ରାଜ୍ୟ

ରଗଡ଼ି ଅଞ୍ଚଳରେ ମୋରମ ଲୁଟ ଅଣାୟତ୍ତ

ଯାଜପୁର ଅଫିସ/ରଗଡ଼ି (ଡି.ଏନ୍‌.ଏ.),୧୫ା୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନରେ ମୋରମ ଚୋରି ବଢ଼ିବାରେ ଲାଗିଛି। ରାଜସ୍ବ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ଏବଂ ଅର୍ଥ ଲୋଭ ପାଇଁ ସରକାର ବିପୁଳ ଟଙ୍କାର ରାଜସ୍ବ ହରାଉଥିଲେ ହେଁ ଏହି ଚୋରିକୁ ରୋକିବା ବ୍ୟାସନଗର...

ଜମି ନେଇ କମ୍ପାନୀ ନୀରବ

ଯାଜପୁର ଅଫିସ,୧୫ା୬: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନ୍‌ଷ୍ଟ୍ରିମ୍‌ ଶିଳ୍ପକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉଛି। କିନ୍ତୁ ‘ଗୋ ସୁଇଫ୍ଟ’ ପୋର୍ଟାଲ...

ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା

ଜଗତସିଂହପୁର ଅଫିସ, ୧୫ା୬: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଭୟଚାନ୍ଦପୁର ଥାନା ଢ଼ିଙ୍କିଆ ତ୍ରିଲୋଚନପୁର ଗ୍ରାମର ପ୍ରଦୀପ ଘଡେଇଙ୍କ ଝିଅ ସଂଯୁକ୍ତା ଓରଫ ଶ୍ରୀୟାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଦୀପଙ୍କ ଅଭିଯୋଗ...

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କାକଳି

ରାଜନଗର, ୧୫ା୬(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ବଢିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଭିତରକନିକାପାଟିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି। ଭିତରକନିକାକୁ ଜୁନ୍‌ରୁ ଦେଶୀୟ...

ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଉଦ୍ୟମ ଆରମ୍ଭ ହୋଇଛି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା କଂଗ୍ରେସ କମିଟି...

ଖଣି ଜଗିବ ଡ୍ରୋନ୍‌

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ବେଆଇନ ଖଣି କାରବାର ଉପରେ ନଜର ରଖିବ ଡ୍ରୋନ୍‌। ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଖଣି ଚୋରିକୁ ରୋକାଯିବ। ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ରିମୋଟ୍‌ ସେନ୍‌ସିଂ ଭଳି ଜ୍ଞାନକୌଶଳକୁ ଏଥିରେ ବ୍ୟବହାର ପାଇଁ ନିଷ୍ପତ୍ତି ହୋଇଛି।...

୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ

ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍‌ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ ନିର୍ମାଣ ସରିଛି। ପ୍ରଥମ ଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ। ପରେ...

ନବୀନଙ୍କ ଉପରେ ନଜର

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ବିଭିନ୍ନ ରାଜ୍ୟର ରିଟର୍ନିଂ ଅଫିସରମାନେ ବିଜ୍ଞପ୍ତି ପ୍ରକାଶ କରିବେ। ଜୁନ୍‌ ୨୯ରେ ରାଷ୍ଟ୍ରପତି ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯିବ। ୩୦ରେ ଯାଞ୍ଚ...

କଳାଭୂମିରେ ରଜ ମହୋତ୍ସବ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପକ୍ଷରୁ ମଙ୍ଗଳବାରଠାରୁ ଦୁଇଦିନିଆ ରଜ ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ଶିଳ୍ପକଳା ପ୍ରଦର୍ଶନୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ବଜାର, କାଗଜ ମୁଖା ଓ ନଡ଼ା କାରୁକାର୍ଯ୍ୟ, ପାରମ୍ପରିକ ପିଠା, ଫୁଡ କୋର୍ଟ ଆୟୋଜନ...

ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ୍‌ ସେବା ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ୦୫୮୭୦-୦୫୮୬୯ ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ୍‌ ସେବାକୁ ରଙ୍ଗପଡ଼ା ନର୍ଥଠାରୁ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିସହ ପୁରୀଠାରୁ ଏହାର ସେବାକୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି...

ଗ୍ରାମାଞ୍ଚଳ ବେଆଇନ ନିର୍ମାଣ ଉପରେ ଅଙ୍କୁଶ

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ୫୦୦ ବର୍ଗମିଟରରୁ ଅଧିକ ଅଞ୍ଚଳରେ ବାସଗୃହ କିମ୍ବା ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଥିବା ବିଲ୍‌ଡର୍ସ/ଡେଭେଲପର୍ସମାନଙ୍କୁ ଓଡ଼ିଶା ରିୟଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ରେ ପଞ୍ଜୀକରଣ କରିବା ବାଧ୍ୟତାମୂଳକ କରାଯାଇଛି। ମନଇଚ୍ଛା ବେଆଇନ ପ୍ରକଳ୍ପ ନିର୍ମାଣ ଉପରେ ଅଙ୍କୁଶ...

ପହିଲି ରଜରେ ୪୦ ଡିଗ୍ରୀ ଉପରେ ୧୩ ସହର

ଭୁବନେଶ୍ୱର,୧୪ା୬(ବ୍ୟୁରୋ)- ସାରା ରାଜ୍ୟରେ ରଜ ପର୍ବକୁ ନେଇ ଧୁମ୍‌ ଚାଲିଥିବା ବେଳେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ପହିଲି ରଜରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି। ୧୩ଟି ସ୍ଥାନରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri