ରାଜ୍ୟ

ଆଡ଼ପ ଅବଢ଼ା ପାଇ ଧନ୍ୟ ହେଲେ ଭକ୍ତ

ପୁରୀ ଅଫିସ,୩ା୭: ଆଡ଼ପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ଆଡ଼ପ ଅବଢ଼ା ମଧ୍ୟ ବାହାରିଛି। ସକାଳୁ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ...

‘ଦୁଇ ସପ୍ତାହରେ ପିକ୍‌ ଛୁଇଁପାରେ କରୋନା’

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ୍‌ ଛୁଇଁବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ...

ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି ହଜାର ହଜାର ଭକ୍ତ। ଅନ୍ୟପକ୍ଷରେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ।...

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: କାହିଁକି ହଷ୍ଟେଲ୍‌ ଛାଡିଲେ ୬ ଛାତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା କରୁଛି। ରୁଚିକାଙ୍କ ଆତ୍ମହତ୍ୟା ପରେ ୬ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ଏ ନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି। କାରୁବାକି ହଷ୍ଟେଲ ୱାର୍ଡେନ...

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ ଟିମ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଅନ୍ୟପଟେ ତଦନ୍ତ ପାଇଁ ୩ ଜଣିଆ ଟିମ୍‌ ଗଠନ କରାଯାଇଛି। ଅତିରିକ୍ତ ଡିସିପି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ ହୋଇଛି। ସ୍ବତନ୍ତ୍ର...

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଉକ୍ତ ବସ୍‌ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ...

ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବିଜେବି କଲେଜ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌ରେ ଲେଖାଅଛି ଏମିତି କିଛି…

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀର ପ୍ରତିଷ୍ଠିତ ବିଜେବି କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏଠାରେ ରାଗିଂ କରାଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଛାତ୍ରୀ ନିବାସରେ ରୁଚିକା ମହାନ୍ତି ନାମକ ଜଣେ ଛାତ୍ରୀଙ୍କୁ ରାଗିଂ କରାଯାଉଥିବାରୁ ସେ ଆତ୍ମହତ୍ୟା କରିଥିବା...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୪ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨ା୭(ବ୍ୟୁରୋ): ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କେତେକ...

‘ଲୋକଙ୍କ ଜୀବନ ରକ୍ଷା କରିବା ମୋ କାମ’

କୋକସରା,୨ା୭(ଡି.ଏନ୍‌.ଏ.): ବିଷାକ୍ତ ସାପ ହେଉ ଅବା ଅଜଗର ସମସ୍ତ ପ୍ରକାର ସାପକୁ କାବୁ କରିବା ତାଙ୍କର ନିତିଦିନିଆ କାମ । ନିଶା ହେଉ ଅବା ପେସା ପ୍ରତିଦିନ ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରୁ ତାଙ୍କ ନିକଟକୁ ଫୋନ୍‌ ଆସେ।...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ  ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୦,୦୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ବଜେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୨ା୭(ବ୍ୟୁରୋ.): ଆଜି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍‌ ଉପସ୍ଥାପିତ ହୋଇଛି। ଏହି ବଜେଟ୍‌କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହା ଏକ ପ୍ରଗତିଶୀଳ, ଗରିବ-ସମର୍ଥକ ଏବଂ ବିକାଶମୂଳକ ଆଧାରିତ ବଜେଟ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri