ରାଜ୍ୟ

ବୋହୂ ତୃପ୍ତିଙ୍କୁ ଧରି ଥାନାରେ ପହଞ୍ଚିଲେ ଅପରାଜିତା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ଏବଂ ପ୍ରକୃତି ମିଶ୍ରଙ୍କୁ ନେଇ ହାଇଡ୍ରାମା ବେଳକୁ ବେଳ ନୂଆ ମୋଡ଼ ନେଉଛି। ଅଭିନେତାଙ୍କ ସ୍ତ୍ରୀ ତୃପ୍ତିଙ୍କ ବାପାଙ୍କ ବିରୋଧରେ ପ୍ରଥମେ ପ୍ରକୃତିଙ୍କ ବାପାମା’ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ବୋହୂ ତୃପ୍ତିଙ୍କ...

ଅପରାହ୍ନ ୪ଟାଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ ସୋନିଆଙ୍କୁ ଇଡି ସମନ ପ୍ରସଙ୍ଗ ଉଠିଛି। ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ-ଭାଜପା ମୁହାଁମୁହିଁ ହୋଇଛନ୍ତି, ଯାହାକୁ ନେଇ ବିଧାନସଭାକୁ ପ୍ରଥମେ ୧୦ ମିନିଟ ଏବଂ ପରେ ଅପରାହ୍ନ ୪ଟାଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ...

ଗଛମୂଳେ ଚାଲିଛି ପାଠପଢ଼ା

ପଦ୍ମପୁର, ୨୩।୭ (ଡି.ଏନ.ଏ.) ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ। ଆବଶ୍ୟକ ଅନୁଯାୟୀ ଶ୍ରେଣୀଗୃହ ନ ଥିବାରୁ କୁନି କୁନି ଛାତ୍ରୀଛାତ୍ର ଗଛ ମୂଳେ ବସି ପାଠ ପଢୁଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କରଣପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପରି...

ଷ୍ଟାର୍‌ଙ୍କ କଳି: ଥାନାରେ ଦ୍ୱାରସ୍ଥ ହେଲେ ପ୍ରକୃତିଙ୍କ ମା’ବାପା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଏକ ଭିଡ଼ିଓ ଭାଇରାଲ ହେଉଛି। ଯାହାକୁ ନେଇ ସବୁଆଡେ ଚର୍ଚ୍ଚା ହେଉଛି। ଏମିତି କି ବାବୁସାନଙ୍କ ସ୍ତ୍ରୀ ଅଭିନେତ୍ରୀ ପ୍ରକୃତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ...

ରାସ୍ତା ମଝିରେ ପ୍ରକୃତିଙ୍କୁ ମାଡ଼ ମାରିଲେ ବାବୁସାନଙ୍କ ସ୍ତ୍ରୀ: ଭାଇରାଲ ହେଲା ଭିଡ଼ିଓ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଏକ ଭିଡ଼ିଓ ଭାଇରାଲ ହେଉଛି। ଯାହାକୁ ନେଇ ବର୍ତ୍ତମାନ ସବୁଆଡେ ଚର୍ଚ୍ଚା ହେଉଛି। ତେବେ ଭିଡ଼ିଓରେ ବାବୁସାନଙ୍କ ସ୍ତ୍ରୀ ଅଭିନେତ୍ରୀ ପ୍ରକୃତିଙ୍କୁ ମାଡ଼ ମାରୁଥିବା ଦୃଶ୍ୟ ସାମ୍ନାକୁ...

ମାଛ ବଦଳାଇଦେଲା ମତ୍ସଜୀବୀଙ୍କ ଭାଗ୍ୟ, ଏକାଥରକେ ଲକ୍ଷପତି

ଚାନ୍ଦବାଲି ଅଫିସ,୨୩।୭: ଭଦ୍ରକ ଜିଲା ଧାମରା ଚାନ୍ଦନୀପାଳ ଅଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ୩୨ କିଲୋ ଓଜନର ତେଲିଆ ମାଛ ପଡ଼ିଛି। ଏହାକୁ ସେ ୩ ଲକ୍ଷ ୧୦ ହଜାର ଟଙ୍କାରେ ବିକ୍ରି କରିଥିବା ଜଣାପଡ଼ିଛି । ଚାନ୍ଦିନୀପାଳ ମତ୍ସ୍ୟ...

୩ ଦିନ ପ୍ରବଳ ବର୍ଷିବ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ତେବେ ଶନିବାର ରାଜ୍ୟର ୮ ଜିଲାରେ ପ୍ରବଳରୁ ଅତି ପ୍ରବଳ ହୋଇପାରେ। ସେହିପରି ୭ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର...

ଉପରମୁହାଁ କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୧୧୩୦ ପଜିଟିଭ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ) : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮...

ବଢୁଛି ଅଭିଯୋଗ, ଶୁଣିବାକୁ ନାହାନ୍ତି ଅଧିକାରୀ

କେନ୍ଦ୍ରାପଡ଼ା ଅଫିସ, ୨୩ା୭: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତ ଅଞ୍ଚଳରେ ୫ଟି ପ୍ରକଳ୍ପରେ ଅନିୟମିତତା ହୋଇଥିବା ନେଇ ଜିଲା ପ୍ରଶାସନ ନିକଟରେ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ପ୍ରକଳ୍ପଗୁଡ଼ିକ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ...

ମାନସିକ ରୋଗୀ ସ୍ବାସ୍ଥ୍ୟ ସୁରକ୍ଷା ଆଇନ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୨୩ା୭: ନ ଖାଇ, ନ ପିଇ ଦୁର୍ବିଷହ ଜୀବନ ଅତିବାହିତ କରୁଥିବା ମାନସିକ ରୋଗୀମାନେ ପ୍ରାୟତଃ ସମାଜରେ ଅଲୋଡା। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଥିବା ଆଇନକୁ ପାଳନ କରାଯିବା ଜରୁରୀ। ଏନେଇ ବିଭିନ୍ନ ସମୟରେ କ୍ୟାମ୍ପ...

ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ସ୍ମାର୍ଟସିଟିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଭୟ ସରକାର ଓ ବିଏମ୍‌ସି କର୍ତ୍ତୃପକ୍ଷ ସବୁ ବର୍ଗର ଟିକାକରଣ ସାଙ୍ଗକୁ ବୁଷ୍ଟର ଡୋଜ୍‌ ଟିକା ପ୍ରଦାନକୁ ଗୁରୁତ୍ୱ ଦେଇଛନ୍ତି। ଏଭଳି ସମୟରେ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ପୁଣି ଥରେ ସ୍ଥାନୀୟ ପ୍ରଶାସନକୁ...

ଜମି ସମସ୍ୟା ନାହିଁ, ଖୁବ୍‌ଶୀଘ୍ର କାମ

ପୁରୀ ଅଫିସ, ୨୩ା୭: ପୁରୀରେ ଭକ୍ତଙ୍କ ନିମନ୍ତେ ଆଉ ଏକ ଧର୍ମଶାଳା ନିର୍ମାଣ ହେବ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ସୁଲଭ ମୂଲ୍ୟରେ ଉକ୍ତ ଅତ୍ୟାଧୁନିକ ଧର୍ମଶାଳାରେ ରହିବା ସହ ସମସ୍ତ ପ୍ରକାର ସୁବିଧା ପାଇପାରିବେ। ଏଥିଲାଗି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri