ରାଜ୍ୟ

ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି । ଏହାସହ ଡିସିପି କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସର ଏକ ଟିମ ଯାଇ...

ଆରଟିଆଇ ପରିସରକୁ ଆସିବ ଭିଜିଲାନ୍ସ

କଟକ ଅଫିସ,୨୦।୬: ସୂଚନା ଅଧିକାର ଆଇନ୍‌ ପରିସରକୁ ଆସିବ ଭିଜିଲାନ୍ସ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଦୁର୍ନୀତି ଓ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲ ହାଇକୋର୍ଟ କହିଛନ୍ତି। ସରକାରୀ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ...

ହାତୀ କଙ୍କାଳ ମିଳିବା ମାମଲା: ଫରେଷ୍ଟ ଗାର୍ଡ ନିଲମ୍ବିତ

ଆଠଗଡ଼,୨୦।୬(ଡି.ଏନ୍‌.ଏ.): ଆଠଗଡ଼ ବନ ବିଭାଗ ପକ୍ଷରୁ ଗତ ୧୪ ତାରିଖରେ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ସୋମବାର ଚାକିରିରୁ ନିଲମ୍ବିତ କରାଯାଇଛି। ଏଥିସହ ବନ ବିଭାଗ ତାଙ୍କୁ ଗିରଫ କରି କୋର୍ଟ...

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ବର,୨୦।୫(ବ୍ୟୁରୋ): ଆସନ୍ତା ଜୁନ୍‌ ୨୭ତାରିଖରୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୨ ତାରିଖ ଆବେଦନର ଶେଷ ତାରିଖ ରହିଛି ।...

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୬ରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର...

ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା

ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି ଫାର୍ମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଯିବାରୁ ଏହି ଅଘଟଣ ଘଟିଛି। ତେବେ ଫାର୍ମର ୨...

ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୦।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, କୋଭିଡ୍‌ର ଏବେ ଭୟଙ୍କର ସ୍ଥିତି ନାହିଁ। ନିଜର ସୁରକ୍ଷା ନିଜେ ନିଅନ୍ତୁ। ଭିଡ ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ । ଟିକା...

ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ

ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ ମାସରେ କେନ୍ଦ୍ର ସରକାର ଲୁହାପଥର ରପ୍ତାନି ଉପରେ ୪୯% ଏବଂ ଲୁହାପଥର ଗୁଣ୍ଡ...

ରାଜ୍ୟରୁ ୧୨୨ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୨୦।୬ (ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ମାଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ...

ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ

ଛତ୍ରପୁର,୨୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି। ସେ ୨୦୧୬ ଆଇଏଏସ୍‌ ବ୍ୟାଚର ଏବଂ ଏହା ପୂର୍ବରୁ ସେ ସମ୍ବଲପୁରର...

ଯୁବକଙ୍କ ପ୍ରାଣ ନେଲା ହାତୀ

ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଦୀଗାରିଶୋଳ ଗ୍ରାମର ବୁଧିଆ ମୁଣ୍ଡା (୩୮)। ଗାଁ ଦୋକାନରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri