ରାଜ୍ୟ

ଆଜିଠୁ ପରିବର୍ତ୍ତିତ ଜିଏସ୍‌ଟି

ଭୁବନେଶ୍ୱର,୧୮ା୭: ଗତ କିଛି ଦିନ ତଳେ ସାମଗ୍ରୀ ଓ ସେବା ଟିକସ (ଜିଏସଟି) କାଉନସିଲ ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୧୮ରୁ ସାରା ଦେଶରେ ନୂଆ ପରୋକ୍ଷ କର ହାର ଲାଗୁ ହେବାକୁ ଯାଉଛି। ଫଳରେ ଅନେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ...

ଆଜି ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କୁ ଓଡ଼ିଶାରୁ ୧୬୬ ଭୋଟ ମିଳିବା ଆଶା

ଭୁବନେଶ୍ବର, ୧୮ା୭(ବ୍ୟୁରୋ): ଦେଶରେ ରାଷ୍ଟ୍ରପତି ନିର୍ବାଚନ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଛି। ସୋମବାର ସକାଳ ୧୦ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ତେବେ ନିର୍ଭୁଲ ଏବଂ କ୍ରସ୍‌ ଭୋଟିଂ ଯେପରି ନ ହେବ ସେଥିଲାଗି ଓଡ଼ିଶାର ସବୁ...

ନଦୀ ଟାପୁରେ ଫସିଛନ୍ତି ଶତାଧିକ ହରିଣ

ମାଲକାନଗିରି,୧୭ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଓଡ଼ିଶା ସହ ଆନ୍ଧ୍ରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ଅନେକ ଘରଦ୍ୱାର, ଚାଷଜମି ନଷ୍ଟ ହୋଇଥିବା ବେଳେ ଏଥିରୁ ବାଦ ପଡିନାହାନ୍ତି ବନ୍ୟଜନ୍ତୁ। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଓଡ଼ିଶା ସୀମାନ୍ତ...

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ।...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ରିଲାଏନ୍ସ ଫ୍ରେଶ୍‌ ସିଲ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଗୋପବନ୍ଧୁ ଛକସ୍ଥିତ ରିଲାଏନ୍ସ ଫ୍ରେଶ୍‌କୁ ବିଏମ୍‌ସି ପକ୍ଷରୁ ୩ ଦିନ ପାଇଁ ସିଲ୍‌ କରାଯାଇଛି। ଦୋକାନୀମାନେ ୫ ମିଟର ପରିସୀମା ଭିତରେ ପରିମଳ ଦାୟିତ୍ୱ ବୁଝିବା କଥା। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ...

ନାଗାବଳୀ ମଝିରେ ଫସିଲେ ଦୁଇ ପର୍ଯ୍ୟଟକ

ରାୟଗଡ଼ା ଅଫିସ,୧୭ା୭: ରାୟଗଡ଼ା ଜିଲା ନାଗାବଳୀ ନଦୀ ମଝିରେ ଦୁଇ ପର୍ଯ୍ୟଟକ ଫସି ରହିଛନ୍ତି। ନଦୀ ମଝିରେ ଏକ ପଥରେ ଉପରେ ଦୁହେଁ ଫସି ରହିଥିବା ଦେଖିବାକୁ ମିଳିଛି। ଉଭୟ ପର୍ଯ୍ୟଟକ କାଶୀପୁର ବ୍ଲକ ପୋଡ଼ାପାଡ଼ି ଅଞ୍ଚଳର। ସହରର ଝୁଲାପୋଲ...

ଦମ୍ପତିଙ୍କ ଆତ୍ମହତ୍ୟା

ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍‌ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ କରାଯାଇଛି। ମୃତକ ହେଲେ ଶଙ୍କର ଦୟାଲ ନାୟକ(୨୭) ଏବଂ ତାଙ୍କ ସ୍ତ୍ରୀ। ତାଙ୍କ...

ଡ୍ରେନ୍‌ ସୁବିଧା ନାହିଁ, ପାଣିଘେରରେ ବହୁ ପରିବାର

ଭୁବନେଶ୍ୱର,୧୭ା୭(ବ୍ୟୁରୋ): କୌଣସି ଗାଁ ଗଣ୍ଡାର ଦୃଶ୍ୟ ନୁହେଁ, ଖୋଦ୍‌ ରାଜଧାନୀର ଜଳବନ୍ଦୀ ଦୃଶ୍ୟ ଦେଖିଲେ ମନରେ ନାନା ପ୍ରଶ୍ନ ଉଙ୍କିମାରେ। ସ୍ମାର୍ଟସିଟି ହୋଇଥିବା ଭୁବନେଶ୍ୱରର ଅନେକ ଓ୍ବାର୍ଡ ଆଜି ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଇଛି। ରାସ୍ତା ଏବଂ ଡ୍ରେନ୍‌...

ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେବା ପାଇଁ ବିଧାୟକଙ୍କୁ ତାଲିମ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ କରୁଛନ୍ତି। ଏ ନେଇ ସେ ଦଳୀୟ ଏମ୍‌ଙ୍କୁ ସମର୍ଥନ କରିବା ପାଇଁ ମଧ୍ୟ କହିଛନ୍ତି। ସୋମବାର ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନ୍‌ଡିଏ ପକ୍ଷରୁ...

ଦୁଇ ଦିନିଆ କଟକ ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ

କଟକ ଅଫିସ, ୧୭।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆସନ୍ତା ଅଗଷ୍ଟ ୮ ତାରିଖରେ ଦୁଇ ଦିନିଆ ଗସ୍ତରେ କଟକ ଆସିବେ । ଜବାହରଲାଲ ନେହରୁ ଇନ୍‌ଡୋର ଷ୍ଟାଡିୟମରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ୭୫ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ...

ଭରା ନଈ ପାର ହେଲେ ପ୍ରସୂତି

କେନ୍ଦୁଝର,୧୭ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଦୁର୍ଗମ ତାଳପଦା ପଞ୍ଚାୟତ ଅନ୍ତର୍ଗତ ତାଳପଦା ମୁଣ୍ଡା ସାହିର ଜଣେ ପ୍ରସୂତିଙ୍କୁ ସମାକୋଇ ନଦୀରେ ପାର କରାଇଛନ୍ତି ତେଲକୋଇ ଦମକଳ ବାହିନୀ କର୍ମଚାରୀ। ଶନିବାର ଗ୍ରାମର କୁମର ମହାରଣାଙ୍କ ସ୍ତ୍ରୀ ବାସନ୍ତୀ  ଗର୍ଭ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri