ରାଜ୍ୟ

୧୮ ସହରରେ ୪୦ ଛୁଇଁଲା ପାରଦ, ସୋନପୁର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ,ଗୁଳୁଗୁଳି ଯୋଗଁୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ୪୩.୩ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରି ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ସେହିପରି ୯ ସହରରେ ପାରଦ ୪୨...

ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା, ଭୋର୍‌ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି

ପୁରୀ ଅଫିସ,୧୩।୬: ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା। ଗତ ୨ ବର୍ଷ ପରେ ଗଜାନନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଭକ୍ତ ସମାଗମ ହେବେ। ମଙ୍ଗଳବାର ଭୋର୍‌ ୪ଟାରୁ ୬ ମଧ୍ୟରେ ପହଣ୍ଡି...

ଶପଥ ନେଲେ ଅଳକା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା ଶପଥ ନେବା ପରେ ଏବେ ବିଧାନସଭାରେ ୧୧୪କୁ ବିଜେଡିର ବିଧାୟକ ସଂଖ୍ୟା ବଢ଼ିଛି...

ରଜରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଜୁନ୍‌ ୧୫ କିମ୍ବା ୧୬ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର(ଆଇଏମ୍‌ଡି) ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୋମବାର ସୂଚନା ଦେଇଛନ୍ତି। ସେହିପରି ଆଜି ମୌସୁମୀ ମହାରାଷ୍ଟ୍ର, ଗୁଜୁରାଟ, ବିହାରର କିଛି...

ବଜ୍ରପାତ ନେଲା ୭ ଜୀବନ

ନବରଙ୍ଗପୁର,୧୩।୬(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡା ପଞ୍ଚାୟତରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ପାତ୍ରୀମାଲ ଠାରେ ବଜ୍ରାଘାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମିଳିଥିବା...

ସିବିଆଇ ହାତରେ ପୋଷ୍ଟାଲ ଇନ୍ସପେକ୍ଟର

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ମୁଖ୍ୟ ଡାକଘରର ଇନ୍ସପେକ୍ଟର ଉଜ୍ଜ୍ବଳ କୁମାର ଲାଞ୍ଚ ନେଇ ସୋମବାର ସିବିଆଇ ହାତରେ ଧରାପଡିଛନ୍ତି। ଗ୍ରାମୀଣ ଡାକ ସେବକ ବିକାଶ କିସ୍‌ପଟ୍ଟାଙ୍କ ବକେୟା ଦରମା ବିଲ୍‌ କରିବା ପାଇଁ ଇନ୍ସପେକ୍ଟର ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ...

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ ଯୋଗୁ ଗତ ୨ ବର୍ଷ ହେଲା ବାଲିଯାତ୍ରାର ଆୟୋଜନ ହୋଇ ନଥିଲା।...

‘ଆହୁରି ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା’

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବନ୍ୟା, ବାତ୍ୟା, ମରୁଡ଼ି ପରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଆହୁରି ସୁଦୃଢ଼ ହେବ। ଯାହା ଆବଶ୍ୟକ, ଖୁବ ଶୀଘ୍ର କାମ ଆରମ୍ଭ ହେବ। ଏସଆରସି ପ୍ରଦୀପ ଜେନାଙ୍କ ସହ ସୋମବାର ସମୀକ୍ଷା ବୈଠକ ପରେ ରାଜସ୍ବ ଓ ବିପର୍ଯ୍ୟୟ...

ଆଜି ବିଧାୟିକା ଭାବେ ଶପଥ ନେବେ ଅଳକା ମହାନ୍ତି

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରରାଜନଗର ବିଧାୟିକା ଭାବେ ଅଳକା ମହାନ୍ତି ସୋମବାର ଅପରାହ୍ନରେ ଶପଥ ନେବେ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇବେ । ବ୍ରଜରାଜନଗର ଉପନିର୍ବାଚନରେ ଅଳକା ବିପୁଳ ସଂଖ୍ୟାର ଭୋଟ୍‌ରେ ବିଜୟ ହାସଲ...

ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍‌ପି,...

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କୁ ଶୁଭେଚ୍ଛା। ପବିତ୍ର...

ଜଳିଗଲା ୪ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଯାଜପୁର ଅଫିସ,୧୩ା୬: ଯାଜପୁର ଜିଲା ପ୍ରୀତିପୁର ପଞ୍ଚାୟତର ଗୁଡ଼ିଆସାହିସ୍ଥିତ ବଳରାମ ସାହୁଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଖବର ପାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri