ରାଜ୍ୟ

ରିପୋର୍ଟ ଦେବାକୁ ଅଧିକ ସମୟ ମାଗିିଲା ଏସ୍‌ଆଇଟି

ଭୁବନେଶ୍ୱର(ବ୍ୟୁରୋ),୨୭।୭: ଆଠଗଡ଼ ବନଖଣ୍ଡର ବଡ଼ମ୍ବା ରେଞ୍ଜରୁ ମାଟି ତଳୁ ଜବତ ହୋଇଥିବା ହାତୀ କଙ୍କାଳ ଘଟଣାର ତଦନ୍ତ ଲାଗି ରାଜ୍ୟ ସରକାର ଜୁନ୍‌ ୧୬ରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଥିଲେ। ଏକ ମାସରେ ରିପୋର୍ଟ ଦେବା...

ଗୁଳିବିଦ୍ଧ ଦନ୍ତାକୁ ଧରିପାରୁନି ବନ ବିଭାଗ

ଭୁବନେଶ୍ୱର(ବ୍ୟୁରୋ)/ ନରସିଂହପୁର(ସ୍ବ.ପ୍ର.), ୨୭।୭: ଆଠଗଡ଼ ବନଖଣ୍ଡରେ ହାତୀ ଶିକାର ରୋକିବାର ନାଁ ଧରୁନି। ଗତ ମାସରେ ମାଟିତଳୁ ୪ଟି ହାତୀ କଙ୍କାଳ ମିଳିବା ଏବଂ ଗୋଟିଏ ଗୁଳିବିଦ୍ଧ ହାତୀର ମୃତ୍ୟୁ ଘଟଣାକୁ ନେଇ ଆଠଗଡ଼ ବନଖଣ୍ଡ କେବଳ ଓଡ଼ିଶା ନୁହେଁ,...

ପରଲୋକରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂ

କଟକ ଅଫିସ,୨୭।୭: ବିଶିଷ୍ଟ ଶ୍ରମିକ ନେତା ତଥା କଟକ ସଦରର ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। କଟକର ଏକ ଘରୋଇ ଚିକିତ୍ସାଳୟରେ ଦେହାନ୍ତ ହୋଇଛି। ସୂଚନାଯୋଗ୍ୟ, ରାଜେନ୍ଦ୍ର...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ରୀନା ମହାପାତ୍ରଙ୍କୁ ଡବ୍ଲ୍ୟୁଓ ସିଡି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଭଦ୍ରକ ପିଡି, ଡିଆର୍‌ଡିଏ...

ଆଜି ଓଜେଇଇ ରେଜଲ୍ଟ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୨ ରେଜଲ୍ଟ ବୁଧବାର ପ୍ରକାଶ ପାଇବ। ଷ୍ଟେଟ୍‌ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ଭୋକେଶନାଲ ଟ୍ରେନିଂ କନ୍‌ଫରେନ୍ସ ହଲ୍‌ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ...

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି...

ହସ୍ପିଟାଲରେ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ସୁପରିଚିତ ଆଦିବାସୀ କବି ଓ ଗାୟିକା ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନି ଅସୁସ୍ଥତା ଯୋଗୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଜ୍ୱର ଓ ଅନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ୭୭ ବର୍ଷୀୟା ପୂର୍ଣ୍ଣମାସୀ ରବିବାର ଅସୁସ୍ଥତା ଅନୁଭବ କରିଥିଲେ। ଫଳରେ ତାଙ୍କୁ...

ରାଜ୍ୟର ଋଣଭାର ୯୭,୨୦୫ କୋଟି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ଋଣଭାର ଅସମ୍ଭାଳ ହେଲାଣି। ମା’ ପେଟର ଛୁଆ ଉପରେ ମୁଣ୍ଡ ପିଛା ଋଣ ୨୨ ହଜାର ଟଙ୍କା। ଗରିବଙ୍କ ସଂଖ୍ୟା ବଢ଼ିଚାଲିଛି। କିନ୍ତୁ ସରକାର ଋଣ କରି ଘିଅ ପିଇବା ନୀତି ଧରିଛନ୍ତି। ରାଜ୍ୟର ଋଣଭାରକୁ ନେଇ...

ବୁଧବାର ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର, ୨୬।୭(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ। ସେହିପରି ଏହାର ସପ୍ତାହକ ପରେ ଯୁକ୍ତ୨ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି...

ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୨ର ଫଳ ବୁଧବାର ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ ରେଜଲ୍ଟ ପ୍ରକାଶ କରାଯିବ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ପରୀକ୍ଷାଫଳ ଘୋଷଣା କରିବେ। ଅପରପକ୍ଷେ ଛାତ୍ରୀଛାତ୍ରମାନେ ojee.nic.in....

କାଶୀପୁର ଝାଡ଼ାବାନ୍ତିରେ ୧୪ଜଣଙ୍କ ମୃତ୍ୟୁ ହେଲାଣି, ଗୃହ କମିଟି ଗଠନ କରି ଅନୁଧ୍ୟାନ କରାଯାଉ: ବିରୋଧୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଦେଖାଯାଇଥିବା ଝାଡ଼ାବାନ୍ତିରେ ୯ଜଣ ନୁହେଁ ବରଂ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଉତ୍କଳ ଆଲୁମିନା କମ୍ପାନୀର ଦୂଷିତ ଜଳ ମିଶା ପାନୀୟ ଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୨ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ...

ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ: ମା’ ପେଟ ଛୁଆ ଉପରେ ଏବେ ୨୨ ହଜାର ଟଙ୍କାର ଋଣ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଋଣଭାରକୁ ନେଇ ବିଧାନସଭାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏବେ ଋଣଭାର ୧ ଲକ୍ଷ ୨୭ ହଜାର କୋଟି ଟଙ୍କା ଟପିଲାଣି। ମା’ ପେଟର ଛୁଆ ଉପରେ ମୁଣ୍ଡପିଛା ଋଣ ୨୨ହଜାର ଟଙ୍କା ହେଲାଣି। ରାଜ୍ୟର ବିକାଶ ନାମରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri