ରାଜ୍ୟ

ଅଧିକାରୀ କରୁଛନ୍ତି ପକ୍ଷପାତିତା

ଭୁବନ, ୧୮।୬(ଡି.ଏନ୍‌.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଏହାକୁ ନେଇ ଚାପା ଉତ୍ତେଜନା ଦେଖାଦେଇଥିଲା। ବିଡିଓ ଆଶୀର୍ବାଦ ବେହେରା ଅଭିଯୋଗର ଅନୁଧ୍ୟାନ...

ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯିବେ। ସେଠାରୁ ୨୦ତାରିଖ ୪ଟା ୧୫ ମିନିଟରେ ଇଟାଲୀର ରୋମ ଅଭିମୁଖେ ଗସ୍ତ କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ବିଦେଶ...

ବସିବ ରଥଯାତ୍ରା ପ୍ରସ୍ତୁତି ସମନ୍ବୟ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିବେ। ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ...

ଜଗାର ସ୍ବାସ୍ଥ୍ୟ ପରୀକ୍ଷା କରିବେ ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍‌

କଟକ ଅଫିସ, ୧୮।୬: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଜଗାକୁ କଟକ ବଡ଼ ମେଡିକାଲ(ଏସସିବି)ରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର କାଜୁଆଲିଟି ଟ୍ରମା କେୟାର ୟୁନିଟର ସ୍ବତନ୍ତ୍ର ପ୍ରକୋଷ୍ଠରେ ଜଗାକୁ ରଖାଯାଇଛି। ଜଗାର ସିଟି ସ୍କାନ ଓ ଏମଆରଆଇ କରାଯାଇଥିବା ବେଳେ...

ଭିଜିଲାନ୍ସ ଜାଲରେ ବିଡ଼ିଓ

ବାଲେଶ୍ୱର ଅଫିସ,୧୮।୬: ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ। ଆୟ ବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ରେଡ୍‌ କରିଛି। କଟକ ଡିଭିଜନର ୫ ଜଣ ଡିଏସ୍‌ପି ଏବଂ ୯ ଜଣ ଇନ୍ସପେକ୍ଟର ନେତୃତ୍ୱରେ ୫ଟି ଟିମ୍‌...

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୨୩ ଜଣ ଥିବା ବେଳେ ୧୫ ଜଣ ଲୋକାଲ...

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: ସିପିଆଇ(ଏମ୍‌)

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ ଅଗ୍ନିପଥ ଯୋଜନାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ସିପିଆଇ (ଏମ୍‌) ପକ୍ଷରୁ ଦାବି କରାଯାଇଛି। ବୃତ୍ତିଗତ ସେନା ଠିକାଭିତ୍ତିରେ ୪ବର୍ଷ ଲାଗି ନିଯୁକ୍ତି ଦେବା ନିଷ୍ପତ୍ତି ଗ୍ରହଣଯୋଗ୍ୟ ନୁହେଁ। ଏହାଦ୍ୱାରା ପେନସନ...

ରାଜ୍ୟବ୍ୟାପୀ ଆନ୍ଦୋଳନ କଲା କଂଗ୍ରେସ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସମାନଭାବେ ଓଡ଼ିଶାରେ ମଧ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ କେନ୍ଦ୍ର ସରକାରଙ୍କ ଏଭଳି କାର୍ଯ୍ୟକଳାପକୁ ଜୋର୍‌ଦାର ବିରୋଧକରି...

ବିପଦପୂର୍ଣ୍ଣ ସ୍ଥାନ ସମ୍ପର୍କରେ ଜଣାଇବେ କର୍ପୋରେଟର

ଭୁବନେଶ୍ୱର, ୧୮।୬ (ବ୍ୟୁରୋ): ଓଡ଼ିଶା ଛୁଇଁଛି ମୌସୁମୀ। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଆଗକୁ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେଣୁ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଭୁବନେଶ୍ୱର...

ବିଲ୍ଡର ସଂସ୍ଥାର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ଏକାଧିକ ଲୋକଙ୍କଠାରୁ ୧.୧୬ କୋଟି ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଧ୍ୟସ୍ଥ ସାଜିଥିବା ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ନୂଆଗାଁ ଗ୍ରାମର...

ରହସ୍ୟ ଘେରରେ ଦୈତ୍ୟରାଜଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାର ପଣ୍ଡାପାର୍କ ବସ୍ତି ନିକଟ ଏକ ଖାଲ ସ୍ଥାନରୁ ଗୁରୁବାର ନାବାଳକ ଦୈତ୍ୟରାଜ ନାୟକଙ୍କ ମୃତଦେହ ମିଳିବା ଘଟଣାରେ ରହସ୍ୟ ବଢ଼ିବାରେ ଲାଗିଛି। ମୃତଦେହ ମିଳିଥିବା ସ୍ଥାନରୁ ସାଇଣ୍ଟିଫିକ୍‌ ଟିମ୍‌ ଶୁକ୍ରବାର ନମୁନା ସଂଗ୍ରହ କରିଛି।...

ପୋଖରୀରେ ଫସିରହିଛି ଆହତ ଦନ୍ତା

ସମ୍ବଲପୁର/ପଡିଆବାହାଲ, ୧୮ା୬(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ବନଖଣ୍ଡରେ ପ୍ରାୟ ୨୦ଦିନ ହେଲା ଆହତ ହୋଇ ବୁଲୁଥିବା ଏକ ଦନ୍ତାହାତୀ ଶୁକ୍ରବାର ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ଫସିରହିଥିବା ଦେଖିବାକୁ ମିଳିଥିଲା। ଦନ୍ତାର ଗୋଡ଼ରେ କ୍ଷତ ରହିଥିବାରୁ ଏହା ଫୁଲିଯାଇଛି। କୌତୁହଳବଶତଃ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri