ରାଜ୍ୟ

ଜଙ୍ଗଲରୁ କାଠ ଆସିଲେ ଚୁଲି ଉପରେ ହାଣ୍ଡି ବସେ

ମହାକାଳପଡ଼ା,୩୦ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତ ଆଦିବାସୀ ଶବରପଡ଼ା ଗ୍ରାମବାସୀଙ୍କ ଜୀବନ ଅଧିକାଂଶ ସମୟ ଜଙ୍ଗଲ ଭିତରେ ହିଁ କଟେ। ଏହି ଗାଁର ପରିବାର ସଂଖ୍ୟା ୩୫। ଜନସଂଖ୍ୟା ୨ଶହରୁ ଊର୍ଦ୍ଧ୍ୱ। ଆଦିବାସୀମାନଙ୍କ ନିଜସ୍ବ...

ଡାକ୍ତରଙ୍କୁ ମାଡ଼

ପଦ୍ମପୁର,୩୦ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଡାକ୍ତର ଅମରେନ୍ଦ୍ର ଜେନାଙ୍କୁ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳା ରୋଗୀଙ୍କ ସମ୍ପର୍କୀୟ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅପରପକ୍ଷେ ମହିଳା ଜଣକ ରୋଗୀଙ୍କୁ...

ଦେଶ ବିଦେଶରେ ଲକ୍ଷେରୁ ଊର୍ଦ୍ଧ୍ୱ ମିସ୍ତ୍ରି

କେନ୍ଦ୍ରାପଡ଼ା ଅଫିସ, ୩୦ା୬: କେନ୍ଦ୍ରାପଡ଼ା ଜିଲା ପାଣି ପାଇପ ମିସ୍ତ୍ରି ପ୍ରସଙ୍ଗରେ ଆଗୁଆ। ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତ। ଦି’ ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ...

ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା...

ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍‌ ଜାରି

ଗଞ୍ଜାମ,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍‌ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍‌ ପାଇବା ପରେ...

ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ...

ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…

ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ...

ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ୩ ରଥ

ପୁରୀ ଅଫିସ,୩୦।୬: ଆଉ ଗୋଟିଏ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା। ଭାଇ ଭଉଣୀଙ୍କୁ ଧରି ଗୁଣ୍ଡିଚାବାଡ଼ି ଯିବେ ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଶୁକ୍ରବାର ହେଉଛି ଆଦ୍ୟପର୍ବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯାୟରେ ପହଞ୍ଚିଥିବା ବେଳେ ଗୁରୁବାର ରଥଖଳାକୁ ବିଜେ...

ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା

ମୋରଡ଼ା,୩୦।୬ (ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ବୁଧବାର ରାତିରେ ଏକ ଦନ୍ତା ରାସଗୋବିନ୍ଦପୁର ରେଞ୍ଜ...

୧୭ ଜିଲାରେ କରୋନା: ଚିହ୍ନଟ ହେଲେ ୧୫୫ ସଂକ୍ରମିତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୪ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ...

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ...

୭ ଯୋଡ଼ା ଟ୍ରେନ୍‌ର ପୁନଃ ପ୍ରଚଳନ

ଭୁବନେଶ୍ୱର,୩୦।୬: ଲକ୍‌ଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍‌ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥର ୪ ଯୋଡ଼ା ଟ୍ରେନ୍‌ ପୁନଃ ପ୍ରଚଳନ କରିବାକୁ ଘୋଷଣା କରିଥିଲେ। ଉପରୋକ୍ତ ବିଷୟକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri