ରାଜ୍ୟ

ବର୍ଷା ଜଳ ପରିଚାଳନା ଉଦ୍‌ବେଗଜନକ

ଯାଜପୁର ଅଫିସ,୨୩ା୬: ଯାଜପୁର ଜିଲା ସୁକିନ୍ଦାର ବିଭିନ୍ନ ଖଣି ପରିସରରୁ ବୋହି ଯାଉଥିବା ବର୍ଷା ପାଣି ପରିଚାଳନା ବାଧାପ୍ରାପ୍ତ ହୋଇଛି। ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ(ଆଇବିଏମ୍‌)ର ପରାମର୍ଶ ଉପରେ ମଧ୍ୟ ଏହି ଖଣି କମ୍ପାନୀ କର୍ତ୍ତୃପକ୍ଷ ଗୁରୁତ୍ୱ ପ୍ରଦାନ କରିନାହାନ୍ତି।...

ଅଗଷ୍ଟ ୨୧ରେ ଏଏସ୍‌ଓ ଲିଖିତ ପରୀକ୍ଷା

କଟକ ଅଫିସ,୨୩ା୬- ଆସନ୍ତା ଅଗଷ୍ଟ ୨୧ ତାରିଖରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩୦ଟି ଜିଲା ଓ ୩ଟି ସବ୍‌ଡିଭିଜନରେ ଏହି...

ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ...

ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା

କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୯୯ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

ବନ୍ତଳା,୨୨ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ପଞ୍ଚାୟତ ଗୋପାଳପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ଚାଷୀ ଜଣଙ୍କ ହେଲେ ଗ୍ରାମର ଗନ୍ଧର୍ବ ବେହେରା(୫୭)। ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିବା...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ...

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା, ଗେଟ୍‌ ବାହାରେ ବସି ରହିଲେ କୁନିକୁନି ପିଲା

ହିଞ୍ଜିଳିକାଟୁ,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ. ୧୫ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଧବାର ସକାଳୁ ଠିକ୍‌ ସମୟରେ ଖୋଲି ନ ଥିବା ବେଳେ ଗେଟ୍‌ ବାହାରେ ଶିଶୁମାନେ ଅପେକ୍ଷା କରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।...

ଗୋଡ଼େଇ ଗୋଡ଼େଇ ଲୋକଙ୍କୁ କାମୁଡୁଛି କୁକୁର: ଅନେକ ଗୁରୁତର

ବାଲିଗୁଡ଼ା,୨୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ବୁଧବାର ଏକ ପାଗଳ କୁକୁର କାମୁଡ଼ାରେ ୫ ଜଣ ଆହତ ହୋଇଛନ୍ତି । କଲୋନୀସାହି ଗାଁର ମିରୋଜ କୁମାର ସିଂ (୩୨ବର୍ଷ) ସକାଳୁ...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।...

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍‌, ଚାଲିଗଲା ଜୀବନ

ନିଶ୍ଚିନ୍ତକୋଇଲି,୨୨ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ ସମ୍ମୁଖରେ ଏକ ବାଲି ବୋଝେଇ ଟ୍ରକ୍‌ ପିଟି...

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri