ରାଜ୍ୟ

ଚିଲିକା ବିଧାୟକଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୋମବାର ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ମାନ୍ୟବର କୋର୍ଟ ତାଙ୍କ ଶୁଣାଣିରେ ବିଧାୟକ ଜଗଦ୍ଦେବଙ୍କୁ ନିଜ ନିର୍ବାଚନ ମଣ୍ଡଳୀକୁ ୧ ବର୍ଷ ପାଇଁ...

‘ମଙ୍କିପକ୍ସ’କୁ ନେଇ ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି: ଗାଇଡ଼ଲାଇନ୍‌ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୨୫।୭(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏପଟେ ଆତଙ୍କ ଖେଳାଇଲାଣି ‘ମଙ୍କିପକ୍ସ’। ଯାହାକୁ ନେଇ ସରକାରଙ୍କ ଚିନ୍ତାକୁ ଆହୁରି ବଢାଇ ଦେଇଛି। ତେବେ ରାଜ୍ୟରେ ଏଯାଏ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହୋଇନାହିଁ। ହେଲେ ମଙ୍କିପକ୍ସ ନେଇ ଗାଇଡ଼ଲାଇନ୍‌...

ମୋ’ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ଦ୍ରୌପଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ସୋମବାର ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ୍‌.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ...

‘ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ’

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତ ଇତିହାସରେ ସୋମବାର ଯୋଡ଼ି ହୋଇଛି ଏକ ନୂତନ ଅଧ୍ୟାୟ। ଆଜି ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ଏହି ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଥିଲା।...

ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ଜଳାଭିଷେକ କରୁଛନ୍ତି କାଉଡ଼ିଆ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା।...

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ବସ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫...

ଦିନେ ବଢ଼ିଲେ ଦିନେ କମୁଛି: ଆଜି ୭୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୭୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୨ ଜଣ ଚିହ୍ନଟ...

ଛାତରୁ ଗଳୁଛି ପାଣି, ରୋଗୀ ହନ୍ତସନ୍ତ

ଖୁଣ୍ଟୁଣୀ,୨୫ା୭(ଡି.ଏନ୍‌.ଏ.): ୫୫ ନମ୍ବର ଜାତୀୟ ରାଜପଥ ଶିଳ୍ପାଞ୍ଚଳ ପାର୍ଶ୍ୱରେ ଥିବା ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନା ଛାତ ଫାଟି ପାଣି ଗଳୁଛି। ଏଥିସହ ଷ୍ଟୋରରୁମ୍‌ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସି ରଡ଼ ପଦାକୁ ଦେଖାଯିବା ସହ କିଛି ସ୍ଥାନ ଦବିଯାଇ ବିପଦସଙ୍କୁଳ...

ଚାଷୀ ଅନୁକୂଳ କଲେ ପହିଲି ମୁଣ୍ଡା

ମହାକାଳପଡ଼ା,୨୫ା୭(ଡି.ଏନ୍‌.ଏ.): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଅନେକ ଅଞ୍ଚଳରେ ତଳିଘେରା ପ୍ରସ୍ତୁତ ହୋଇଥିବା ବେଳେ ଚାଷୀମାନେ ଜମିରେ ପହିଲି ମୁଣ୍ଡା ଅନୁକୂଳ କରିଛି। ଖରିଫ୍‌ ଋତୁରେ ଧାନଫସଲ ଭଲ ଅମଳ...

ସଙ୍କୁଚିତ ହେଉଛି ସରକାରୀ ଜମି

ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ ଶିକ୍ଷାନୁଷ୍ଠାନ ପରିସର ସଙ୍କୁଚିତ ହୋଇ ତାହା ଅସାମାଜିକ ଲୋକଙ୍କ କବଜାକୁ ଚାଲିଯାଉଛି। ଆଉ...

ସେମିକଣ୍ଡକ୍ଟର ନିର୍ମାଣ କରିବ ଆଇଆଇଟି ଭୁବନେଶ୍ୱର

ଭୁବନେଶ୍ୱର,୨୫।୭ (ବ୍ୟୁରୋ): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରୀଛାତ୍ରମାନଙ୍କୁ ଷ୍ଟାର୍ଟଅପ୍‌ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି। ଏପରିକି ଷ୍ଟାର୍ଟଅପ୍‌ କାର୍ଯ୍ୟକ୍ରମ ପାଇଁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ...

ଦୁର୍ଲଭ ବୃକ୍ଷ ଗବେଷଣାରେ ୨ ଯୁବ ଓଡ଼ିଆ

ପୁରୀ ଅଫିସ,୨୫।୭: ହିମାଳୟ ପାଦଦେଶର ଘଞ୍ଚ ଜଙ୍ଗଲରେ ବିଲୁପ୍ତ ପ୍ରାୟ ଔଷଧୀୟ ବୃକ୍ଷରାଜିର ଅନୁସନ୍ଧାନ କରୁଛନ୍ତି ଦୁଇଜଣ ଓଡ଼ିଆ ଯୁବ ଗବେଷକ। ସେମାନେ ହେଲେ ପୁରୀର ବିଭୂତି ଭୂଷଣ ଚମ୍ପତି ଓ ଯାଜପୁରର ପ୍ରଭାତ କୁମାର ଦାସ। ଭାରତ ସରକାରଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri