ରାଜ୍ୟ

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ବ୍ରହ୍ମପୁର ଅଫିସ, ୨୨।୭: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ଦୁଇଜଣ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ଏଥିରେ ଆହତ ହୋଇଥିବା ଦୁଇଜଣଙ୍କୁ ଚିକିତ୍ସା...

୭ ଶ୍ରେଣୀକୁ ୨ ଶିକ୍ଷକ

ପରଜଙ୍ଗ, ୨୨।୭(ଡି.ଏନ୍‌.ଏ.) ସାତଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ଜଣ ଶିକ୍ଷକ। ସେଥିରେ ଜଣଙ୍କ କାନ୍ଧରେ ଲଦି ଦିଆଯାଇଛି ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱ। ସ୍କୁଲର ନଥିପତ୍ର, ମଧ୍ୟାହ୍ନ ଭୋଜନ, ଉପସ୍ଥାନ ଏବଂ ଅନ୍ୟାନ୍ୟ କାର୍ଯ୍ୟ ବୁଝିବାରେ ବିତିଯାଉଛି ତାଙ୍କର...

୧୨,୫୦୦ ଫୁଟ୍‌ ଉଚ୍ଚତାରେ ଉଡ଼ିଲା ଦୀର୍ଘତମ ତ୍ରିରଙ୍ଗା

କେନ୍ଦୁଝର, ୨୨।୭ ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥର ବରଫାବୃତ୍ତ ପର୍ବତ ଉପରେ ଉଡ଼ିଛି ବିଶ୍ୱର ଦୀର୍ଘତମ ତ୍ରିରଙ୍ଗା ପତାକା। ଏଭଳି ଦୁଃସାହସିକ କାର୍ଯ୍ୟ କରି ୱାଲର୍‌ଡ ୱାଇଡ୍‌ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜକୁ ସ୍ଥାନିତ କରିଛି ଉତ୍ତରପ୍ରଦେଶର ଇଣ୍ଡିଆନ ଆଡଭେଞ୍ଚର ଫାଉଣ୍ଡେଶନ।...

ଭୁଶୁଡ଼ିଲା ବିଦ୍ୟାଳୟ ଛାତ

ଭୋଗରାଇ, ୨୨।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭୀରଗଡ଼ି ପଞ୍ଚାୟତ ଅଡ଼ଙ୍ଗପନ୍ତେଇ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ୧୨୫ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ବାରଣ୍ଡାର ଛାତ ହଠାତ୍‌ ଭୁଶୁଡ଼ିବାରୁ ଆତଙ୍କର ବାତାବରଣ ଖେଳିଥିଲା। ପ୍ରଚଣ୍ଡ ଶବ୍ଦ ଶୁଣି ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ...

କୋଣାର୍କ-ଭୁବନେଶ୍ୱର,କାକଟପୁରକୁ ବସ୍‌ ସେବା ବନ୍ଦ

ପୁରୀ ଅଫିସ,୨୨।୭: କୋଣାର୍କ-ଭୁବନେଶ୍ୱର ଓ କାକଟପୁର-ଭୁବନେଶ୍ୱରକୁ ମୋ ବସ୍‌ ସେବା ସହ ସମସ୍ତ ଯାତ୍ରୀବାହୀ ବସ୍‌ ସେବା ବନ୍ଦ ରହିଛି। କୋଣାର୍କ ଓ ନିମାପଡା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ଘରୋଇ ବସ୍‌ ସେବା...

୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାକୁ ନେଇ ବିରୋଧୀ...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ସୁନ୍ଦରଗଡ଼/କୁତ୍ରା,୨୨ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଗଏରବହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ୪ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରିପଡିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ରବିବାର ଅଟୋ ଚାଳକ...

ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ: ଜିଲାପାଳଙ୍କୁ ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ ପ୍ରଦାନ

ଖୋର୍ଦ୍ଧା ଅଫିସ,୨୨ା୭: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧାସ୍ଥିତ ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ହେବ। ପାଇକ ବିଦ୍ରୋହର ସ୍ମୃତିଚିହ୍ନସ୍ବରୂପ ଗଡ଼ଖୋର୍ଦ୍ଧା ଛକରେ ରହିଛି ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, କୃତ୍ତିବାସ ପାଟ୍ଟଶାଣୀ, ମାଧବ ଚନ୍ଦ୍ର ରାଉତରାୟ ଓ...

ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଶିକ୍ଷକ ଫେରାର, ଟେର୍‌ ପାଉନି ପୋଲିସ

ମହାକାଳପଡ଼ା,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଶ୍ରେଣୀଗୃହରେ ପରୀକ୍ଷା ଚାଲିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଗଣିତ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ପୀଡିତା...

ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ ସବୁ ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର କରିବା ଲାଗି ଗଣଶିକ୍ଷା ବିଭାଗ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ...

ଆର୍‌ଆଇ ଅଫିସ୍‌ ଆଜବେଷ୍ଟସ୍‌ରୁ ପାଣି ଗଳୁଛି

ନିରାକାରପୁର,୨୨।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଗୃହ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଲଗାଣ ବର୍ଷା ହେଲେ କାନ୍ଥ ବାଡଠାରୁ ଆରମ୍ଭ କରି ଆଜବେଷ୍ଟସରୁ ପାଣି ଝରୁଛି। ଏଥିସହ ଗୃହର ଚାରିଆଡ ବିରାଟକାୟ ହୁଙ୍କା ରହିଛି।...

ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୦ ଜଣ ଚିହ୍ନଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri