ରାଜ୍ୟ

ଜୀବିତ ୧୧ଜଣଙ୍କୁ ମୃତ ଦର୍ଶାଇ ହରିଶ୍ଚନ୍ଦ୍ର ଟଙ୍କା ହଡ଼ପ

ରାଜନଗର, ୧୭ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୁରୁଣ୍ଟି ପଞ୍ଚାୟତରେ ବଞ୍ଚତ୍ଥିବା ୧୧ ଜଣ ଲୋକଙ୍କୁ ସରକାରୀ ଦସ୍ତାବିଜରେ ଚଞ୍ଚକତା କରି ମୃତ ଦର୍ଶାଇ ଶବ ସଂସ୍କାର ବାବଦ ହରିଶ୍ଚନ୍ଦ୍ର ଟଙ୍କାକୁ ସରକାରୀ କର୍ମଚାରୀ ନେଇଯାଇଛନ୍ତି। ଏହି ଘଟଣା ଲୋକଲୋଚନକୁ...

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌...

ଉତ୍ପାଦିତ ଚାରାକୁ ଜଙ୍ଗଲରେ ଫୋପାଡ଼ି ଦେଲେ

ନୂଆଗାଁ,୧୭।୬ (ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହୀପୁର ବନ ବିଭାଗର ପ୍ରତି କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ସେହିଭଳି ଚାରା ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଛି। ମହୀପୁର ବନାଞ୍ଚଳର ବିଭିନ୍ନ ସ୍ଥାନରେ ଚାରା ଉତ୍ପାଦନ କରିବା...

୫ ଏକର ଜଙ୍ଗଲ କାଟିଦେଲା ବନ ବିଭାଗ

ନୟାଗଡ଼ ଅଫିସ,୧୭।୬: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ ପକ୍ଷରୁ ଖେଡପଡ଼ା ସେକ୍ସନ କୋସକା ବିଟ୍‌ର ରାଜଗିରି ଡୁବୁରି ମୁଣ୍ଡିଆରୁ ୨ ଏକର ଓ ମାଳିସାହି ଜାଆଡା ଜଙ୍ଗଲରୁ ୩ ଏକର ଏପରି ମୋଟରେ ୫ ଏକାର ଜଙ୍ଗଲ ସଫା କରାଯାଇଛି।...

ଚିଠି ଲେଖି ସରକାର ନୀରବ

ଭୁବନେଶ୍ୱର,୧୭ା୬(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ଆଇସିସିଆର୍‌) ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରୁ ଆସନ୍ତା ୧ ତାରିଖରେ ସ୍ଥାନାନ୍ତର ହୋଇଯିବ। ଏହି କାର୍ଯ୍ୟାଳୟ କୋଲକାତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶାଇ ଦିଆଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା...

୧୦ କିଓସ୍କ ସିଲ୍‌ କଲା ବିଏସ୍‌ସିଏଲ୍‌

ଭୁବନେଶ୍ୱର, ୧୭।୬ (ବ୍ୟୁରୋ):ନିୟମ ଉଲ୍ଲଂଘନ ନେଇ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ୧୦ କିଓସ୍କ ଉପରେ ଗୁରୁବାର କାର୍ଯ୍ୟାନୁଷ୍ଠାନ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକଠାରୁ ପଦ୍ମାଳୟ ବୁକ୍‌ଷ୍ଟୋର ପର୍ଯ୍ୟନ୍ତ ୭ଟି ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ୩ଟି...

ନାବାଳକଙ୍କ ମୃତଦେହ ମିଳିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାର ପଣ୍ଡାପାର୍କ ବସ୍ତିରୁ ୩ଦିନ ତଳେ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଗୁରୁବାର ଠାବ ହୋଇଛି। ସେ ହେଲେ ଦୈତ୍ୟରାଜ ନାୟକ(୧୬)। ବସ୍ତିଠୁ ମାତ୍ର ୩୦ ମିଟର ଦୂର ଜଙ୍ଗଲିଆ ଅଞ୍ଚଳର ଏକ ଖାଲସ୍ଥାନରୁ...

ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପ୍ଲାନ୍‌

ପୁରୀ ଅଫିସ,୧୭।୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଗୁରୁବାର ପୁରୀ ଜିଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଅଧ୍ୟକ୍ଷତା କରିଥିଲେ। ସ୍ନାନଯାତ୍ରା ଭଳି ରଥଯାତ୍ରାକୁ ଶୃଙ୍ଖଳିତ କରିବା...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ମ ପାଳିର ଦ୍ୱିତୀୟ ଥର ମନ୍ତ୍ରିମଣ୍ଡଳ ଗଠନ କରିସାରିଛନ୍ତି। ଇତିମଧ୍ୟରେ ସବୁ ମନ୍ତ୍ରୀ ଦାୟିତ୍ୱ ନେଇ ସାରିଥିବାବେଳେ ଶୁକ୍ରବାର ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା...

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ଉପରେ ନଜର

ଭୁବନେଶ୍ୱର,୧୭ା୬(ବ୍ୟୁରୋ):ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଗୁଲ୍‌ ବାଜିସାରିଛି। ଏଥିପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍‌ଡିଏ ଏବଂ ବିରୋଧୀ ଶିବିର ଚଳଚଞ୍ଚଳ ହୋଇଉଠିଛି। ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପାଇଁ ଭାଜପା ପାଖରେ ଆବଶ୍ୟକ ଭୋଟ ସଂଖ୍ୟା ନାହିଁ। ତେଣୁ ଭାଜପା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ...

ରାଜଭବନ ଆଗରେ ଗର୍ଜିଲା କଂଗ୍ରେସ

ଭୁବନେଶ୍ୱର,୧୭ା୬(ବ୍ୟୁରୋ):ଦିଲ୍ଲୀ ପୋଲିସ ମାତ୍ରାଧିକ ପ୍ରତିହିଂସା ପରାୟଣ ହୋଇ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କାର୍ଯ୍ୟାଳୟରେ ପ୍ରବେଶ କରିବା ଘଟଣା ସାରା ଦେଶରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଏଆଇସିସି ନିଷ୍ପତ୍ତି ଅନୁସାରେ ପିସିସି(ପ୍ରଦେଶ କଂଗ୍ରେସ କମିଟି) ପକ୍ଷରୁ ଗୁରୁବାର ରାଜଭବନ...

୨ ଥାକିଆ ହେବ ନିଆଳି- ଓଲଟପୁର ରାସ୍ତା

ଭୁବନେଶ୍ୱର(ବ୍ୟୁରୋ)/କଣ୍ଟାପଡା,୧୭।୬(ଡି.ଏନ୍‌.ଏ.):କେନ୍ଦ୍ର ସରକାରଙ୍କ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଏସ୍‌ ଭି ନିରତାରକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗୁରୁବାର ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ନିର୍‌ତାରକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଅବସ୍ଥାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri