ଲିଭଇନ୍ରେ ରହୁଥିଲେ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ବ୍ରହ୍ମପୁର,୨୦ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗୋଷାଣି ନୂଆଗାଁ ଥାନା ଅଧୀନ ଲାଞ୍ଜିପଲି ଚାଞ୍ଚଡ଼ାପଡିଆ ସାହିରେ ପୁରୁଷବନ୍ଧୁଙ୍କ ସହ ରହୁଥିବା ପିଙ୍କି ମଲିକ(୨୩)ଙ୍କ ମୃତ୍ୟୁ ଏବେ ବି ସନ୍ଦେହଘେରରେ ରହିଛି। ପିଙ୍କିଙ୍କ ଭାଇ ଜଗତସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ପାଇକିରାବାଟି ଗ୍ରାମର...
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍ନା କରିବାକୁ ସରକାର ପ୍ରସ୍ତୁତ ରହିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ପ୍ରଭାବିତ ହେବାକୁ ଥିବା...
କଳାବଜାରୀଙ୍କୁ କଡ଼ା ଚେତାବନୀ ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ମଧ୍ୟ ସତର୍କ ରହିଛନ୍ତି। କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ...
ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି...
ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ… କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର...
ବାପ-ପୁଅଙ୍କୁ ଏସିଡ୍ ମାଡ଼ ଘଟଣା: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ ତୁମୁଡ଼ିବନ୍ଧ,୨୦ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମର ବାପ-ପୁଅଙ୍କୁ ଏସିଡ୍ ମା’ ଘଟଣାର ତଦନ୍ତ ଆରମ୍ଭ କରି ସେହି ଗ୍ରାମର ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି। ଏହାରି...
ମାଲ୍ ପରିବହନ ଗାଡ଼ିରେ ଜିପିଏସ୍ ଲାଗୁ ପାଇଁ ଦାବି କଲେ ସୋଫିଆ କଟକ,୨୦ା୧୦: ମାଲ୍ ପରିବହନକାରୀ ଗାଡ଼ିରେ ଜିପିଏସ୍ ଲାଗୁ କରିବାକୁ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ଦାବି କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଆୟୋଜିତ ସମୀକ୍ଷା ବୈଠକରେ ସୋଫିଆ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଡିପ୍ରୁ ଡିଲର ପଏଣ୍ଟ...
ବିନା କୋଚିଂରେ ଓଏଏସ୍ ପାାଇଲେ ସବ୍ନମଶ୍ରୀ: ଧରିତ୍ରୀକୁ ସାକ୍ଷାତକାର ଦେଇ କହିଲେ… ଅମରପାଲି,୨୦।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ଚମ୍ପାମାଳ ଗ୍ରାମର ସବ୍ନମଶ୍ରୀ ମେହେର ଓଡ଼ିଶା ପ୍ରଶସନିକ ପରୀକ୍ଷା(ଓଏଏସ୍)ରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୪୪୯ ର଼୍ୟାଙ୍କରେ ରହିି ଏହି ସଫଳତା ପାଇଛନ୍ତି। ସେ ଚମ୍ପାମାଳ ଗ୍ରାମର ମା’ ନନକା ମେହେର ଓ ବାପା...
କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି। ସେମାନେ ହେଲେ ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ...
କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ… ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ ପୁଅଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ବଲାଙ୍ଗୀର...
ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍ଡି ଡିଜି କହିଲେ… ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ...
ଯେଉଁଠି ହାରିଥିଲେ ଶ୍ୱଶୁର, ସେଇଠି ପ୍ରାର୍ଥୀ ହେଲେ ବୋହୂ ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ ଭାଗବତଙ୍କ ନାମ ପ୍ରମୁଖ ରହିଛି। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କ...