ରାଜ୍ୟ

ଲଘୁଚାପ ପ୍ରଭାବ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର,୧୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଆହୁରି ୫ ଦିନ ପ୍ରର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ତେବେ ୧୨ ତାରିଖ ସକାଳ...

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି...

ସମୁଦ୍ରରେ ଗାଧେଇବା ବେଳେ ଭାସିଗଲେ ନାବାଳକ

ପୁରୀ ଅଫିସ,୧୧।୭: ପୁରୀ ସମୁଦ୍ରରେ ଗାଧେଇବା ବେଳେ ସୋମବାର ଜଣେ ନାବାଳକ ଭାସିଯାଇଛନ୍ତି। ନିଖୋଜ ନାବାଳକ ଜଣଙ୍କ ହେଲେ ଯାଜପୁର ଜିଲା ମାଳସାହି ଅଞ୍ଚଳର ଆୟୁଷ ଜେନା(୧୬) ବୋଲି ଜଣାପଡିଛି । ଆୟୁଷ ପରିବାର ସହ ଚୈତନ୍ୟ ଛକ ବେଳାଭୂମି...

‘୩ୟ ଡୋଜ୍‌ ମାଗଣାରେ ଦିଆଯିବା ପାଇଁ କେନ୍ଦ୍ରକୁ କହିବୁ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ବଢିଚାଲିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଲେଣି। ଏହାରି ମଧ୍ୟରେ ଟିକାକରଣକୁ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ମୁଖ ଯୋଦ୍ଧା...

‘ଚିହ୍ନଟ ହେଉଥିବା ଆକ୍ରାନ୍ତ ପୂର୍ବପରି ଗୁରୁତର ହେଉ ନାହାନ୍ତି’

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ଦେଶରେ ଏବେ ସଂକ୍ରମଣ ବଢ଼ିଥିବା ବେଳେ ଆମ ରାଜ୍ୟରେ ବି ଏବେ ୫ଶହ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ହେଲେ ଏବେ...

ପୁରୀରୁ ଆସୁଥିବା ବସ୍‌ ଓଲଟିଲା

ପୁରୀ ଅଫିସ,୧୧ା୭: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍‌ଟି ଭାରସାମ୍ୟ ହରାଇଥିଲା। ଏହି ବସ୍‌ରେ...

କାଜୁ ବଗିଚାରେ ନବଜାତକକୁ ଛାଡ଼ି ଚାଲିଗଲେ

ପାଟଣା,୧୧ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା କାଜୁ ବଗିଚାରୁ ସୋମବାର ସକାଳୁ ଜଣେ ନବଜାତକକୁ ଉଦ୍ଧାର କରାଯାଇଛି। କେହି କାଜୁ ଗଛମୂଳେ ଏକ ଜରି ବ୍ୟାଗ୍‌ ଉପରେ ଶିଶୁକନ୍ୟାକୁ ଛାଡ଼ି ଚାଲି ଯାଇଥିବା ଜଣାପଡ଼ିଛି। ଶିଶୁକନ୍ୟା ନାଭି କଟା...

କ୍ରସ୍‌ ଭୋଟିଂ ରୋକିବା ନେଇ କସରତ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ୨ ଜଣଙ୍କ ମଧ୍ୟରେ ହେବ। ଭାଜପା ସମର୍ଥିତ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଥିବାବେଳେ ତାଙ୍କ ବିପକ୍ଷରେ ବିରୋଧୀ ମେଣ୍ଟ...

ରୁଚିକାଙ୍କ ମା’ଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ନ୍ୟାୟ ପାଇଁ କଲେଜ ସମ୍ମୁଖରେ ଧାରଣାରେ ବସିଥିବା ରୁଚିକାଙ୍କ ମା’ଙ୍କୁ ଧାରଣାସ୍ଥଳରୁ ଉଠାଇ ନେଇଛି ପୋଲିସ। ଆନ୍ଦୋଳନରତ ଛାତ୍ର ସଙ୍ଗଠନ ସଦସ୍ୟଙ୍କୁ ମଧ୍ୟ ପୋଲିସ ଉଠାଇ ନେଇଛି।। ସୂଚନାଯୋଗ୍ୟ,...

ଶପିଂମଲ୍‌ରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହି କିଛିଦିନ ହେବ ରାଜ୍ୟରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିରୁ କେବଳ ୫୦ ପ୍ରତିଶତ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ବିଶେଷକରି ରାଜଧାନୀ ଭୁବନେଶ୍ୱରରୁ ଅଧିକ ଆକ୍ରାନ୍ତ...

ୱେବ୍‌ ମିଡିଆ ଉପରେ ଦୋଷ ଲଦିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯିବା ନିଷ୍ପତ୍ତିକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ରାଜନୈତିକ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ବି ଏହା ନିନ୍ଦନୀୟ ବୋଲି କହୁଛନ୍ତି। ସେପଟେ ଏ ପ୍ରସଙ୍ଗରେ ରବିବାର ବିଦ୍ୟାଳୟ ଓ...

ଭିଜିଲାନ୍ସ ଜାଲରେ ଆଇଆଇସି

ଉମରକୋଟ,୧୧ା୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନାର ଅତିରିକ୍ତ ଥାନାଧିକାରୀ (ଆଇଆଇସି) ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅତିରିକ୍ତ ଥାନାଧିକାରୀ ଲିମରାଜ ପ୍ରଧାନ ଏକ ପୁରୁଣା କେସ୍‌କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri