ରାଜ୍ୟ

ନୂଆ ଶ୍ରମ ଆଇନକୁ ବିରୋଧ

ଭୁବନେଶ୍ୱର(ବ୍ୟୁରୋ)/ ନୂଆଦିଲ୍ଲୀ, ୨୫।୬: ଦେଶରେ ଆସନ୍ତା ୧ ତାରିଖରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯଦି ନୂଆ ଶ୍ରମ ଆଇନ ଲାଗୁ ହୁଏ, ତା’ହେଲେ ଶ୍ରମିକମାନେ ବ୍ୟାପକ କ୍ଷତି ସହିବେ ବୋଲି ସଙ୍ଗଠନଗୁଡିକ ପକ୍ଷରୁ ଆଶଙ୍କା କରାଯାଉଛି। ମୁଖ୍ୟତଃ ଏହି ଆଇନ...

ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର ପ୍ରଶଂସା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍‌ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ, ମହିଳାଙ୍କ ଜୀବନଜୀବିକା, ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମକୁ କିଭଳି ସୁଦୃଢ଼ କରାଯାଇପାରିଛି, ସେ ସମ୍ପର୍କରେ...

ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି।...

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଭାଜପା-କଂଗ୍ରେସ ବାକ୍‌ଯୁଦ୍ଧ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏହାକୁ ସମର୍ଥନ କରିସାରିଛି। ହେଲେ କଂଗ୍ରେସ କିନ୍ତୁ...

ନବୀନଙ୍କୁ ଧନ୍ୟବାଦ ଦେଲେ ନଡ୍ଡା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନିଃସର୍ତ୍ତ ସମର୍ଥନ କରିବା ବିଜେଡିର ରାଜନୈତିକ ସମୀକରଣକୁ ବଦଳାଇ ଦେଇଛି। ଭାଜପା ଓ କଂଗ୍ରେସ ସହ ସମଦୂରତ୍ୱ ରକ୍ଷା କରୁଥିବା ବିଜେଡି ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିଛି। ଓଡ଼ିଶାର ଝିଅଙ୍କୁ ସବୁ...

ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଉଚ୍ଛେଦ ଆରମ୍ଭ

ସାକ୍ଷୀଗୋପାଳ, ୨୫।୬(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ବକୁଳବନରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା କରାଯାଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଶୁକ୍ରବାର ସତ୍ୟବାଦୀ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସେହି ଅନୁସାରେ ଉକ୍ତ ଜମିରୁ...

ତିନି ରଥରେ ଲାଗିଲା ଦୁଆର ବେଢ଼ା

ପୁରୀ ଅଫିସ ୨୫ା୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ରଥଖଳାରେ ରଥର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ତିନିରଥର ବେଦୀ ସିଂହାସନ ସମେତ ବେଦୀ ଚତୁଃପାଶର୍‌ବରେ ପଟା ପଡ଼ିବା ସମ୍ପୂର୍ଣ୍ଣ ହୋଇଛି। ତିନିରଥର ୧୨ଟି ଦୁଆରବେଢ଼ା...

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଦୌରାତ୍ମ୍ୟ ସୀମା ଟପିଛି। ଶୁକ୍ରବାର ଅପରାହ୍ନରେ ୫ ଗାଡିରେ ୧୦ରୁ ଅଧିକ ଅଣଛାତ୍ର ପହଞ୍ଚତ୍ ଖଣ୍ଡା ଓ ଭୁଜାଲି ବୁଲାଇ ଆତଙ୍କ ଖେଳାଇଛନ୍ତି। ଭୟରେ ଛାତ୍ରୀଛାତ୍ର ଦୌଡ଼ି ଜୀବନ ବଞ୍ଚାଇଥିବାବେଳେ ଯେଉଁମାନେ ପ୍ରତିବାଦ କରିଛନ୍ତି...

୨୭ରେ ଘଟଣାସ୍ଥଳ ଯିବ ଏସ୍‌ଆଇଟି

ଭୁବନେଶ୍ୱର,୨୫।୬(ବ୍ୟୁରୋ): କଟକ ଜିଲା ଆଠଗଡ଼ ବନଖଣ୍ଡରୁ ଉଦ୍ଧାର ହୋଇଥିବା ଦୁଇଟି ହାତୀ କଙ୍କାଳ ଘଟଣାରେ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ମାସକ ଭିତରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମିଳିଥିବା ସୂଚନାନୁସାରେ,...

ସୁସ୍ଥ ହେଲେ ମହାପ୍ରଭୁ

ପୁରୀ ଅଫିସ, ୨୫ା୬: ଆଷାଢ଼ କୃଷ୍ଣପକ୍ଷ ଏକାଦଶୀ ବା ଖଳିଲାଗି ଏକାଦଶୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖଳିଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁ ଶ୍ରୀଅଙ୍ଗରେ ଖଳି ଲାଗି ହୋଇଛନ୍ତି। ସେହିପରି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇ ଦଶମୀ ତିଥିରେ...

ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା

ପୁରୀ ଅଫିସ,୨୫।୬: ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଉପଜିଲାପାଳ ଭବତାରଣ ସାହୁ ଏବଂ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା ଗଣମାଧ୍ୟମ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ...

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଦିଆଯାଇଛି ଯେ, ଏପ୍ରିଲ୍‌ ୧୯ରେ ଅନୁଷ୍ଠିତ ବିଧାନସଭାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri