ରାଜ୍ୟ

ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍‌ ଭାଙ୍ଗିଲା

ନିରାକାରପୁର,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତ ସ୍ଥିତ ମନ୍ଦାକିନୀ ବ୍ୟାରେଜର ୫ ନମ୍ବର ଗେଟ୍‌ଟି ପାଣି ସୁଅରେ ଭାଙ୍ଗିଯାଇଛି। ଫଳରେ ତଳ ମୁଣ୍ଡରେ ଘାଇ ସୃଷ୍ଟି ହୋଇ ୨ଟି ପଞ୍ଚାୟତର ୫ରୁ ଊର୍ଦ୍ଧ୍ୱ ଗାଁ ପାଣିଘେରରେ ରହିଛି। ଚାଷୀଙ୍କ ହିତ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ମିଳିବ ଅତ୍ୟାଧୁନିକ ସେବା

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ରବିବାର ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ପରିବାର କଲ୍ୟାଣ) ବିଜୟ ମହାପାତ୍ର ଏବଂ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ଜନସ୍ବାସ୍ଥ୍ୟ) ଡା. ନିରଞ୍ଜନ ମିଶ୍ରଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ୍‌...

ରାଜ୍ୟରେ ବଢୁଛି କରୋନା: ଆଜି ୮୧୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୮୧୬ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୭ ଜଣ ଚିହ୍ନଟ ହୋଇଥିବା...

ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ିଲା ଲୁଣି ପାଣି

ମହାକାଳପଡ଼ା,୧୮ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ ସଂଲଗ୍ନ ଆଖଡ଼ାସାହି ସ୍ଲୁଇସ୍‌ ଗେଟ୍‌ ଦେଇ ଲୁଣିପାଣି ଶତାଧିକ ହେକ୍ଟର ଚାଷଜମିକୁ ମାଡ଼ି ଯାଇଛି। ଗତ ୨ ଦିନ ହେବ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଉପରୋକ୍ତ ଜମିର ଫସଲ...

ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି...

ବନ୍ୟାଜଳରେ ବନ୍ୟଜନ୍ତୁ: ଟାପୁରେ ଫସିିଛନ୍ତି ହରିଣ

ମାଲକାନଗିରି,୧୮ା୭ (ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ ଗତ ୬ଦିନ ଧରି ଓଡ଼ିଶା ସହ ଆନ୍ଧ୍ର ପ୍ରଦେଶ ବନ୍ୟାରେ ପ୍ରଭାବିତ ହୋଇଛି। ଏହି ବନ୍ୟାରେ ଅନେକ ଘରଦ୍ୱାର, ଚାଷଜମି ନଷ୍ଟ ହୋଇଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବନ୍ୟଜନ୍ତୁ। ଏପରି ଏକ...

ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ 

ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା ଜଳ ଘରେ ପଶିବାରୁ ଲୋକଙ୍କ ଜୀବନ ବିପନ୍ନ ହୋଇପଡ଼ିଛି। ଆଙ୍କୁଲା ପଞ୍ଚାୟତର ପାଇକକୁଶଡ଼ିହ,...

ବର୍ଷାରେ ଧୋଇଗଲା ରାସ୍ତା: ପାଣ୍ଡିଆବିଲି, ବୁଢ଼ାଙ୍ଗରା ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଖୋର୍ଦ୍ଧା ଅଫିସ/ଜଟଣୀ/ବାଣପୁର, ୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଦୟାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ଷାରେ ଜଟଣୀ ବ୍ଲକର ପାଣ୍ଡିଆବିଲି ଓ ବୁଢ଼ାଙ୍ଗରା ଗ୍ରାମକୁ ସଂଯୋଗ କରୁଥିବା ଏକ ଅସ୍ଥାୟୀ ରାସ୍ତା ଧୋଇଯାଇଛି। ୨୦ଫୁଟର ଘାଈ ସୃଷ୍ଟି ହେବା ସହ ପାଣି...

ମାଳବନ୍ଧରେ ୭୫ ଫୁଟର ଘାଇ

ନୟାଗଡ଼ ଅଫିସ,୧୮ା୭: ଲଘୁଚାପଜନିତ ବର୍ଷାରେ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଶନିବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷାରେ ଲୁଣିଝରା, କୁସୁମୀ ପରୀ ନଦୀରେ ବନ୍ୟା ଆସିଛି। ନୟାଗଡ଼ ବ୍ଲକର ବାଲିକୁଦିଆରେ ଲୁଣିଝରା ନଦୀ...

୩ ଚାଇନା ନାଗରିକଙ୍କ ନାଁରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭାରତ ସମେତ ବିଭିନ୍ନ ଦେଶରେ କ୍ରେଡିଟ୍‌ ଗୋଲ୍ଡ ଲୋନ ଆପ୍‌ ସମେତ ଅନ୍ୟାନ୍ୟ ଲୋନ ଆପ୍‌ରେ ହୋଇଥିବା ବଡ଼ଧରଣର ଠକେଇ ଓ ନିର୍ଯାତନା ମାମଲାରେ ମାଷ୍ଟରମାଇଣ୍ଡ ଥିବା ୩ ଚାଇନା ନାଗରିକଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)...

ରିପୋର୍ଟ ସ୍ପଷ୍ଟ କଲା ‘ଦୂଷିତ ପାଣି’

ରାୟଗଡ଼ା ଅଫିସ,୧୮ା୭: ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତିରେ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ଏବେ ସମଗ୍ର ରାଜ୍ୟରେ ଚିନ୍ତାର ବିଷୟ ହୋଇଛି। ବିଧାନସଭାରେ ଏହି ପ୍ରସଙ୍ଗ ଉଠିବା ପରେ...

ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri