ରାଜ୍ୟ

ବିଲରୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୭ା୭(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ସିଶୋଲୋ ଗାଁ ନିକଟସ୍ଥ ଏକ ବିଲ ଭିତରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ଜଣଙ୍କ ହେଲେ ଆଶିଷ ଓଝା। ତାଙ୍କ ଘର ସିଶୋଲୋରେ ବୋଲି ଜଣାଯାଇଛି। ଗୁରୁବାର ସକାଳେ ଆଶିଷଙ୍କ ମୃତଦେହ...

ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ...

ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ି ନେଇ ଡ୍ରାଇଭର ଛୁ’

ଖଡ଼ିଆଳ,୬।୭(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ଷ୍ଟେଟ ବ୍ୟାଙ୍କ ଶାଖାରୁ ବିଭିନ୍ନ ଏଟିଏମ୍‌ରେ ଟଙ୍କା ଭରିବାକୁ ଯାଉଥିବା ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ିକୁ ନେଇ ଡ୍ରାଇଭର ଫେରାର ହୋଇଛନ୍ତି। ଏଟିଏମ୍‌ରେ ୫୭ ଲକ୍ଷ ୧୨ ହଜାର ଟଙ୍କା ରହିଥିବା ବ୍ୟାଙ୍କ ପକ୍ଷରୁ...

ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ବଜେଟ୍‌ ଆଲୋଚନା ବିରତି ପାଇଁ ଜୁଲାଇ ୭ରୁ ୧୨ ଯାଏ ବିଧାନସଭା ସାମୟିକ ଭାବେ ବନ୍ଦ ରହିବ। ଆସନ୍ତା ୧୨ରୁ ଅଧିବେଶନରା ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ।...

ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ

ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଅନ୍ୟପକ୍ଷେ ବଲାଙ୍ଗୀର ସଦର ଥାନା ପୋଲିସ ଏହି...

ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ ଫଳାଫଳ ପ୍ରକାଶ ପାଇଛି। ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଯୋଗେ କହିଛନ୍ତି, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା...

ଫାଷ୍ଟ ଡିଭିଜନରେ ମାଟ୍ରିକ୍‌ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ ପାସ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼ ପାଇଛନ୍ତି। ମୋଟ ୫୦୦ ମାର୍କରୁ ୩୬୪ ମାର୍କ ରଖି ଏହି ସଫଳତା ହାସଲ କରିଛନ୍ତି, ଯାହାକି ମୋଟ ମାର୍କର...

ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା ସ୍ବାଇଁ। ଅଭିଯୁକ୍ତ ପୁଅ ଜିତେନ୍ଦ୍ର ସ୍ବାଇଁ ଫେରାର ହୋଇ ଯାଇଛନ୍ତି। ସୂଚନାନୁଯାୟୀ,...

ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ। ଏହାଛଡ଼ା ଏସ୍‌ଏମ୍‌ଏସ୍‌ ଜରିଆରେ...

୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୫,୧୭,୮୪୭। ତଦନୁଯାୟୀ ପାସ ହାର ୯୦.୫୫% ରହିଛି। ତେବେ ୩ ସ୍କୁଲରେ...

ମାଟ୍ରିକ ରେଜଲ୍ଟ: ଏଥର ମଧ୍ୟ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ବୁଧବାର ପ୍ରକାଶ ପାଇଛି। ଏଥର ବି ଝିଅମାନେ ପାସ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି । ୨, ୬୦, ୯୭୦ ଜଣ ଝିଅ ପାସ କରିଥିବା ବେଳେ ୨, ୫୬, ୮୭୭...

ଫେଲ୍‌ ହେଲେ ୮୬୯୯ ପିଲା

କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ ଏହା ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପାସ ହାର ୯୦.୫୫...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri