ରାଜ୍ୟ

ଏନ୍‌ଆର୍‌ଏଲ୍‌ ଜମି ଅଧିଗ୍ରହଣରେ ଭିନ୍ନତା

ପାରାଦୀପ,୬ା୭(ସ୍ବ.ପ୍ର.): ସ୍ମାର୍ଟ ଇଣ୍ଡଷ୍ଟ୍ରିଆଲ ପୋର୍ଟ ସିଟି (ଏସ୍‌ଆଇପିସି) ଯୋଜନାରେ ପାରାଦୀପ ବନ୍ଦର ଜାଗାରେ ୪ଟି ନୂତନ ପ୍ରକଳ୍ପ ନିର୍ମାଣ ଚାଲିଛି। ସେଗୁଡିକ ହେଲା ଏନ୍‌ଆର୍‌ଏଲ (ନୁମାଲିଗଡ ରିଫାଇନାରି ଲିମିଟେଡ), ତ୍ରିବେଣୀ ଆର୍ଥମୁଭର୍ସ ପ୍ରାଇଭେଟ ଲିମିଟେଡ, ଏସାର ମିନମେଟ ଲିମିଟେଡ ଓ...

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟ୍‌ ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଫଳାଫଳ ଜାଣିପାରିବେ। ୱେବ୍‌ସାଇଟ୍‌...

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୬ା୭: ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିବାବେଳେ ଅଭିମାନିନୀ ମହାଲକ୍ଷ୍ମୀ ମହାପ୍ରଭୁଙ୍କ...

‘ଚଳିତ ମାସ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ’

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି। ଯେହେତୁ ନିକଟରେ ବଡ଼ଧରଣର ଭିଡ଼ ହୋଇଥିଲା, ତେଣୁ କୋଭିଡ୍‌ ଆଉ କିଛିମାତ୍ରାରେ ବଢ଼ିପାରେ। ସେଥିପାଇଁ ଚଳିତ ମାସ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ। ମାସ ଶେଷପର୍ଯ୍ୟନ୍ତ ସମସ୍ତେ ସତର୍କ ରହିବା ଉଚିତ ବୋଲି ଜନସ୍ବାସ୍ଥ୍ୟ...

ତେଲଙ୍ଗାନାରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ଦାଦନ ଶ୍ରମିକ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ବିନତି

ଭବାନୀପାଟଣା(ସ୍ବ.ପ୍ର.)/କୋକସରା (ଡି.ଏନ.ଏ.), ୫।୭: କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଦୁଃଖ । ପେଟ ପାଟଣା ପାଇଁ ଘର ଛାଡି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ବ୍ଲକର ୬ ଜଣ ଶ୍ରମିକଙ୍କ କିଛି ମାସ ଭିତରେ ମୃତ୍ୟୁ...

ଓଡ଼ିଶାରେ ଡବ୍ଲ୍ୟୁଏଚ୍‌ଓ ଟିମ୍‌

ଭୁବନେଶ୍ୱର, ୫।୭(ବ୍ୟୁରୋ)- ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ଓଡ଼ିଶାକୁ ସଫଳତା ମିଳିଛି। ତେବେ ରାଜ୍ୟ ସରକାର କିଭଳି ଭାବେ ମୁକାବିଲା କରି ମ୍ୟାଲେରିଆକୁ ନିୟନ୍ତ୍ରଣ କରିପାରିଲେ ସେ ସମ୍ପର୍କରେ ଜାଣିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)ର ଏକ ଟିମ୍‌ ଓଡ଼ିଶା ଆସିଛନ୍ତି।...

ଚଳିତ ମାସ ଶେଷ ଯାଏ ସତର୍କ ରୁହ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ମାସ ଶେଷ ଯାଏ ଆମ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ସେ ପର୍ଯ୍ୟନ୍ତ ଆମକୁ ସତର୍କ ରହିବାକୁ ପଡ଼ିବ। ନିକଟରେ ବଡ଼ ଧରଣର ଭିଡ଼ ହୋଇଥିବାରୁ...

୫୫ ବାତ୍ୟା ଆଶ୍ରୟସ୍ଥଳ ପାଇଁ ୨୯.୩୬ କୋଟି ମଞ୍ଜୁର

ଭୁବନେଶ୍ୱର,୫ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫୫ ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ୨ୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ...

ଆସନ୍ତା ୮ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସି ବିଭିନ୍ନ ଦଳର ବିଧାୟକ ଓ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ...

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ମଙ୍ଗଳବାର ଜବତ କରିଛି। ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏମ୍‌ସିଏ ପଢ଼ୁଥିଲେ । ଆଚାର୍ଯ୍ୟ...

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ୱର,୫।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ...

ଚାନ୍ଦା କରି ରାସ୍ତା ମରାମତି

ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା। ଶେଷରେ ଗ୍ରାମବାସୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri