ରାଜ୍ୟ

ଷ୍ଟାଫ୍‌ ନର୍ସଙ୍କ ଭରସାରେ ସ୍ବାସ୍ଥ୍ୟ ଉପକେନ୍ଦ୍ର

ମୋରଡ଼ା,୧୫।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଉପାନ୍ତ ଅଞ୍ଚଳ ଜୁଆଳିଭଙ୍ଗା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଡାକ୍ତର ଓ ଫାର୍ମାସିଷ୍ଟ ନ ଥିବା ଯୋଗୁ ଷ୍ଟାଫନର୍ସଙ୍କ ଭରସାରେ ଚାଲିଛି ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ର। ମୁଖ୍ୟାଳୟ...

୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର

ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର ଚାଷ ଜମିରେ ମାଡି ଯାଇଛି। ଖରିଫ ଧାନ ଚାଷ ପାଇଁ ଚାଷୀମାନେ ତଳି...

ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ ଜ୍ୱର ହୋଇଥିଲା। ସେ ନିଜ ଘର ଗଞ୍ଜାମ ଫେରିଥିଲେ। ଗତ ୧୩...

୫୬୨ ଆର୍‌ଆଇ ପଦବୀ ଖାଲି

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୩୨ ତହସିଲଦାର, ମୋଟ ୭୯ ଅତିରିକ୍ତ ତହସିଲଦାର ପଦବୀ ଖାଲି ରହିଛି। ସେହିପରି ୫୬୨ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଏବଂ ୬୧ ରାଜସ୍ବ ପରିଦର୍ଶକ ପଦବୀ ଏ ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ। ବଲାଙ୍ଗୀର ଜିଲାରେ...

‘ରାଜ୍ୟରେ ୧୩ ଲକ୍ଷ ବୁଷ୍ଟର ଡୋଜ୍‌ ମହଜୁଦ ଅଛି’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ୨୩୨୦ କେନ୍ଦ୍ରରେ ଏହି ଟିକାକରଣ ଚାଲିଛି। ଏ ବୟସ ବର୍ଗରେ...

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା...

ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ...

ଲିଜ୍‌ଧାରୀଙ୍କୁ ସୁରକ୍ଷା, ଲୋକେ ଦୋଷୀ

ଯାଜପୁର ଅଫିସ,୧୫ା୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀରେ କଳାପଥର ଖାଦାନ ପରେ ଏବେ ବ୍ରାହ୍ମଣୀ ନଦୀର ରାଇଚନ୍ଦା ବାଲିଘାଟରୁ ବିପୁଳ ବାଲି ଲୁଟର ପର୍ଦ୍ଦାଫାସ ହୋଇଛି। ବଳରାମପୁର-୨ ରାଜସ୍ବ ନୀରିକ୍ଷକ(ଆରଆଇ) ତାଙ୍କ ୧୫ା୧୦ା୨୦୨୧ ଓ ୨୯ା୧ା୨୦୨୨ରେ ତଦନ୍ତ...

ବର୍ଷାରେ ଚାଲିଛି ଡ୍ରେନ୍‌ରୁ ଆବର୍ଜନା ସଫେଇ

ଯାଜପୁର ରୋଡ,୧୫ା୭(ଡି.ଏନ.ଏ.): ବର୍ଷା ପୂର୍ବରୁ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସକ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବାରୁ ଏବେ ବ୍ୟାସନଗର ପୌରପରିଷଦବାସୀ ଅଡୁଆରେ ପଡିଛନ୍ତି। ଏନେଇ ୧୦ା୭ା୨୦୨୧ରେ ଧରିତ୍ରୀରେ ସବିଶେଷ ତଥ୍ୟଭିତ୍ତିକ ଖବର...

ରାଜଧାନୀରେ ୧୨ କେନ୍ଦ୍ରରେ ଦିଆଯିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ରାଜଧାନୀର ୟୁନିଟ-୪ ସହାରଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଏମ୍‌ସି କମିଶନର ଏହି ଟିକାକରଣର ଶୁଭାରମ୍ଭ କରିବେ। ସହରରେ ମୋଟ ୧୨ଟି ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି। କ୍ୟାପିଟାଲ...

ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ):ରାଜ୍ୟରେ ଆଜିଠୁ ମାଗଣାରେ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ୭୫ ଦିନ ପର୍ଯ୍ୟନ୍ତ ଟିକାକରଣ ମାଗଣାରେ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଆଜି ରାଜ୍ୟରେ ୧୦୦୦ ଟପିଲା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଆଜି ରାଜ୍ୟରେ ୧୦୦୦ ଟପିଛି କରୋନା ସଂକ୍ରମଣ। ଶୁକ୍ରବାର ୧୦୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri