ରାଜ୍ୟ

ହାଇକୋର୍ଟ ଗଲେ ବାବୁସାନ୍‌

କଟକ ଅଫିସ,୨୭ା୭: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍‌, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି...

କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ

କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀଙ୍କ ଚମ୍ପୁଆ ନିର୍ବାଚନ...

ପୁରୀ ଷ୍ଟେଶନରେ ଅଭାବନୀୟ ଦୃଶ୍ୟ: ଟ୍ରେନ୍‌ ସିଟ୍‌ ତଳୁ ଉଦ୍ଧାର ହେଲା ନବଜାତ ଶିଶୁ

ପୁରୀ ଅଫିସ,୨୭।୭: ପୁରୀ ଷ୍ଟେଶନରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୪ ନଂ ପ୍ଲାଟଫର୍ମରେ ଛିଡା ହୋଇଥିବା ତପସ୍ବିନୀ ଏକ୍ସପ୍ରେସର ଏକ ବଗି ଭିତର ସିଟ ତଳୁ ଏହି ନବଜାତ ଶିଶୁକୁ ଉଦ୍ଧାର କରାଯାଇଛି। ଆରପିଏଫ୍‌ ପକ୍ଷରୁ...

କନ୍ଦମୂଳ ଉତ୍ପାଦନରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟରେ ଉଦ୍ୟାନ କୃଷି ସଫଳତାର ସହ କୃଷକଙ୍କ ନିକଟରେ ପହଞ୍ଚି ପାରିଛି। ଜାତୀୟ ଉଦ୍ୟାନ ବୋର୍ଡ ତଥ୍ୟ ଅନୁଯାୟୀ ସର୍ବ ଭାରତୀୟସ୍ତରରେ ଫଳ ଓ ପନିପରିବା ଉତ୍ପାଦନରେ ଓଡ଼ିଶାର ସ୍ଥାନ ଅନ୍ୟତମ। କନ୍ଦମୂଳରେ ଓଡ଼ିଶା ପ୍ରଥମ ସ୍ଥାନରେ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ...

ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍‌

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍‌ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ।...

ଆଗରେ ଝିଅ: ୧,୧୨୪ ଛାତ୍ରୀଛାତ୍ରଙ୍କ ମାର୍କ ୯୦% ଉପରେ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ପ୍ରକାଶ ପାଇଛି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ ୯୪.୧୨% ପ୍ରତିଶତ ଓ ବାଣିଜ୍ୟରେ...

ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଘୋଷଣା ଯୁକ୍ତ୨ ବିଜ୍ଞାନ ଏବଂ...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ...

ପିଇଟିଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଆମ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରାଣ୍ଟ-ଇନ୍‌-ଏଡ୍‌ ଅର୍ଡର ୨୦୧୪ ଅନୁଯାୟୀ ଅନୁଦାନପ୍ରାପ୍ତ କାର୍ଯ୍ୟରତ ପିଇଟିଙ୍କର ଦରମା ବୃଦ୍ଧି ହୋଇଛି। ଯେଉଁମାନେ ବିପିଇଡି ଏବଂ ବିଏସ୍‌ସି ପିଇଡି ଯୋଗ୍ୟତା ଅର୍ଜନ କରିଛନ୍ତି, ସେମାନଙ୍କର ମାସିକ ଦରମା ୮...

ପୋଲିସକୁ ସୁରକ୍ଷା ମାଗିଲେ ଅପରାଜିତା

ଭୁବନେଶ୍ବର,୨୭।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପରେ ସେ ତାଙ୍କ ଘରକୁ ଫେରିଥିବା ଜଣାପଡ଼ିଛି। ଏହା ପରେ ତାଙ୍କ ମା’ ଅପରାଜିତା ମହାନ୍ତି କମିଶନରେଟ ପୋଲିସ ସହ କଥା ହୋଇ ସୁରକ୍ଷା ମାଗିଥିବା ଜଣାପଡ଼ିଛି। ସେ କହିଛନ୍ତି,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri