ରାଜ୍ୟ

ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ

ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ...

କୋଠରୀରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ଉମରକୋଟ, ୧୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଭାମୀନ ପଞ୍ଚାୟତ ବାଟିବେଡା ଗ୍ରାମରେ ୨ଜଣ ପ୍ରେମୀ ଯୁଗଳଙ୍କ ମୃତଦେହ ଏକ ବନ୍ଦ କୋଠରୀରୁ ମିଳିଛି। ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ମିଳିଥିବା ବେଳେ ଯୁବତୀଙ୍କ ମୃତଦେହ ଚଟାଣରେ ପଡିଥିଲା।...

ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ। କନ୍ଧମାଳ ଜିଲାପାଳ ବୃନ୍ଦା ଡି. ହେଲେ ଓଏସ୍‌ଏମ୍‌ସିଏଲ୍‌ ଏମ୍‌ଡି। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ...

ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍‌

କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ...

ଏହି ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାକୁ ମୋସୁମୀ ବାୟୁ ସମ୍ପୂର୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା,କଳାହାଣ୍ଡି ଏବଂ ରାୟଗଡା ଜିଲାକୁ ଆଂଶିକ ଭାବେ ଅଗ୍ରସର ହୋଇଛି। ଏ ନେଇ ଭାରତୀୟ...

ଭୁଲ୍‌ ଇଞ୍ଜେକ୍‌ସନ ନେଲା ନାବାଳିକାଙ୍କ ଜୀବନ, ଅଭିଯୋଗ ଆଣିଲେ ପରିବାର ଲୋକେ

ଝାରସୁଗୁଡ଼ା ଅଫିସ,୧୬ା୬: ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକସନ ଯୋଗୁ ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏନେଇ ଅଭିଯୋଗ ଆଣିଛନ୍ତି ମୃତ ଝିଅର ମାଆ। ଡାକ୍ତରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଥାନା ଘେରାଉ କରିଛନ୍ତି ପରିବାରବର୍ଗ ଏବଂ ଗ୍ରାମବାସୀ। ଝାରସୁଗୁଡ଼ା...

ରାଜଧାନୀରୁ ଉଠିବ ଆଇସିସିଆର କାର୍ଯ୍ୟାଳୟ

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଭୁବନେଶ୍ୱରରୁ ଆଇସିସିଆର ବା ଇଣ୍ଡିଆନ କାଉନସିଲ୍‌ ଫର୍‌ କଲଚୁରାଲ ରିଲେଶନ କାର୍ଯ୍ୟାଳୟ ଉଠିଯିବ। ୨୦୧୫ରୁ ଏହି କାର୍ଯ୍ୟାଳୟ ପଳାସପଲ୍ଲୀରେ ରହିଛି। ତେବେ କେନ୍ଦ୍ର ସରକାର ହଠାତ୍‌ ଏହି କାର୍ଯ୍ୟାଳୟକୁ ଉଠାଇ ନେବାକୁ ନିଷ୍ପତ୍ତି ନେଇଛନ୍ତି। କୋଲକତାସ୍ଥିତ ଜୋନ କାର୍ଯ୍ୟାଳୟରେ...

ସାତକୋଶିଆରେ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ସାତକୋଶିଆରେ ଗୁରୁବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି । ପ୍ରି-ମନସୁନ ପୂର୍ବରୁ ସାଧାରଣତଃ ଏହି ଗଣନା ହୋଇଥାଏ । ଏହି ସର୍ଭେ ୭ ଦିନ ପର୍ଯ୍ୟନ୍ତ ଚାଲିବ । ଏହାପରେ ଗୋଟିଏ ମାସ ପର୍ଯ୍ୟନ୍ତ କ୍ୟାମେରା ଟ୍ୟାପ କରାଯିବ।...

ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ

ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ଘନ ଘନ ବୈଠକ ବସୁଛି। ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ପ୍ଲାନ କରାଯିବ।...

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି,...

ପୁଣି ବର୍ଷାଙ୍କ ବିରୋଧରେ ଇଡିରେ ଫେରାଦ ହେଲେ ଅନୁଭବ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ପାରିବାରିକ କଳହ ଥମିବାର ନାଁ ଧରୁନି। ବର୍ଷାଙ୍କ ବିରୋଧରେ ଅନୁଭବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଫେରାଦ ହୋଇଛନ୍ତି । ବର୍ଷା ବିଭିନ୍ନ ସରକାରୀ ଦସ୍ତାବିଜରେ ନିଜର ଏକାଧିକ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri