ରାଜ୍ୟ

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଯୁକ୍ତ ଦୁଇ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ଏହି ସୂଚନା ଦେଇଛନ୍ତି। ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା...

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା : ପ୍ରତିକ୍ରିୟା ରଖିଲେ ଅଧ୍ୟକ୍ଷ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ କଲେଜ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ସୋମବାର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରୁଚିକା ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ରଟିମ୍‌ ଗଠନ ହୋଇଛି । ଏହି ଟିମ୍‌ରେ...

ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୪।୭: ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ। ସୋମବାର ରଥର ଦକ୍ଷିଣମୋଡ଼ ପୂର୍ବରୁ ଯାଞ୍ଚ ପ୍ରକ୍ରିୟା ଚାଲିଥିବା ବେଳେ ଫାଟ ସମ୍ପର୍କରେ ଜଣାପଡ଼ିଛି । ତାଳଧ୍ୱଜ ରଥର ପଡ଼ିନାହାକା ଚକରେ ଫାଟ ଦେଖାଦେଇଥିବା ବେଳେ ଦର୍ପଦଳନର ବଡ଼ଉଛୁଳା...

ଟ୍ରକ୍‌ ଧକ୍କାରେ ଚାଲିଗଲା ୪ ଜୀବନ

ନୂଆପଡ଼ା ଅଫିସ, ୪।୭: ନୂଆପଡ଼ା ଜିଲା କୋମନା ବ୍ଲକ୍‌ କ୍ରିଷ୍ଣା ଗାଁ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଗୁରୁତରଙ୍କୁ ସ୍ଥାନୀୟ...

ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା: ୬ ଜଣିଆ ଟିମ୍‌ ଗଠିତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ କଲେଜ ପକ୍ଷରୁ ତଦନ୍ତ ପାଇଁ ୬ ଜଣିଆ ତଦନ୍ତକାରୀ ଟିମ୍‌ ଗଠନ କରାଯାଇଛି। ଏଥିରେ ଆଣ୍ଟି ର଼୍ୟାଗିଂ କମିଟି, ଶୃଙ୍ଖଳା କମିଟି ଓ ସମସ୍ତ ବିଭାଗର ଅଧ୍ୟାପକ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ବର୍ଷିବ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ...

୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର...

୩ ବର୍ଷ ପରେ ହେବ ଜଗାର ଖପୁରି ପ୍ରତିରୋପଣ

ଫୁଲବାଣୀ ଅଫିସ, ୪ା୭: ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ପ୍ରତିରୋପଣ ଆଉ ୩ ବର୍ଷ ପରେ ହେବ ବୋଲି ଦିଲ୍ଲୀ ଏମ୍‌ସ ଡାକ୍ତର ସ୍ପଷ୍ଟ କରିଛନ୍ତି। ଜଗା ଏବେ ସ୍ବାଭାବିକ ଭାବେ ଚଲାବୁଲା କରିପାରୁଛି। ତାର ସ୍ବାସ୍ଥ୍ୟାବସ୍ଥା ଭଲ...

ଗ୍ରାମବାସୀ ତିଆରି କଲେ ପୋଲ

କେନ୍ଦୁଝର,୪ା୭: ସରକାର ସମସ୍ତ ଗ୍ରାମ/ସାହିକୁ ସବୁଦିନିଆ ଯାତାୟାତ ପାଇଁ ରାସ୍ତାଘାଟ, ପୋଲ ଆଦି ବିଭିନ୍ନ ଯୋଜନାରେ ନିର୍ମାଣ କରୁଛନ୍ତି। ହେଲେ କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ଘେରା ଅଞ୍ଚଳର ଲୋକେ ଏବେ ବି ସବୁଦିନିଆ ରାସ୍ତା ସୁବିଧା ପାଇପାରୁନାହାନ୍ତି।...

ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ: ଆରମ୍ଭରୁ ହଟ୍ଟଗୋଳ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଧାନସଭା ମେସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ବିରୋଧୀମାନେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରିଛନ୍ତି। ବିରୋଧୀ ଭାଜପା ଓ କଂଗ୍ରେସ ବିଧାୟକ ଏହି ନାରାବାଜି କରିଥିଲେ। ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ହେବାରୁ ପୂର୍ବାହ୍ନ...

ବଢ଼ିଚାଲିଛି ଲଘୁ ଖଣିଜ ସମ୍ପଦ ଚାଲାଣ

ଖୋର୍ଦ୍ଧା ଅଫିସ,୪ା୭: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ବଢ଼ିଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର, ମୋରମ, କଳାମୁଗୁନି ଓ ବଉଳମାଳା ପଥର ଜିଲା ତଥା ବାହାର ଜିଲାକୁ ଚାଲାଣ କରୁଛନ୍ତି। ଏପରି...

ଜିଲାରେ ଡେଙ୍ଗୁ ଭୟ ବଢୁଛି: ନାମକୁ ଚାଲିଛି ସଚେତନତା

ଜଗତ୍‌ସିଂହପୁର ଅଫିସ,୪ା୭: ଜଗତ୍‌ସିଂହପୁର ଜିଲାରେ ଡେଙ୍ଗୁ ଭୟ ଦିନକୁ ଦିନ ବଢ଼ିବାରେ ଲାଗିଛି। କାରଣ ବିଗତ ବର୍ଷଗୁଡିକରେ ଜିଲାରେ ଡେଙ୍ଗୁ ପରିସ୍ଥିତି ଅଣାୟତ୍ତ ହୋଇଯାଇଥିଲା। ଗତ ୨ ବର୍ଷ କରୋନା ସଂକ୍ରମଣ ଯୋଗୁ ଲୋକେ କଟକଣା ଭିତରେ ରହିଥିଲେ। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri