ରାଜ୍ୟ

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌) ସୁଶାନ୍ତ ନନ୍ଦ ଏହାର ଭିଡିଓକୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟକରି ଏନେଇ ସୂଚନା...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସେମାନେ ଶାରଦୀୟ ପୂଜାର ଅଭିନନ୍ଦନ ଜଣାଇବା...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଦକ୍ଷିଣ-ପଶ୍ଚିମ ଦିଗରେ ବ୍ୟାପିଛି। ଅନ୍ୟପଟେ ଦକ୍ଷିଣ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍‌ରେ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଢେଙ୍କାନାଳ,...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri