ରାଜ୍ୟ

ମାଟ୍ରିକ ରେଜଲ୍ଟ: ଏଥର ମଧ୍ୟ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ବୁଧବାର ପ୍ରକାଶ ପାଇଛି। ଏଥର ବି ଝିଅମାନେ ପାସ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି । ୨, ୬୦, ୯୭୦ ଜଣ ଝିଅ ପାସ କରିଥିବା ବେଳେ ୨, ୫୬, ୮୭୭...

ଫେଲ୍‌ ହେଲେ ୮୬୯୯ ପିଲା

କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ ଏହା ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପାସ ହାର ୯୦.୫୫...

ଜୁଲାଇ ୧୧ରୁ ରି-ଚେକିଂ ଲାଗି କରିପାରିବେ ଆବେଦନ

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ...

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ପ୍ରକାଶ କରିଛନ୍ତି। ତେବେ ଚଳିତ...

ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି

ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ ଅପରାହ୍ନ ୪ରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି...

‘ଭୁବନେଶ୍ୱରକୁ ମଡେଲ ସିଟି କରିବାକୁ ଲକ୍ଷ୍ୟ’

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ନୂତନ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ଗଞ୍ଜାମର ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ସାଧାରଣ ମଧ୍ୟବିତ୍ତ ପରିବାରରୁ ଆସି ସେ ଜଣେ ଦକ୍ଷ ପ୍ରଶାସକ ଭାବେ ନିଜକୁ ପ୍ରମାଣିତ କରିପାରିଛନ୍ତି। ଜିଲାପାଳ ଥିବା...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୪୦୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବିଧାନସଭା ମୌସୁମୀ ଅଧିବେଶନର ଚତୁର୍ଥ ଦିନ: ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ସମବାୟ, ମତ୍ସ୍ୟ...

ଆଜି ଓଡ଼ିଶା ଆସିବେ ଯଶବନ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭(ବ୍ୟୁରୋ): ଆସନ୍ତା ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଅବସରରେ ବୁଧବାର ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ଓଡ଼ିଶା ଆସିବେ। ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଥିବା ଭୋଟରଙ୍କୁ...

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ଜଣେ ମୃତ, ୩୦ ଆହତ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ମହିଳା ଯାତ୍ରୀଙ୍କ...

ଆତ୍ମହତ୍ୟା କଲେ ରଶ୍ମିରେଖାଙ୍କ ପୁରୁଷବନ୍ଧୁ ସନ୍ତୋଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲା ଉପରେ ପରଦା ଉଠି ନଥିବା ବେଳେ ତାଙ୍କ ପୁରୁଷବନ୍ଧୁ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ରାଉରକେଲା ବାସନ୍ତୀକଲୋନୀରେ ସନ୍ତୋଷ ଆତ୍ମହତ୍ୟା କରିଥିବା ଜଣାପଡିଛି। ହେଲେ ସେ କାହିଁକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri