ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଭୁଲ୍‌ ତଥ୍ୟ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା

କର୍ଲାମୁଣ୍ଡା,୨୩ା୬(ଡି.ଏନ୍‌.ଏ.): ବାସହୀନଙ୍କ ପାଇଁ ଘର ଯୋଗାଇବା ଉଦ୍ଦେଶ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଥିଲେ ହେଁ ସରକାରୀ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଯୋଗ୍ୟ ହିତାଧିକାରୀମାନଙ୍କ ପାଇଁ ଯୋଜନା ସାତସପନ ପାଲଟିଛି। ଏଭଳି ଏକ ଘଟଣା କଳାହାଣ୍ଡି...

ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍‌ ମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ...

ଦିଲ୍ଲୀରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ। ଦ୍ରୌପଦୀ ଗୁରୁବାର ସକାଳେ...

ଗୁରୁବାର ଦିଲ୍ଲୀ ଯିବେ ଭାଜପାର ୧୦ ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟ ଭାଜପାର ୧୦ ଜଣ ବିଧାୟକ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ସାରେ ଦିଲ୍ଲୀ ଗସ୍ତ କରିବା ନେଇ ସୂଚନା ମିଳିଛି। ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ କରିବା ବେଳେ ସମ୍ପୃକ୍ତ ବିଧାୟକମାନେ ସେଠାରେ...

ବଦଳି କରିଦେବାକୁ କହି ଠକି ନେଲେ ୩୪ ଲକ୍ଷ ଟଙ୍କା

ପଦ୍ମପୁର,୨୩ା୬(ଡି.ଏନ୍‌.ଏ.): ବଦଳି କରି ଦେବାକୁ କହି ଦୁର୍ବୃତ୍ତ ଠକି ନେଇଛନ୍ତି ୩୪ ଲକ୍ଷ ଟଙ୍କା। ତେବେ ଅଭିଯୁକ୍ତଙ୍କ ଠାରୁ ଏକ କାର୍‌,୫ ଲକ୍ଷ ଟଙ୍କାର ସୁନାଗହଣା ଏବଂ ୪୦ ହଜାର ଟଙ୍କା ଜବତ ହୋଇଛି। ଭଦ୍ରକ ସଦର ବ୍ଲକ ଅଧୀନ...

ନବୀନଙ୍କ ସହ କଥା ହେଲେ ନଡ୍ଡା

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ ନେଇ ନଡ୍ଡା ନବୀନଙ୍କ ସହ କଥା ହୋଇଛନ୍ତି। ନାମାଙ୍କନପତ୍ରରେ ପ୍ରସ୍ତାବକ ରହିବେ...

ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍‌

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍‌ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନାରେ ହାଜର ହେବାକୁ ନୋଟିସ୍‌ କରାଯାଇଛି। ତଦନ୍ତରେ ସହଯୋଗ କରିବାକୁ ପୋଲିସ ପକ୍ଷରୁ...

ଅଲାରନାଥଙ୍କ ପୀଠରେ ବଢୁଛି ଖିରି ଚାହିଦା

ବ୍ରହ୍ମଗିରି,୨୩ା ୬ (ଡି.ଏନ୍‌.ଏ.): ମହାପ୍ରଭୁ ଜ୍ୱରରେ ପଡ଼ିଥିବା ବେଳେ ଅଣସରରେ ଠାକୁର ଭକ୍ତଙ୍କୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ଭାବେ ଦର୍ଶନ ଦିଅନ୍ତି। ଏହି ସମୟରେ ମହାପ୍ରଭୁ ଅଲାରନାଥ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଥାଏ। ଏଥିସହ ଏଠାରେ...

‘ମୋ ବସ୍‌’ ସେବାକୁ ଜାତିସଂଘ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳରେ ସାଧାରଣ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିବା ‘ମୋ ବସ୍‌’କୁ ବୁଧବାର ସମ୍ମାନଜନକ ଜାତିସଂଘ ପୁରସ୍କାର ମିଳିଛି। କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ମହାମାରୀ ସମୟରେ ବିଶ୍ୱ ସମୁଦାୟକୁ...

ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ ୧୯୭୪ରେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରୁ ଆସି ଭୁବନେଶ୍ବର ୟୁନିଟ-୨ସ୍ଥିତ ରାଜଧାନୀ ବାଳିକା...

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି।...

ଗଜା ମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୩ା୬: ଓଡ଼ିଶାକୁ ଗତ ୪ ଦିନ ପୂର୍ବରୁ ମୌସୁମୀ ପ୍ରବାହ ଆରମ୍ଭ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। ତେବେ କେନ୍ଦ୍ରାପଡ଼ା ଜିଲାର ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା ହୋଇନାହିଁ। ଆଗାମୀ ଦିନରେ ଲଗାତର ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri