ରାଜ୍ୟ

ରାଜନୈତିକ ଛକାପଞ୍ଝା ଜୋର ଧରିଲା

ଡେରାବିଶ, ୧୯।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ସମବାୟ ସମିତିର ପରିଚାଳନା ନିର୍ଦ୍ଦେଶକ ପଦବୀ ପାଇଁ ରବିବାର ଅର୍ଥାତ୍‌ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ନିର୍ବାଚନରେ ବ୍ଲକ ଅଧୀନରେ ଥିବା ୧୦ଟି ସମବାୟ ସମିତି ମଧ୍ୟରୁ ୬ଟିରେ...

ବାତ୍ୟା ମୁକାବିଲା ପାଇଁ ଟେବୁଲ ଟପ୍‌ ଏକ୍ସରସାଇଜ୍‌

ଜଗତ୍‌ସିଂହପୁର ଅଫିସ,୧୯।୬: ଜଗତ୍‌ସିଂହପୁର ଏକ ବାତ୍ୟା, ବନ୍ୟା ପ୍ରବଣ ଜିଲା। ବର୍ଷା ଋତୁ ଆସିଲେ ଜିଲାର ବିଶେଷକରି ସମୁଦ୍ର ନିକଟବର୍ତ୍ତୀ ଗ୍ରାମଗୁଡିକରେ ଅତୀତର ସ୍ମୃତି ମନେପଡେ। ୧୯୯୯ ମହାବାତ୍ୟାରେ ଜିଲାର ବହୁ କ୍ଷତି ହୋଇଥିଲା। ବହୁ ଲୋକଙ୍କ ମୃତ୍ୟୁ ସାଙ୍ଗକୁ...

ଆଜି ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରାଥମିକ ସମବାୟ ସମିତି(ପ୍ୟାକ୍ସ)ର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ମୋଟ ୩,୨୫୨ ପ୍ରାଥମିକ ସମବାୟ ସମିତିରୁ ୨,୫୨୧ ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି। ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ନିର୍ବାଚନ...

ରାଜ୍ୟ, କେନ୍ଦ୍ର ସରକାର ସବୁକ୍ଷେତ୍ରରେ ବିଫଳ: କଂଗ୍ରେସ

ଅମରପାଲି, ୧୯।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା କଂଗ୍ରେସ ତରଫରୁ ନବସଂକଳ୍ପ ଶିବିରର ଜିଲାସ୍ତରୀୟ କର୍ମଶାଳା ଶନିବାର ବୀରମହାରାଜପୁର କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବୀରମହାରାଜପୁର ବ୍ଲକ କଂଗ୍ରେସ କମିଟି ସଭାପତି ବସନ୍ତ ମହାକୁଡ଼ ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଶିବିରରେ ଜିଲାର...

ରାଜ୍ୟପାଳଙ୍କୁ ଓପିଏସ୍‌ସିର ବାର୍ଷିକ ରିପୋର୍ଟ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଶନିବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରି ୨୦୨୧-୨୨ର ବାର୍ଷିକ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ସେ ଓପିଏସ୍‌ସିର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟପାଳଙ୍କୁ...

ବିପଦରେ ୪୮ ସ୍ଥାନର ବାସିନ୍ଦା

ଯାଜପୁର ଅଫିସ,୧୯।୬: ପାନୀୟ ଜଳ ପାଇଁ ଉଦ୍ଦିଷ୍ଟ ‘ଆଇଏସ୍‌: ୧୦୫୦୦-୨୦୧୨’ ମାପଦଣ୍ଡ ଅନୁଯାୟୀ ରାଜ୍ୟର ୨୫ ଜିଲାର ୪୮ ସ୍ଥାନର ଭୂତଳ ଜଳ ବ୍ୟବହାର ଅନୁପଯୋଗୀ। ଏହିସବୁ ସ୍ଥାନର ଭୂତଳ ଜଳରେ ପୋଟେନ୍‌ସିଆଲ ଅଫ୍‌ ହାଇଡ୍ରୋଜେନ(ପିଏଚ୍‌), ନାଇଟ୍ରେଟ୍‌, ଫ୍ଲୋରାଇଡ, ଆଇରନ୍‌,...

ତିର୍ତ୍ତୋଲ ବିଧାୟକଙ୍କ ନାଁରେ ଏତଲା ଦେଲେ ସୋମାଲିକା

ଜଗତ୍‌ସିଂହପୁର ଅଫିସ,୧୯।୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା ଦାଶ (୨୯)ଙ୍କ ବିବାହ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି।...

ଟଙ୍କା ନ ଦେଇ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବାତ୍ୟା ଉପକୂଳ ଅଞ୍ଚଳକୁ ଛାରଖାର କରିଦେଉଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ...

ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୧୯।୬: ଚିଲିକାରୁ ମାଛ ଧରି କୂଳକୁ ଫେରୁଥିବା ଏକ ଡଙ୍ଗା ଶନିବାର କାଳବୈଶାଖୀ ଯୋଗୁ ବୁଡ଼ିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କାର ମାଛ ଓ ଜାଲ ପାଣିରେ ଭାସିଯାଇଥିବା ବେଳେ ମତ୍ସ୍ୟଜୀବୀମାନେ ପହଁରି ନିଜ ଜୀବନ ବଞ୍ଚାଇଛନ୍ତି। ସୂଚନା ଅନୁଯାୟୀ,...

ବିବାହ ଭୋଜି ଖାଇବାକୁ ଯାଉଥିବା ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ୫୨ ଆହତ, ୧୮ ଗୁରୁତର

ଦାରିଙ୍ଗବାଡ଼ି,୧୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପାଙ୍ଗାଲୀ ଗ୍ରାମ ନିକଟ ଶିଝିଗାଣ୍ଡା ଘାଟିରେ ବିବାହ ଭୋଜି ଖାଇବା ପାଇଁ ଯାଉଥିବା ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୫୨ଜଣ ଆହତ ହୋଇଥିବା ବେଳେ ୧୮ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ,...

ବଜ୍ରପାତରେ ୧୬ ଛେଳିଙ୍କ ଜୀବନ ଗଲା

କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତଳ ଚମ୍ପେଇ ପଞ୍ଚାୟତର ସାରକୁଦର ଗାଁରେ ଶନିବାର ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ ବଜ୍ରପାତରେ ୧୬ ଛେଳିଙ୍କ ମୃତ୍ୟୁ ଘଟିଛି। ଛେଳିମାନେ ପାଖ ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌...

୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍‌ ସମ୍ବେଦନଶୀଳ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri