ରାଜ୍ୟ

୪ ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦେଇ ଯାଇଥିବା ଦେବଗଡ଼-ଅନୁଗୋଳ ୬୩ନଂ ରାଜ୍ୟ ରାଜପଥର କୋଶଳା ଗ୍ରାମ ଶିମିଳିସାହି ଠାରେ ସୋମବାର ଭୋର ୪ଟାରୁ ରାସ୍ତା ଉପରେ ୪ଟି ଭାରିଯାନ ଅଟକି ଯିବାରୁ ଦିନ ୮ଟା ପର୍ଯ୍ୟନ୍ତ ଯାତାୟତ...

ଅନାଥ ଭଉଣୀଭାଇଙ୍କ ଦାୟିତ୍ୱ ନେଲା ପ୍ରଶାସନ

ବିଶୋଇ, ୧୯।୭ (ଡି.ଏନ.ଏ) ମେଡିକାଲରେ ପହଞ୍ଚିବାରେ ବିଳମ୍ବ କାରଣରୁ ଜଣେ ମହିଳାଙ୍କ ମୃତ୍ୟୁ ହେବା ଘଟଣା ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ସୋମବାର ପ୍ରଶାସନିକ ଅଧିକାରୀମାନେ ବିଶୋଇ ବ୍ଲକ ନୂଆଗଁା ପଞ୍ଚାୟତ...

ଆକର୍ଷଣ ପାଲଟିଛି ତନ୍ମୟୀଙ୍କ ଇକୋ ଫ୍ରେଣ୍ଡଲି ରାଖୀ

ବାଲେଶ୍ୱର ଅଫିସ,୧୯।୭ ଆଗକୁ ଆସୁଛି ରାଖୀ ପୂର୍ଣ୍ଣିମା। ଇକୋ ଫ୍ରେଣ୍ଡଲି ରାଖୀ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି ବାଲେଶ୍ୱର ଚାରୁ ଓ କାରୁକଳା ମହାବିଦ୍ୟାଳୟ ଶେଷବର୍ଷର ଛାତ୍ରୀ ତନ୍ମୟୀ ପାଢ଼ୀ। ପରମ୍ପରା ରକ୍ଷା ସାଙ୍ଗକୁ ସମାଜକୁ କିପରି ସଚେତନତା...

ଶ୍ରାବଣୀ ମହାଦେବଙ୍କୁ ଜଳଲାଗି

ଆରଡ଼ି, ୧୯।୭ (ଡି.ଏନ.ଏ.) ଶ୍ରାବଣ ମାସର ପ୍ରଥମ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ କାଉଡ଼ିଆମାନେ ଜଳଲାଗି କରିଛନ୍ତି। ରବିବାର ଅପରାହ୍ନଠାରୁ ଏଠାରେ ସେମାନଙ୍କର ଭିଡ଼ ହୋଇଥିଲା। ବୋଲ୍‌ବମ୍‌ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଆରଡ଼ି ସମେତ ଏହା ଆଖପାଖ...

ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ପରଲୋକ

ଭୁବନେଶ୍ବର,୧୯।୭(ବ୍ୟୁରୋ): ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଡା.ଅଜୟ ପରିଡାଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ଗୌହାଟୀରେ ଏକ ପ୍ରେସ କନଫରେନ୍ସରେ ଯୋଗଦେବାକୁ ଯାଇଥିଲେ ଅଜୟ ପରିଡା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପୂର୍ବାହ୍ନ ୧୦ଟାରେ ଏହି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ। ସେହିପରି ମନ୍ତ୍ରୀମାନେ ବିଧାନସଭା...

ମର୍ମନ୍ତୁଦ ବସ୍‌ ଦୁର୍ଘଟଣା: ୧୦ ଯାତ୍ରୀ ଆହତ

କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।...

ଆଜି ରାଜ୍ୟରେ ୯୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ...

ବିଧାନସଭାରେ ଚୁଡ଼ା, ମୁଢ଼ି ଝଡ଼

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଧନୀ, ଗରିବ ସମସ୍ତ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ। ଏହା ଏବେ ମହଙ୍ଗା ହୋଇଯାଇଛି। କେନ୍ଦ୍ର ସରକାର ଏହି ଖାଦ୍ୟ ସାମଗ୍ରୀ ଉପରେ ୫% ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲଗାଇଛନ୍ତି। କେବଳ ଏହି...

‘ବର୍ଦ୍ଧିତ କୋଇଲା ରୟାଲ୍‌ଟି ମିଳୁନି’

ଭୁବନେଶ୍ୱର,୧୯ା୭(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ ୨୦୨୨-୨୩ ମେ’ ସୁଦ୍ଧା ନିଜସ୍ବ ରାଜସ୍ବ ବାବଦକୁ ୧୫, ୯୮୯ କୋଟି ୮୭ ଲକ୍ଷ ଟଙ୍କା ସଂଗ୍ରହ କରାଯାଇଛି। ସେଥିରୁ ନିଜସ୍ବ ଟିକସ ବାବଦକୁ ୬,୬୬୩ କୋଟି ୫୮ ଲକ୍ଷ, ନିଜସ୍ବ ଅଣଟିକସ ରାଜସ୍ବ ବାବଦକୁ...

ଏମ୍‌ସରେ ଅଗଷ୍ଟରୁ ବୃକ୍‌କ ପ୍ରତିରୋପଣ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବହୁ ପ୍ରତୀକ୍ଷିତ ବୃକ୍‌କ ପ୍ରତିରୋପଣ (ରେନାଲ୍‌ ଟ୍ରାନ୍ସପ୍ଲାଣ୍ଟ) ସର୍ଜରି ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ଏମ୍‌ସ ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଡା. ମୁକେଶ ତ୍ରିପାଠୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ପ୍ରକ୍ରିୟା...

ପୂର୍ବତନ ତହସିଲଦାରଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୭ (ବ୍ୟୁରୋ): ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସ ନବୀକରଣ ପାଇଁ ଯାଞ୍ଚ ରିପୋର୍ଟ ଦେବାକୁ ୫୦୦ ଟଙ୍କା ଲାଞ୍ଚ ମାମଲାର ରାୟ ୧୩ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ସମ୍ପୃକ୍ତ ଅଭିଯୁକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri