ରାଜ୍ୟ

ରୁଚିକା ଆତ୍ମହତ୍ୟା ଘଟଣାକୁ ପୁରିଲା ସପ୍ତାହେ, କାରଣ ଖୋଜି ପାଉନି ପୋଲିସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ସପ୍ତାହେ ପୁରିଲାଣି । ସ୍ବତନ୍ତ୍ର ପୋଲିସ ଟିମ୍‌ ଏହାର ତଦନ୍ତ ଜାରି ରଖିଛି । କିନ୍ତୁ ଏଯାଏ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ରୁଚିକାଙ୍କ ସୁଇସାଇଡ୍‌ ନୋଟ୍‌ରେ...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୫୭୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବାଇକରେ କେଦାରନାଥ ଯାତ୍ରା

ଭୁବନେଶ୍ୱର,୧୦।୭(ବ୍ୟୁରୋ): କଟକରୁ ବାଇକରେ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା କରିଛନ୍ତି ରାଜେଶ ମହାରଣା। ଶନିବାର କଟକର ଗଡ଼ଗଡ଼େଶ୍ୱର ମନ୍ଦିରରେ ଭଗବାନଙ୍କ ଆଶୀର୍ବାଦ ନେଇ ସେ ବାହାରିଛନ୍ତି। ତାଙ୍କର କେତେଜଣ ବନ୍ଧୁ ରାସ୍ତାରେ ତାଙ୍କ ସହ ଯୋଗଦେବେ। କଟକରୁ କେଦାରନାଥ ଯିବାକୁ ପ୍ରାୟ...

ରାଜ୍ୟର କୌଣସି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ପାଇନାହିଁ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷାନୁଷ୍ଠାନ ରହିଛି। କିନ୍ତୁ ଏ ପର୍ଯ୍ୟନ୍ତ ଗୋଟିଏ ବି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍‌ ମାନ୍ୟତା ହାସଲ କରିପାରି ନାହିଁ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଭାରତ ସରକାରଙ୍କ ୨୦୧୩ ଜାନୁୟାରୀ ୧୯...

ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏଣିକି ବିନା ଅନୁମତିରେ ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧି ଯାଇପାରିବେ ନାହିଁ। କିଛି ଲୋକ କ୍ୟାମେରା ଧରି ସ୍କୁଲ ଭିତରେ ପଶି ପିଲା ଓ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ତାକୁ ନେଇ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରସାରଣ ମଧ୍ୟ କରୁଛନ୍ତି।...

ଦେଶକୁ ଦୁର୍ବଳ କରୁଛି ଭାଜପା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦେଶରେ ନିଜକୁ ଏକମାତ୍ର ଦେଶପ୍ରେମୀ ଦଳ ବୋଲି କହି ଅନ୍ୟ ଉପରେ ଲଗାତର ଦୋଷାରୋପ କରି ଆସୁଥିବା ଭାରତୀୟ ଜନତା ପାର୍ଟିର ଅସଲମୁଖା ଏବେ ଖୋଲିବାରେ ଲାଗିଛି। ଆତଙ୍କବାଦ କାର୍ଯ୍ୟକଳାପକୁ ପୃଷ୍ଠପୋଷକତା ଦେବାରେ ଦଳ ଏବେ ରେକର୍ଡ ଭାଙ୍ଗିଛି।...

ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ। ତେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ...

ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ

ପୁରୀ ଅଫିସ,୧୦।୭:  ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ ହେବ। ରଥ ଉପରେ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ...

ଚଳିତ ବର୍ଷ ୧୫ ଖଣି ନିଲାମ ହେବ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌...

ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଚାଞ୍ଚଲ୍ୟ। ଏକ ବନ୍ଦ କୋଠରିରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳର ଏକ ବନ୍ଦ ଘରୁ ପୋଲିସ ଏହି ମୃତଦେହ ଜବତ କରିଛି। ମୃତ ଛାତ୍ର ଜଣଙ୍କ...

ଚଳିତ ବର୍ଷ ନିଲାମ ହେବ ୧୫ ଖଣି

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌...

ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀର ପଟିଆ

ଭୁବନେଶ୍ୱର,୯।୭(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ସର୍ବାଧିକ ୨୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମାତ୍ର ୯ ଦିନ ଭିତରେ ସହରରୁ ୧୪ଶହ ୨୨ଜଣ ସଂକ୍ରମିତ ବାହାରି ସାରିଲେଣି। ଚିହ୍ନଟ ହେଉଥିବା ସମସ୍ତ ସଂକ୍ରମିତ ସ୍ଥାନୀୟ ଲୋକ ହୋଇଥିବାରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri