ରାଜ୍ୟ

ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

ପୁରୀ ଅଫିସ,୬।୭: ମଙ୍ଗଳବାର ହେରାପଞ୍ଚମୀ ଅନୁଷ୍ଠିତ ହୋଇଯାଇଛି। ଏହା ପରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଯିବା ପାଇଁ ପ୍ରସ୍ତୁତ ହେବେ। ଏଥିପାଇଁ ବୁଧବାର ତିନିରଥ ଦକ୍ଷିଣ ମୋଡ଼ ନେବେ। ତିନି ଦିଅଁଙ୍କ ଶ୍ରୀଅଙ୍ଗରୁ ତିନିଖଣ୍ଡ ଆଜ୍ଞାମାଳ ସକାଳ ଧୂପ ପରେ ଦକ୍ଷିଣ...

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ହସ୍ପିଟାଲରେ ଡାକ୍ତର, ଫାର୍ମାସିଷ୍ଟ ଓ ଆବଶ୍ୟକ ମେଡିକାଲ ଉପକରଣ ନ ଥିବା...

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମକରନ୍ଦ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କୁ ସମର୍ଥନ ଦେବା ଲାଗି ଘୋଷଣା କରିସାରିଛନ୍ତି। ସେହି କ୍ରମରେ ରାୟଗଡ଼ା ସ୍ବାଧୀନ ବିଧାୟକ ମକରନ୍ଦ...

ଆଜି ନ ହେଲେ କାଲି ଅନରେବଲ୍‌ ମିନିଷ୍ଟର ହେବି

ଭୁବନେଶ୍ୱର,୬ା୭(ବ୍ୟୁରୋ): ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ। ବାଚସ୍ପତି ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ଲାଗି ମୌସୁମୀ ଅଧିବେଶନ ପରିିଚାଳନା କରୁଛନ୍ତି। ଗୃହ ପରିଚାଳନାରେ ଅଭ୍ୟସ୍ତ ନ ଥିବାରୁ ବିଧାୟକ ଓ ମନ୍ତ୍ରୀମାନଙ୍କୁ ସମ୍ବୋଧନରେ ଟିକେ ଏପଟ...

ଖାଦ୍ୟ ସୁରକ୍ଷା: ଓଡ଼ିଶା ନଂ.୧

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଜାତୀୟ ସ୍ତରରେ ଓଡ଼ିଶାକୁ ମିଳିଛି ଆଉଏକ ସଫଳତା। ନ୍ୟାଶନାଲ ଫୁଡ୍‌ ସିକ୍ୟୁରିଟି ଆକ୍ଟ ବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ୨୦୨୨ କାର୍ଯ୍ୟକାରିତାରେ ସାରା ଦେଶରେ ଓଡ଼ିଶା ଶୀର୍ଷରେ ରହିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରାଜ୍ୟ...

ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ ପକ୍ଷରୁ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରାଯାଇଛି। ସରକାର ପ୍ରଗତିଶୀଳ ବଜେଟ ଆଣିଛନ୍ତି। ସବୁ...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ମଙ୍ଗଳବାର ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ବନ୍ୟ...

ଅଫିସରରାଜ୍‌ ଗଣତନ୍ତ୍ର ପାଇଁ ବିପଦ: ସୌମ୍ୟ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଓଡ଼ିଶାରେ ଅପେକ୍ଷାକୃତ ଭାବେ ମଦ୍ୟପାନ ହାର ବଢୁଛି। ଏ ସମ୍ପର୍କିତ ପ୍ରଶ୍ନରେ ଅଫିସରଙ୍କଠାରୁ ତଥ୍ୟ ସଂଗ୍ରହ କରି ମନ୍ତ୍ରୀ କହିଲେ, ଭୁବନେଶ୍ୱରରେ ମଦ୍ୟପାନ ହାର ବଢୁନି। ଏହାର ଅର୍ଥ ମୁଁ ମିଛ କହୁଛି। ମୁଁ ମିଛୁଆ ବିଧାୟକ ହୋଇ...

ବିଲୋପ ପଥେ ହାତୀ: ୧୦ ବର୍ଷରେ ୭୮୪ ମୃତ

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଥିବା ହାତୀଙ୍କ ଜୀବନ ଦିନକୁ ଦିନ ବିପନ୍ନ ହେବାରେ ଲାଗିଛି। ହାତୀ- ମଣିଷ ଲଢ଼େଇରେ ଏହି ବୃହତ୍‌ ପ୍ରାଣୀ ବଂଶ ବଳି ପଡ଼ିଯାଉଛନ୍ତି। ଯଦି ଏଭଳି ପରିସ୍ଥିତି ଲାଗି ରହିବ ତେବେ ଆଉ କିଛି...

ବିଧାନସଭାରେ ବେକାରି ଝଡ଼

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ବେକାରି ସଂଖ୍ୟା ବଢ଼ିଚାଲିଛି। ନିଯୁକ୍ତି ନ ପାଇ ଯୁବତୀଯୁବକମାନେ ନିଶାଗ୍ରସ୍ତ ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଡ୍ରଗ୍ସ କାରବାର ବଢ଼ିଚାଲିଛି। ଚୋରି, ଡକାୟତି, ରାହାଜାନି, ଛିନ୍‌ତାଇ ମଧ୍ୟ ବୃଦ୍ଧିପାଇ ଚାଲିଛି। ସରକାରୀ ନିଯୁକ୍ତିରେ ମହାକେଳେଙ୍କାରି ହେଉଛି। ମେଧାବୀ...

ବୁକ୍‌ ସର୍କୁଲାର-୪୭କୁ ମାନୁନାହାନ୍ତି ଅଫିସର

ଭୁବନେଶ୍ୱର,୬ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସରକାରୀ ଅଧିକାରୀଙ୍କ ପର୍ଯ୍ୟନ୍ତ ଯାହାଙ୍କୁ ବି ଚିଠି ଲେଖିଲେ କେହି ବି ଉତ୍ତର ଦେଉନାହାନ୍ତି। ୧୫ ଦିନ ଭିତରେ ଉତ୍ତର ଦେବାକୁ ନିୟମ ରହିଛି। ଖାଲି ସେତିକି ନୁହେଁ ବିଧାନସଭାରେ ମନ୍ତ୍ରୀମାନଙ୍କୁ ପ୍ରଶ୍ନ କଲେ...

କଲେଜ ଅଧ୍ୟକ୍ଷଙ୍କ ଗିରଫ ଦାବି କଲେ ବାପା

ଭୁବନେଶ୍ୱର,୬।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ମଙ୍ଗଳବାର ୪ଦିନ ବିତିଛି। ହେଲେ ସୁଇସାଇଡ୍‌ ନୋଟରେ ଉଲ୍ଲେଖ ଥିବା ୩ ସିନିୟରଙ୍କୁ କମିଶନରେଟ ପୋଲିସ ଧରିବା ତ ଦୂରର କଥା, ଏପର୍ଯ୍ୟନ୍ତ ଚିହ୍ନଟ କରିପାରିନାହିଁ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri