ରାଜ୍ୟ

ରାଜପଥ ସଂଯୋଗୀକରଣ ରାସ୍ତାକୁ ଅଣଦେଖା

ରସୁଲପୁର,୨୪ା୬(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୧୬ନଂ. ଜାତୀୟ ରାଜପଥର ବିଲିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ରାସ୍ତା ମରାମତି କରାଯାଉ ନ ଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଗାଁରୁ ରାଜପଥକୁ ଯିବା ପାଇଁ ଉକ୍ତ...

ବିଦ୍ୟାଳୟ ରୂପାନ୍ତରଣରେ ଅନିୟମିତତା

ଚଣ୍ଡିଖୋଲ,୨୪ା୬ (ଡିଏନଏ): ବଡଚଣା ବ୍ଲକରେ ୫-ଟି ଯୋଜନାରେ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଯୁବ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏ ନେଇ ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ସୁଦୀପ ସାମଲ ଗୁରୁବାର ଏକ...

ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍‌ଓ

ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟରୁ ଦନ୍ତାକୁ ଗୁଳିକରି ଶିକାର କରାଯାଇଥିବା ସ୍ପଷ୍ଟ ହୋଇଛି।...

ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ସ୍କୁଲ ବସ୍‌ ଜବତ

ଆନନ୍ଦପୁର,୨୪।୬(ସ୍ବ.ପ୍ର.): କ୍ଷମତାଠାରୁ ଅଧିକ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଦୁଇଟି ସ୍କୁଲ ବସ୍‌କୁ ଘସିପୁରା ପୋଲିସ ଜବତ କରିଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ମନ୍ତ୍ରୀ ଦାଶଙ୍କ କେନ୍ଦୁଝର ଜିଲା...

ଭୁବନେଶ୍ୱରରୁ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭୁବନେଶ୍ୱରରୁ ଜଣେ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜୟପୁର ଅଞ୍ଚଳର ସ୍ବିଟି ରଏ (୨୦)। ସେ ଖଣ୍ଡଗିରିସ୍ଥିତ ଉତ୍କଳ ଏରୋସ୍ପେଶ୍‌ ଆଣ୍ଡ୍‌ ଇଞ୍ଜିନିୟରିଂ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ। ସ୍ବିଟି...

ଓଡ଼ିଶା ପାଇବ ଏମ୍‌ଏସ୍‌ଏମ୍‌ଇ-୨୦୨୨ ପୁରସ୍କାର

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭାରତ ସରକାର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ପାଇଁ ଉତ୍ପାଦନ ଉଦ୍ୟୋଗ, ସେବା ଉଦ୍ୟୋଗ, ସ୍ବତନ୍ତ୍ର ଉଦ୍ୟୋଗ ଏବଂ ପ୍ରତିଷ୍ଠାନ ସହାୟତା କ୍ଷେତ୍ର ଭଳି ସର୍ବମୋଟ ୪୪ଟି କ୍ଷେତ୍ରକୁ ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ଏଥିରେ ଓଡ଼ିଶା ଜାତୀୟ...

ଆଜି ନାମାଙ୍କନ କରିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ):ଏନ୍‌ଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଦାଖଲ କରିବେ। ଗୁରୁବାର ବିଜେଡିର ୨ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ନାମାଙ୍କନ ପତ୍ରରେ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି। ଶୁକ୍ରବାର ନାମାଙ୍କନପତ୍ର...

ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳି ବିନିମୟରେ କେହି ମୃତାହତ ହୋଇନାହାନ୍ତି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜି...

ଦିଲ୍ଲୀ ଗଲେ ୮ ଭାଜପା ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ସେଥିରେ ଯୋଗ ଦେବାକୁ ୮ଜଣ ଭାଜପା ବିଧାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ସମସ୍ତ ବିଧାୟକମାନେ ଦ୍ରୌପଦୀଙ୍କ ନାମାଙ୍କନପତ୍ର ଦାଖଲ କରିବା ସମୟରେ ଉପସ୍ଥିତ ରହିବେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨ ଲକ୍ଷ ୭୯ ହଜାର ୫୫୯ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର...

ସମ୍ବଲପୁର ହାତୀ ମୃତ୍ୟୁର ଫର୍ଦ୍ଦଫାଶ କଲେ ଡିଏଫ୍‌ଓ

ସମ୍ବଲପୁର,୨୩।୬(ବ୍ୟୁରୋ): ସମ୍ବଲପୁର ସାପଲହରା ଦନ୍ତାହାତୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଡିଏଫ୍‌ଓ ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାକ୍ରମ ବର୍ଣ୍ଣନା କରିଛନ୍ତି। ଡିଏଫଓଙ୍କ କହିବା ଅନୁଯାୟୀ, ବ୍ୟବଚ୍ଛେଦ ବେଳେ ହାତୀ ଦେହରୁ ଗୋଟିଏ ଗୁଳି ମିଳିଛି। ଏ ନେଇ ଏକ ମାମଲା ରୁଜୁ...

ଦ୍ରୌପଦୀଙ୍କୁ ସମର୍ଥନ କରିବନି କଂଗ୍ରେସ: ନରସିଂହ

ଭୁବନେଶ୍ୱର,୨୩।୬(ବ୍ୟୁରୋ):ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବନି କଂଗ୍ରେସ। ଏଭଳି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଛନ୍ତି, ‘ଦ୍ରୌପଦୀ ମୁର୍ମୁ ଜଣେ ଭଲ ମଣିଷ। ମୁଁ ତାଙ୍କୁ ବ୍ୟକ୍ତଗତ ଭାବେ ଜାଣେ, ଆମର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri