ରାଜ୍ୟ

ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି

ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ...

ମୃତ୍ୟୁ ପୂର୍ବରୁ କାହିଁକି ଯାଇଥିଲେ ମଞ୍ଚେଶ୍ୱର ଥାନା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଅଭିନେତା ରାଇମୋହନଙ୍କ ମୃତ୍ୟୁ ଘଟଣାକୁ ନେଇ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ଯାହା ଘଟଣାକୁ ଅଧିକ ରହସ୍ୟମୟ କରିଦେଉଛି। ଆତ୍ମହତ୍ୟା ପୂର୍ବରୁ ରାଇମୋହନ ମଞ୍ଚେଶ୍ୱର ଥାନାକୁ ଯାଇଥିଲେ। ହେଲେ ସେ କାହିଁକି...

ନବୀନଙ୍କ ବିଦେଶ ଗସ୍ତକୁ ନେଇ ଭାଜପାର ସମାଲୋଚନା

ଭୁବନେଶ୍ୱର,୨୭।୬(ବ୍ୟୁରୋ):ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋମ ଗସ୍ତକୁ ନେଇ ଭାଜପା ସମାଲୋଚନା କରିଛି। କେଉଁ ପଇସାରେ ସେ ବିଦେଶ ଗସ୍ତ କରଛନ୍ତି ? ଯଦି ସରକାରୀ ପଇସାରେ ଯାଇଛନ୍ତି, ତେବେ କଣ ଉପଲବ୍ଧି କଲେ ବୋଲି ଭାଜପା ବିଧାୟକ ଜୟନାରାୟଣ ମିଶ୍ର...

ରାଇମୋହନଙ୍କ ମୋବାଇଲରୁୁ ମିଳିବ କି କିଛି ତଥ୍ୟ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଅଭିନେତା ରାଇମୋହନ ପରିଡାଙ୍କ ମୃତ୍ୟୁକୁ ୪ ଦିନ ବିତିଥିଲା ବେଳେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି । ଏହି ଘଟଣାରେ ପୋଲିସ ତାଙ୍କ ପରିବାର, ସାଙ୍ଗସାଥୀଙ୍କୁ ପଚରାଉଚରା କରୁଛି। ରାଉମୋହନଙ୍କ ବ୍ୟବହାର କେମିତି ଥିଲା, ସେ ମାନସିକ ଚାପରେ...

ରାଜ୍ୟରେ ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ୭୯ ହଜାର ୭୪୫ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ...

ଦୁବାଇ ବିଜନେସ ମିଟ୍‌ରେ ଯୋଗ ଦେବେ ଓଡ଼ିଶାର ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶାର ୨ ନେତା ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ ମିଟ୍‌ରେ ଯୋଗ ଦେବେ । ଖାଦ୍ୟଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ବିଧାୟକ ଦେବୀ ମିଶ୍ର ପୂର୍ବରୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ...

ବୁଧବାର ବସିବ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଆଲୋଚନା କରିବ ଭାଜପା। ଏ ନେଇ ଭାଜପା ରାଜ୍ୟ...

ରଥଯାତ୍ରା ପ୍ରସ୍ତୁତି: ମୁତୟନ ହେବେ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୨୭।୬: ରଥଯାତ୍ରାକୁ ନେଇ ପୁରୀରେ ସୋମବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ଡିଜିପି...

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ...

ଆଶାବାଡ଼ି ଭରସାରେ ବିଚିତ୍ର

ରାଜକନିକା,୨୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ କଇଥାପାଳ ଗାଁ ର ବିଚିତ୍ର ଜେନା(୩୫) କିଛିବର୍ଷ ହେବ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଆଶାବାଡ଼ିକୁ ଭରସା କରି ତାଙ୍କ ଦିନ କଟୁଛି। ଆର୍ଥିକ ଅନଟନ ଯୋଗୁ ତାଙ୍କୁ ଉପଯୁକ୍ତ...

ବାଇକ୍‌ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍‌ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ ବାଇକ୍‌ ହୁତୁହୁତୁ ହୋଇ ଜଳିଯାଇଥିଲା । ଘଟଣାସ୍ଥଳରେ ହିଁ ଜଳି ଯାଇଥିଲେ ଜଣେ...

‘ରଥଯାତ୍ରା ବେଳେ ପୁରୀରେ ମାସ୍କ ବାଧ୍ୟତାମୂଳକ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଉ କିଛିଦିନ ପରେ ପୁରୀରେ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ୨ ବର୍ଷ ପରେ ଚଳିତବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ରଥ ଟାଣିବାର ସୁଯୋଗ ପାଇବେ। ତେବେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କରୋନା କଟକଣାକୁ କଡ଼ାକଡ଼ି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri