ରାଜ୍ୟ

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ୍ବାରି ଦିନ ୧୦ରୁ ୧ଟା ମଧ୍ୟରେ ଏହା ପାଳନ କରାଯାଇଛି। ପ୍ରଦେଶ...

ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ସହରର ଉନ୍ନତୀକରଣରେ ନିୟୋଜିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା।...

ଗର୍ଭବତୀଙ୍କ ଜୀବନ ବଞ୍ଚାଇଥିବା ଆଶାକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ମୋରଡ଼ା,୨୮।୬ (ଡି.ଏନ.ଏ.):ରକ୍ତଦାନ କରି ଜଣେ ଗର୍ଭବତୀଙ୍କ ଜୀବନ ବଞ୍ଚାଇଛନ୍ତି ଆଶାକର୍ମୀ। ଏଭଳି ମାନବିକତାର ପରିଚୟ ଦେଇଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତ ମୋହନପୁର ଗ୍ରାମର ଆଶାକର୍ମୀ ଧାନୀ ମୁର୍ମୁ। ତାଙ୍କର ଏପରି ମହାନତା ପାଇଁ ମୁଖ୍ୟମନ୍ତ୍ରୀ...

୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି।...

ଏମ୍‌କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍‌ ବୃଦ୍ଧି

ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍‌ଏମ୍‌ସି)ର ଜଣିକିଆ ପ୍ରତିନିଧି ଏମ୍‌କେସିଜି ପରିଦର୍ଶନ କରିଛନ୍ତି। ବର୍ତ୍ତମାନ ଶିଶୁ ବିଭାଗରେ ୮ ପିଜି ସିଟ ରହିଥିବା...

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ...

ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ବିଦେଶୀ ନିବେଶକଙ୍କ ସହ ସେଠାରେ ସିଧାସଳଖ ଆଲୋଚନା କରିବେ। ଖାଦ୍ୟ ପ୍ରକ୍ରିୟାକରଣରୁ ଡାଉନ୍‌ଷ୍ଟ୍ରିମ୍‌...

ଗିରଫ ହେବେ ରେଞ୍ଜର, ଫରେଷ୍ଟର

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ବନ ବିଭାଗକୁ ପଡ଼ିଛି ଶନି ଦଶା। ଆଠଗଡ଼ ପରେ ଅନୁଗୋଳ ସାତକୋଶିଆ ବନଖଣ୍ଡରେ ହାତୀ ମଡ଼କ ଦେଖାଯାଇଛି। ସାତକୋଶିଆ ବନଖଣ୍ଡର ସଂଲଗ୍ନ ନରସିଂହପୁର ଜିଲିଣ୍ଡା ବନାଞ୍ଚଳରେ ୧୪ମାସ ତଳେ ୨୦ ବର୍ଷର ଦନ୍ତା ହାତୀକୁ ମାରି ଲୁଟେରାମାନେ ଦାନ୍ତ...

ହାତୀ କବରସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ଆଠଗଡ଼ ବନଖଣ୍ଡ ଏବେ ହାତୀଙ୍କ କବରସ୍ଥଳ ପାଲଟିଛି। ତଦନ୍ତ ଯେତେ ଆଗଉଛି ଗୋଟିଏ ପରେ ଗୋଟିଏ ହାତୀ କଙ୍କାଳ ମାଟି ତଳୁ ମିଳୁଛି। ଇତିମଧ୍ୟରେ ମାସକ ଭିତରେ ୪ ହାତୀ କଙ୍କାଳ ଜବତ ହୋଇଛି। ପୂର୍ବରୁ ବଡ଼ମ୍ବା ରେଞ୍ଜରେ...

ଜୁଲାଇ ୩୧ ଯାଏ ରାଜ୍ୟ ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ ଧର୍ମଘଟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ ମାଲିକ ସଙ୍ଘ। ରଥଯାତ୍ରାକୁ ଦୃଷ୍ଟିରେ ରଖି ବସ୍‌ ଧର୍ମଘଟ ସ୍ଥଗିତ ରଖାଯାଇଛି। ଜୁଲାଇ ସୁଦ୍ଧା...

ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି

ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ...

ମୃତ୍ୟୁ ପୂର୍ବରୁ କାହିଁକି ଯାଇଥିଲେ ମଞ୍ଚେଶ୍ୱର ଥାନା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଅଭିନେତା ରାଇମୋହନଙ୍କ ମୃତ୍ୟୁ ଘଟଣାକୁ ନେଇ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ଯାହା ଘଟଣାକୁ ଅଧିକ ରହସ୍ୟମୟ କରିଦେଉଛି। ଆତ୍ମହତ୍ୟା ପୂର୍ବରୁ ରାଇମୋହନ ମଞ୍ଚେଶ୍ୱର ଥାନାକୁ ଯାଇଥିଲେ। ହେଲେ ସେ କାହିଁକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri