ରାଜ୍ୟ

ଆଜି ଆଇସିଏସ୍‌ଇ ଦଶମ ରେଜଲ୍ଟ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ରମାନେ ଓ୍ବେବ୍‌ସାଇଟ୍‌...

ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା ଲାଗି ପୂଜାର୍ଚ୍ଚନା କରିବ ଭାଜପା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା କରି ରବିବାର ରାଜ୍ୟର ସମସ୍ତ ମନ୍ଦିରରେ ରାଜ୍ୟ ଭାଜପା ପକ୍ଷରୁ ପୂଜାର୍ଚ୍ଚନା କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଭାଜପାର...

ବୀମା କମ୍ପାନୀ ଚକ୍ରବୂ୍ୟହରେ ଚାଷୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଉନାହାନ୍ତି। ବୀମା କମ୍ପାନୀ ଓ ସରକାରୀ ଅଧିକାରୀଙ୍କ ମଧୁଚନ୍ଦ୍ରିକାରେ ଚାଷୀମାନେ ଫସି ଯାଇଛନ୍ତି। ଘରୋଇ କମ୍ପାନୀ ଲାଭ ଖାଉଛନ୍ତି। କେବଳ ବୀମା ନୁହେଁ, ଚାଷୀମାନେ ଋଣ ମଧ୍ୟ ପାଇ ପାରୁନାହାନ୍ତି। ଅଧିକ...

ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ସମସ୍ୟା ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଭୀଷିକାରେ ୟୁକ୍ରେନର ବିଭିନ୍ନ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ ପଢ଼ୁଥିବା ଛାତ୍ରୀଛାତ୍ରଙ୍କର ଭବିଷ୍ୟତ ଆଜି ଅନିଶ୍ଚିତତା ମଧ୍ୟରେ ଗତି କରୁଛି ା ୟୁକ୍ରେନ ଫେରନ୍ତା ଓଡ଼ିଶାର ଛାତ୍ରୀଛାତ୍ର ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ...

ଏମ୍‌ସିଏଲ୍‌ରେ ଚାକିରି କରାଇଦେବାକୁ କହି ଠକିନେଲେ ୬୫ ଲକ୍ଷ; ସରକାରୀ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୬।୭(ସ୍ବ.ପ୍ର.): ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ହଡପ କରି ଗିରଫ ହେଲେ ଶିକ୍ଷକ। କଳାହାଣ୍ଡି ଜଲାର ୧୨ ଜଣ ଯୁବତୀଯୁବକଙ୍କୁ ବୁର୍ଲା ଏମ୍‌ସିଏଲ୍‌ରେ ଚାକିରି ଦେବା ପାଇଁ ପ୍ରଲୋଭନ ଦେଖାଇ ୬୫ ଲକ୍ଷ ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର...

ଆଇଆଇସି ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୋନପୁର କାର୍‌ ଦୁର୍ଘଟଣା ମାମଲାରେ ଓଡ଼ିଶା ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଇଆଇସି ସ୍ନିଗ୍ଧାରାଣୀ ସୁନାଙ୍କୁ ନିଲମ୍ବିତ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ତାଙ୍କୁ ଶନିବାର ନିଲମ୍ବିତ କରିଥିବା ଜଣାପଡ଼ିଛି। କହିରଖୁଛୁ, ପୁରୀରୁ ସୁନାବେଶ ଡ୍ୟୁଟିସାରି ଫେରିବା...

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ କଡା ନିର୍ଦ୍ଦେଶନାମା ଜାରି କରିଛି। ତଦନୁଯାୟୀ ଏଣିକି...

କାଶୀପୁର ଝାଡ଼ାବାନ୍ତି ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପା

କୋକସରା,୧୬ା୭(ଡି.ଏନ୍‌.ଏ.): କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଘୁମେରଗୁଡ଼ା ଗାଁରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ। ମାସକ ତଳେ ପ୍ରେମ ବିବାହ କରି ଯୁବକଙ୍କ ଘରେ ରହୁଥିବା ବେଳେ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ...

ଛାତ୍ରୀ ମୃତ୍ୟୁ ନେଇ ଉତ୍ତେଜନା, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କୋରାପୁଟ,୧୬ା୭(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୁଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ୮ ଶ୍ରେଣୀ ଛାତ୍ରୀଙ୍କର ଶୁକ୍ରବାର ରାତିରେ ହଷ୍ଟେଲରେ ମୃତ୍ୟୁ ହୋଇଛି। ଏହାକୁ ନେଇ ସ୍ଥାନୀୟ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୫୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri