ରାଜ୍ୟ

ରଥ ଟାଣିଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଉଛି ଶ୍ରୀକ୍ଷେତ୍ର। ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ମିଳନ। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ରଥଯାତ୍ରା...

ବଡଦାଣ୍ଡରେ ଗଢିଲା ତିନି ରଥ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା ଯିବେ ତିନି ରଥ। ତେବେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ପୂର୍ବରୁ...

ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଅନ୍ୟପଟେ, ଆରମ୍ଭ ହୋଇଛି ରଥଯାତ୍ରାର ଆକର୍ଷଣୀୟ...

ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ...

ବ୍ୟବସାୟୀଙ୍କ ମଧ୍ୟରେ ଛନକା

ଅନୁଗୋଳ ଅଫିସ,  ୧।୭  ପରିବେଶ ପ୍ରଦୂଷଣକୁ ଅଧିକ ବଢ଼ାଉଥିବା ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକକୁ ଜୁଲାଇ ୧ରୁ କେନ୍ଦ୍ର ସରକାର ନିଷିଦ୍ଧ କରିଛନ୍ତି। ତେଣୁ ଅନୁଗୋଳ ଜିଲାରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ଗୁରୁବାର...

ଭକ୍ତଙ୍କ ମେଳରେ ଗଡ଼ିବ ରଥ

ଅନୁଗୋଳ ଅଫିସ/ ଆଠମଲ୍ଲିକ,  ୧।୭  ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିର ସମ୍ମୁଖରେ ୩ ରଥ ପ୍ରସ୍ତୁତ ହୋଇ ରହିଛି। କରୋନା ପାଇଁ ଗତ ୨ ବର୍ଷ ଧରି ରଥଯାତ୍ରା କେବଳ ମନ୍ଦିର ମଧ୍ୟରେ...

ମେଗା ପାନୀୟ ଜଳ ପ୍ରକଳ୍ପ, ବୃଦ୍ଧି ପାଉଛି ସମସ୍ୟା

ନାଉଗାଁ,୧ା୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତ ଦେଇ ପ୍ରବାହିତ ଦେବୀ ନଦୀର ତୁମ୍ବେଶ୍ୱରଠାରେ ନିର୍ମାଣ କରାଯାଉଛି ମେଗା ପାନୀୟ ଜଳ ପ୍ରକଳ୍ପ। ଏହି ପ୍ରକଳ୍ପ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ପ୍ରକଳ୍ପ...

ଆଦିବାସୀଙ୍କ ନାମରେ ଟଙ୍କା ହଡ଼ପ

ନୀଳଗିରି,  ୧।୭ (ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଆଦିବାସୀଙ୍କ ନାମରେ ଜବକାର୍ଡ଼ ଖୋଲିବା ନାଁରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ବରହମପୁର ପୋଲିସ ପକ୍ଷରୁ ତଦନ୍ତ କରାଯାଇ ଥାନାରେ ୩ଜଣଙ୍କୁ ଅଟକ ରଖାଯାଇ ଅଧିକ ତଦନ୍ତ...

ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହେଉଛି । ତେବେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ଶେଷ ହୋଇଛି। ପହଣ୍ଡି ବିଜେ ତିନି ରଥରେ ବିରାଜମାନ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା,ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ। ତେବେ ଆଜି ଅଶୋକ ରଥଯାତ୍ରା...

ରାଜ୍ୟରେ ବଢ଼ିଚାଲିଛି କରୋନା: ଆଜି ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୯ ଜଣ ଚିହ୍ନଟ...

ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ରଥଯାତ୍ରା। ଦୀର୍ଘ ଦୁଇବର୍ଷ ପରେ ଆଜି ଭକ୍ତମାନଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri