ରାଜ୍ୟ

ସ୍ମାର୍ଟସିଟିର ବିକଳ ଚିତ୍ର

ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଯୋଜନା ପରେ ଯୋଜନା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସଫେଇ ବାବଦକୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ ସହରର ବାସ୍ତବ ଚିତ୍ର କିନ୍ତୁ...

ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ,୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍‌ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍‌ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍‌ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ...

ଭିଇଏମ୍‌ଏସ୍‌ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍‌ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ଲାଗି...

ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ...

ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆର୍‌ଏମ୍‌ଆର୍‌ସିକୁ...

ଶିକ୍ଷକଙ୍କ ମାଡ଼ରେ ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ

କବିସୂର୍ଯ୍ୟନଗର,୩୧ା୭(ଡି.ଏନ୍‌.ଏ.): ଜଣେ ଶିକ୍ଷକଙ୍କ ମାଡ଼ରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଅଧୀନ(ଏ) ବରିଡା ଗ୍ରାମର ଶ୍ରୀଦଧିବାମନ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅସୁସ୍ଥ ହୋଇଛନ୍ତି। ତାଙ୍କ ନାମ ଗୋପାଳ ମହାରଣା (୫)। ଗୋପାଳଙ୍କ ବାପା ଦୁବାଇରେ...

ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ: ବେକ ଆଉ ଗୋଡ଼ରେ ବନ୍ଧାଯାଇଛି ଚିପ୍ସ ଭର୍ତ୍ତି ଅଖା

ସିମୁଳିଆ,୩୧ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ପାହିତୋରଣା ପଞ୍ଚାୟତର ଦୋରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୋରାର କୁନୁଲତା ନାୟକ(୩୫) ନାମକ ଜଣେ ମହିଳାଙ୍କ ବେକ ଓ ଗୋଡ଼ରେ ଚିପ୍ସ ଭର୍ତ୍ତି ଅଖା ବନ୍ଧାଯାଇ ନିକଟସ୍ଥ ପୋଖରୀରେ...

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଆତଙ୍କିତ

ରିଆମାଳ,୩୧ା୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳରେ ବାଘ ଆତଙ୍କ। ଏକ କଲରାପତରିଆ ବାଘ ରିଆମାଳ-ରାମପାଲି ରାସ୍ତା କ୍ରସର ଆଗରେ ଶନିବାର ସନ୍ଧ୍ୟାରେ ଦେଖାଯାଇଥିଲା। କାରରେ ଯାଉଥିବା କିଛି ଲୋକ ଫଟୋ ଉଠାଇ ପୋଲିସକୁ ଦେଇଥିଲେ। ରିଆମାଳ ଥାନାଧିକାରୀ ଲଳିତା ପ୍ରଧାନ ଏ...

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ,୩୧।୭(ଡି.ଏନ୍‌.ଏ.): ସୋମବାର ଅର୍ଥାତ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା। ତେବେ ପର୍ୟ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ...

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ଦକ୍ଷିଣ କୋଲକାତାର ଚେତଲାସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।...

‘ଗଣତନ୍ତ୍ର ଲାଗି ଶୁଭଙ୍କର ନୁହେଁ ଆକ୍ରୋଶ ରଖି ଇଡି ଚଢ଼ାଉ’

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଆନ୍ଦୋଳନ କରିବ । ଅଗଷ୍ଟ ୫ ତାରିଖରେ ରାଜଭବନ ଘେରାଉ କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri