣି ଉଠିବ, ନଦୀ ଶୁଖିବ

ଯାଜପୁର ଅଫିସ,୬ା୮: ରାଜ୍ୟର ସିଙ୍ଗଲ ଓ୍ବିଣ୍ଡୋ କ୍ଲିଏରାନ୍ସ ସିଷ୍ଟମ୍‌ (ଏସ୍‌ଡବ୍ଲ୍ୟୁସିଏସ୍‌) ମାଧ୍ୟମରେ ଶିଳ୍ପ ସଂସ୍ଥା ଦ୍ୱାରା ସ୍ଲରି ପାଇପ ଲାଇନ ଯୋଗେ ଖଣିଜ ପଦାର୍ଥ ପରିବହନ ପାଇଁ ୧୨ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏହିସବୁ ପ୍ରକଳ୍ପରେ ୭,୮୮୬ ନିଯୁକ୍ତି ସୁଯୋଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri