ରାଜ୍ୟ

‘ମୋତେ ଏସ୍‌ପିଙ୍କୁ ଭେଟିବାକୁ ଦିଅ’

କେନ୍ଦୁଝର,୧୭ା୬(ସ୍ବ.ପ୍ର.): ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ ସମୟରେ ପୋଲିସ କାବୁ କରିଛି। ନିଜର ନାବାଳିକା ଝିଅକୁ ଅପହରଣ କରିନେଇଥିବା ଯୁବକଙ୍କୁ ଧରିବା ଏବଂ ଝିଅକୁ ଫେରାଇ ଆଣିବା ପାଇଁ ନିବେଦନ କରି ଆସୁଥିବା ସ୍ଥାନୀୟ...

‘ଥଣ୍ଡା, କାଶ ଓ ଜ୍ୱର ହେଲେ ଆଇସୋଲେଟ ସହ ଟେଷ୍ଟିଂ କରନ୍ତୁ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୧୦ ହଜାର ଟେଷ୍ଟରୁ ୨୫ ପଜିଟିଭ୍‌ ବାହାରୁଛି। ପଜିଟିଭିଟି ହାର ୦.୦୫% ମଧ୍ୟରେ ରହୁଛି। ଥଣ୍ଡା, କାଶ ଓ ଜ୍ୱର ହେଲେ ତୁରନ୍ତ...

ମୌସୁମୀ ପ୍ରଭାବରେ ଉପକୂଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। କୋରାପୁଟରେ ୭୬ ମି.ମି ବର୍ଷା ରେକର୍ଡ କରାଯାଇଥିବା ବେଳେ କନ୍ଧମାଳ ଜି.ଉଦୟଗିରିରେ ୬୫.୪ ମିମି ଏବଂ ଫୁଲବାଣୀରେ ୪୦ ମିମି...

ଆୟ ତୁଳନାରେ ଅଧିକ ବ୍ୟୟ

ଢେଙ୍କାନାଳ ଅଫିସ, ୧୭ା୬ ଆୟ ତୁଳନାରେ ବଢ଼ିବାରେ ଲାଗିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗର ବ୍ୟୟ। ତଥାପି ଖର୍ଚ୍ଚ ପରିଚାଳନା ଲାଗି ନାହିଁ କୌଣସି ଯୋଜନା। ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ...

ଦୁଇବର୍ଷରେ ଦୟନୀୟ

ଭୁବନ, ୧୭ା୬(ଡି.ଏନ୍‌.ଏ.) କେଉଁଠି ଭାଙ୍ଗିପଡ଼ିଛି କଳକବ୍‌ଜା ତ ଆଉ କେଉଁଠି ଚୋରି ହୋଇଗଲାଣି ଯନ୍ତ୍ରାଂଶ। ଦୁଇବର୍ଷ ତଳେ ଯେଉଁ ବ୍ୟାୟାମଶାଳାରେ ସକାଳେ ସଞ୍ଜରେ ଅସମ୍ଭବ ଭିଡ଼ ହେଉଥିଲା, ଏବେ ସେହି ସ୍ଥାନ ଖଁା ଖଁା। ହାତଗଣତି ଲୋକ ଆସୁଛନ୍ତି। ଯେଉଁମାନେ...

ବାଧୁଛି ବର୍ଦ୍ଧିତ ବିହନ ଦର

ବଇଣ୍ଡା,୧୭ା୬ ଶେଷ ରଜରେ ଓଡ଼ିଶା ଛୁଇଁଛି ମୌସୁମୀ। ଆଗ୍ରହର ସହ ଏହାକୁ ଅପେକ୍ଷା କରିଥିବା ଚାଷୀ ମୁହଁରେ ଫୁଟିଛି ହସ। ଏବେ ବର୍ଷକର ଆହାର ସଂଗ୍ରହ ପାଇଁ କୃଷି କ୍ଷେତ୍ରକୁ ଓହ୍ଲାଇବାକୁ ଚାଷୀ ଚଳାଇଛି ପ୍ରସ୍ତୁତି। ହେଲେ ଚଳିତବର୍ଷ ବିହନ...

୧୨ ଘଣ୍ଟା ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ, ୧୭ା୬ ବାଲେଶ୍ୱର ଜିଲା ପୋଲିସ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ସହରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ଏହାର ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ (୧୨ ଘଣ୍ଟିଆ) ବନ୍ଦ ସମ୍ପୂର୍ଣ୍ଣ ସଫଳ ହୋଇଛି। ବିଭିନ୍ନ ଗଣସଙ୍ଗଠନ...

ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ

ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଲୋକ ଦେଖାଣିଆ ଭାବେ ରାଜ୍ୟ ପ୍ରନତ୍ତତ୍ତ୍ୱ...

ବିକଳ୍ପ ବ୍ୟବସ୍ଥା କରିବା ପାଇଁ କମ୍ପାନୀକୁ ତାଗିଦ୍‌

କେନ୍ଦୁଝର,୧୭ା୬(ସ୍ବ.ପ୍ର.) ଭାରିଯାନ ଚଳାଚଳ ଯୋଗୁ କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଜାମୁଡିହା-ବିସ୍ତାପାଳ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ୧.୪୨କୋଟି ଟଙ୍କା ବ୍ୟୟରେ ନିର୍ମିତ ଦୀର୍ଘ ୨.୬୦୭ କି.ମି ବିଶିଷ୍ଟ ଏହି ରାସ୍ତା ଏବେ ଅସୁରକ୍ଷିତ...

ନୂଆ ରୂପରେ କେନ୍ଦୁଝର ବଡ଼ଦାଣ୍ଡ

କେନ୍ଦୁଝର,୧୭ା୬ କୋଭିଡ୍‌ ପାଇଁ ବଡ଼ଦାଣ୍ଡକୁ ଆସି ନ ଥିବା କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉ ଚଳିତ ବର୍ଷ ରଥରେ ବସିବେ। ଦେବସ୍ନାନ ନୀତି ପରେ ଶ୍ରୀଜୀଉମାନେ ଏବେ ଅଣସର ଘରେ ଅଛନ୍ତି। ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଏବେ ଦୃତ...

୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚୋରା କେନ୍ଦୁପତ୍ର ଜବତ

ମାଧପୁର,୧୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ବନାଞ୍ଚଳ ଟୁସର ପଞ୍ଚାୟତର ଉରଡ଼ା ଗ୍ରାମ ନିକଟରୁ ବୁଧବାର ରାତିରେ ମାଧପୁର ବନବିଭାଗ ଏବଂ ବାମୁର ବନବିଭାଗର ମିଳିତ ଚଢ଼ାଉରେ ଏକ ଚୋରା କେନ୍ଦୁପତ୍ର ଟ୍ରକ୍‌କୁ ଜବତ କରାଯାଇଥିବା ବେଳେ ଘଟଣାସ୍ଥଳରୁ...

ଟ୍ରେନ୍‌ରେ ନିଆଁ, ଯାତ୍ରୀ ଆତଙ୍କିତ

ଲୋଇସିଂହା,୧୭ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ପୁରୀ -ଆଜମିର ଟ୍ରେନରେ ନିଆଁ ଲାଗି ଯାଇଥିଲା। ବ୍ରେକ୍‌ ଜାମ୍‌ ହେବାରୁ ଟ୍ରେନ୍‌ ଧୂଆଁମୟ ହୋଇଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ପଡ଼ିଥିଲେ। ଏହା ଜାଣି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri