ରାଜ୍ୟ

କେନ୍ଦ୍ରାପଡ଼ା ଜିଲାରେ ୪,୨୮୬ ଶିଶୁ ଅପପୁଷ୍ଟିର ଶିକାର

କେନ୍ଦ୍ରାପଡ଼ା ଅଫିସ,୮ା୭: କେନ୍ଦ୍ର ଓ ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଯୋଜନା ପ୍ରଣୟନ କରୁଛନ୍ତି। ପ୍ରଣୀତ ଯୋଜନାକୁ କାର୍ଯ୍ୟକାରୀ ପାଇଁ ଅର୍ଥ ମଞ୍ଜୁର ହେଉଛି। ହେଲେ କେନ୍ଦ୍ରାପଡ଼ା ଜିଲାର ଶିଶୁଙ୍କ ସମ୍ପର୍କରେ ଯେଉଁ ତଥ୍ୟ ବିଭାଗୀୟ କାର୍ଯ୍ୟାଳୟରୁ...

ଯୁକ୍ତ ୨ରେ ସିଟ୍‌ ପାଇବା ଚିନ୍ତା ବଢ଼ିଲା

ଭୁବନେଶ୍ୱର,୮ା୭(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଆଶାତୀତ ଫଳ ହୋଇଛି। ୨୦୨୦ରେ ମାଟ୍ରିକ ପରୀକ୍ଷାଫଳ ୭୮.୭୬ ପ୍ରତିଶତ ହୋଇଥିବା ବେଳେ ଚଳିତବର୍ଷ ୯୦.୫୫ ପ୍ରତିଶତ ପିଲା ପାସ୍‌ କରିଛନ୍ତି। ମୋଟ ୫ ଲକ୍ଷ...

ଓଡ଼ିଶା ବିମୁଖ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ର ଏକପ୍ରକାର ବିପର୍ଯ୍ୟସ୍ତ ହୋଇଛି। ଦେଶ ଭିତରର କିଛି ପର୍ଯ୍ୟଟକ ରାଜ୍ୟର କେତେକ ଅଞ୍ଚଳ ବୁଲାବୁଲି କରୁଥିବା ବେଳେ ବିଦେଶୀ ପର୍ଯ୍ୟଟକ ଓଡ଼ିଶା ବିମୁଖ ଥିବା ଦେଖିବାକୁ ମିଳିଛି। କୋଭିଡ୍‌ ମହାମାରୀକୁ ୨...

ମୁର୍ମୂଷୁ ଅବସ୍ଥାରେ ମଠ ମହନ୍ତଙ୍କୁ ବ୍ୟାଙ୍କକୁ ବୋହି ଆଣିଲେ ଶିଷ୍ୟ

ଭବାନୀପାଟଣା/ଧର୍ମଗଡ଼,୭।୭(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ଜଣେ ମୁମୂର୍ଷୁ ବୃଦ୍ଧ ମହନ୍ତଙ୍କୁ ବୋହି ଆଣାଯାଇଛି। ମହନ୍ତଙ୍କୁ ବୋହି ଆଣୁଥିବା ଦୃଶ୍ୟ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁସାରେ ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼...

୧୪ ଲକ୍ଷ ୨୯ ହଜାର ଜାଲନୋଟ୍‌ ଜବତ

ବରପାଲି,୭।୭(ଡି.ଏନ.ଏ.): ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ) ବରଗଡ଼ ଜିଲା ପୋଲିସ ସହାୟତାରେ ଗୁରୁବାର ଅନ୍ତଃରାଜ୍ୟ ଜାଲନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ଉତ୍ତରପ୍ରଦେଶ ରାଜ୍ୟ ଗୋରଖପୁର...

ଶୁକ୍ରବାର ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଷ୍ଟ୍ରପତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଶା ଆସିବେ। ତେବେ ଓଡ଼ିଶାରେ ପହଞ୍ଚିବା ପରେ ବିଭିନ୍ନ ଦଳର ବିଧାୟକ ଏବଂ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିବେ...

ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୭।୭: ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ହେଲେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା ପକ୍ଷରୁ କରାଯାଇଛି। ତେଣୁ ଅପରାହ୍ନ ୪ଟାରୁ ଭକ୍ତ ଆଉ ମହାପ୍ରଭୁଙ୍କ ଦର୍ଶନ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୧୮ ଜଣ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ୧୨ଲକ୍ଷ ୮୦ହଜାର ୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

ଲଘୁଚାପ ପ୍ରଭାବ: ୧୨ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଉପକୂଳ ଓଡ଼ିଶାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓ ପର୍ଯ୍ୟନ୍ତ ସବୁଠି ବର୍ଷା ଲାଗି ରହିଛି। ତେବେ ଗୁରୁବାର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲାରେ...

ଭିଜିଲାନ୍ସ ଜାଲରେ ସୁପରଭାଇଜର

ପୁରୀ ଅଫିସ,୭ା୭: ପୁରୀ ଡିଆଇସି ଅଫିସରେ କାର୍ଯ୍ୟରତ ସୁପରଭାଇଜର ନାରାୟଣ ପଟ୍ଟନାୟକ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ଭାବେ କାର୍ଯ୍ୟରତ ନାରାୟଣ ରତ୍ନାକର ସାହୁଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା...

ବିଜେବି କଲେଜ ନାଁରେ ଆଉ ଏକ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୭ା୭(ବ୍ୟୁରୋ): ବିଜେବି କଲେଜ ନାଁରେ ପୁଣି ର଼୍ୟାଗିଂ ଅଭିଯୋଗ ହୋଇଚି। ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ର ରୁଦ୍ର ନାରାୟଣ ପାତ୍ରଙ୍କୁ ହଷ୍ଟେଲରେ ରହୁଥିବା ତାଙ୍କର ଜଣେ ସହପାଠୀ...

ଆସନ୍ତାକାଲି ଅପରାହ୍ନରୁ ଆଉ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ

ପୁରୀ ଅଫିସ,୭ା୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି। ଆସନ୍ତାକାଲି ସନ୍ଧ୍ୟା ଦର୍ଶନ ଏବଂ ତା’ ପରଦିନ ବାହୁଡ଼ାଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri