ରାଜ୍ୟ

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ।...

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର...

ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ...

ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ: ତଦନ୍ତ ପାଇଁ ଆସିଥିବା ପୋଲିସକୁ ଛୁରାମାଡ଼

ଭୁବନେଶଶ୍ୱର,୪।୧୦: ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ । ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହି...

ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…

ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ...

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା ତିରୁପତି ରେଡ୍ଡୀ। ତାଙ୍କ ହାତଗୋଡ଼ ବାନ୍ଧି କେହି ରେଳଧାରଣାରେ ଶୁଆଇ ଦେଇଛନ୍ତି। ତେବେ...

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ ଭୟାତୁର ଜୀବନ ଅତିବାହିତ କରୁଥିଲେ। ଏବେ କିନ୍ତୁ ସମୟ ବଦଳିଛି। ଚାଷ ସମ୍ପର୍କରେ...

ଭାଜପା ବିରୋଧରେ ବିଜେଡିର ସାଂଘାତିକ ଅଭିଯୋଗ: ଝାଡ଼ଖଣ୍ଡ ନିର୍ବାଚନର ଓ୍ବାର୍‌ ରୁମ୍‌ ସାଜିଛି ରାଜଭବନ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର):ନିକଟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଭେଟିବା ଘଟଣାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି। ବିଜେଡି ପକ୍ଷରୁ ଝାଡ଼ଖଣ୍ଡ ନିର୍ବାଚନ ସହ ରାଜଭବନରେ ଯୋଜନା ଚାଲିଛି ବୋଲି ଦାବି...

ଜିଲା କାରାଗାରରେ ଅତର୍କିତ ଚଢ଼ାଉ, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri