ରାଜ୍ୟ

ପଣ୍ଡିତ ନୀଳକଣ୍ଠଙ୍କ ଉପରେ ଚଳଚ୍ଚିତ୍ର ହେବା ଆବଶ୍ୟକ

ଭୁବନେଶ୍ୱର, ୬।୮(ବ୍ୟୁରୋ): ପଣ୍ଡିତ ନୀଳକଣ୍ଠ ଦାସ ପ୍ରଜ୍ଞାର ଓଜସ୍ବିନୀ ସ୍ରୋତ ଥିଲେ। ଆଧୁନିକ ଓଡ଼ିଶା ନିର୍ମାଣରେ ତାଙ୍କର ଭୂମିକା ଅତୁଳନୀୟ ଥିଲା। ସେ ସବୁ କ୍ଷେତ୍ରରେ ସଫଳତାର ଶୀର୍ଷରେ ପହଞ୍ଚତ୍ଥିଲେ। ରାଜନୀତି, ସ୍ବାଧୀନତା ସଂଗ୍ରାମ, ସେବା, ଶିକ୍ଷା ଆଦି ଅନେକ...

ପିଏମ୍‌ଏଓ୍ବାଇ(ଗ୍ରାମୀଣ) ପୋର୍ଟାଲ ଖୋଲିବାକୁ ବିଜେଡି ଏମ୍‌ପିଙ୍କ ଦାବି

ଭୁବନେଶ୍ବର, ୬ା୮(ବ୍ୟୁରୋ): ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଅର୍ଥ ପ୍ରଦାନ କରିବା ସହିତ ତୁରନ୍ତ ଏ ସମ୍ପର୍କିତ ପୋର୍ଟାଲ ଖୋଲିବା ଲାଗି ବିଜେଡି ଏମ୍‌ପି ମଞ୍ଜୁଲତା ମଣ୍ଡଳ ପାର୍ଲାମେଣ୍ଟରେ ଦାବି କରିଛନ୍ତି। ଅନ୍ୟପଟେ ପିଏମ୍‌ ଆବାସ୍‌ ଯୋଜନା ପୋର୍ଟାଲ ଓଡ଼ିଶାରେ...

ପୋଲିସ, କଂଗ୍ରେସ ନେତା ମୁହାଁମୁହିଁ

ଭୁବନେଶ୍ବର, ୬ା୮(ବ୍ୟୁରୋ): ଦରବୃଦ୍ଧି ପ୍ରସଙ୍ଗରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ପ୍ରତିବାଦ ଓ ଆନ୍ଦୋଳନ କାର୍ଯ୍ୟକ୍ରମ କରାଯାଇଛି। ସମାନଭାବେ ଓଡ଼ିଶାରେ ମଧ୍ୟ କଂଗ୍ରେସ ନେତା ଓ କର୍ମୀମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ...

କ୍ରୀଡ଼ା ଶିକ୍ଷକଙ୍କ ୪. ୬୭ କୋଟି ଟଙ୍କାର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୬ା୮: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଜୟନ୍ତୀପୁର ଦିବ୍ୟସିଂହ ବିଦ୍ୟାପୀଠର କୋଟିପତି କ୍ରୀଡା ଶିକ୍ଷକ(ପିଇଟି) ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ...

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୬ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଆସନ୍ତା ୭ରେ ଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି...

ସ୍କୁଲ ହଷ୍ଟେଲରୁ ୪୧ ଛାତ୍ରୀ କରୋନା ପଜିଟିଭ

ଚନ୍ଦ୍ରପୁର,୫ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ସ୍ଥିତ ସରକାରୀ ଏଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲରୁ ୪୧ ଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର ୧୨ ଛାତ୍ରୀ ଏବଂ ଗୁରୁବାର ୨୯ ଛାତ୍ରୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌...

କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଲେ ବିଧାୟକ ମୋକିମ

ଭୁବନେଶ୍ୱର,୫।୮(ବ୍ୟୁରୋ): ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବା ବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍‌ରେ ଜବାବ ରଖିଛି । କ’ଣ ଲେଖିଛି ଏବେ...

ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ,୫ା୮: ବାଲେଶ୍ୱର ଜିଲା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ପ୍ରକାଶ, ବାଲିଆପାଳ ଥାନା ଅଧିନସ୍ଥ ବଡ଼ସିମୁଳିଆ ଅଞ୍ଚଳର ଦିଲୀପ କୁମାର୍‌ ବୀର ସ୍ତ୍ରୀ ରବିନା...

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର...

ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ...

୭ରୁ ପ୍ରବଳ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ମନା

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ...

ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ

ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri