ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଙ୍ଗୁଲି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀରେ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଗାଙ୍ଗୁଲି ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ମୁଖ୍ୟମନ୍ତ୍ରୀଙ୍କୁ...

ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବାୟୁ ପ୍ରଦୂଷଣ ଯାଞ୍ଚ କରିବାକୁ ଲାଗିଥିବା ସିଏଏକ୍ୟୁଏମ୍‌ଏସ୍‌...

ବଜାରରେ ଦେଶୀ ଆମ୍ବର ପସରା

କେନ୍ଦୁଝର, ୧୨।୬ (ସ୍ବ.ପ୍ର) ଜଙ୍ଗଲ ମଣିଷକୁ ବଞ୍ଚିବା ପାଇଁ ସବୁ କିଛି ଦେଇଛି ା ଖାଦ୍ୟ ପାଇଁ ବିଭିନ୍ନ ଋତୁରେ ବିଭିନ୍ନ ପ୍ରକାରର ଫଳମୂଳ ଆଦି ଜଙ୍ଗଲରୁ ମିଳିଥାଏ। ସେଥିମଧ୍ୟରୁ ଆମ୍ବ ଅନ୍ୟତମ। ତାହା ପୁଣି ଦେଶୀ। ଏହି ଆମ୍ବର...

ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୮ ଲୋକାଲ୍‌ କେସ୍‌ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ...

ବିଶ୍ୱବିଦ୍ୟାଳୟ ନିଯୁକ୍ତିରେ ସଂରକ୍ଷଣ ନିୟମ ଉଲ୍ଲଂଘନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଅର୍ଥନୀତି ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଆଇନର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ ହୋଇଛି। ହାଇକୋର୍ଟ ଏହାକୁ ଗ୍ରହଣ କରିବା ସହ ଜୁଲାଇ...

୩ କମ୍ପାନୀର ୨ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୧୨।୬(ବ୍ୟୁରୋ):  ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ଆଉ ୨ ଜଣଙ୍କୁ ଗିରଫ କରିଛି। ସେମାନେ...

‘ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ’

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ। ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶରେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶନିବାର ସୂଚନା ଭବନଠାରେ ଚଳିତବର୍ଷର ହଜ୍‌ ଯାତ୍ରୀଙ୍କୁ ସମ୍ବର୍ଦ୍ଧନା...

ରଜରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏଥିପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ମଙ୍ଗଳବାରଠାରୁ ରଜ ପର୍ବ...

ପ୍ରଚଣ୍ଡ ତାତି, ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମ ସହ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ରାଜ୍ୟର ୧୫ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ୫ଟି ସ୍ଥାନରେ ୪୩ ଡିଗ୍ରୀ...

୧ରୁ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆସନ୍ତା ଜୁଲାଇ ୧ ତାରିଖରୁ ସମଗ୍ର ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଏଭଳି ଚେତାବନୀ ଦେଇଛି। ଶନିବାର ଘରୋଇ ବସ୍‌ ମାଲିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ...

‘ରାଧାମୋହନଙ୍କ ଜୈବିକ ଚାଷ ପଦ୍ଧତି ସମାଜ ପାଇଁ ବରଦାନ’

ଭୁବନେଶ୍ୱର,୧୨।୬(ବ୍ୟୁରୋ): ସମାଜର ବିଭିନ୍ନ ସ୍ରୋତରେ ନିଜକୁ ସାମିଲ କରି କୁସଂସ୍କାର ଦୂର କରିଥିଲେ ପ୍ରଫେସର ରାଧାମୋହନ। ସମାନତା ଆଣିବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। କେତେବେଳେ ଅଧ୍ୟାପକ ସାଜି ଛାତ୍ରୀଛାତ୍ରଙ୍କ ଭିତରେ ନୈତିକତା ଆଣିଛନ୍ତି ତ ଆଉ କେତେବେଳେ...

ତାଲିକାରେ ନାହିଁ ଅନେକ ନାମ

ଯାଜପୁର ଅଫିସ,୧୨।୬: ରାଜ୍ୟରେ ନକଲି ବିଇଡି/ସିଟି ଡିଗ୍ରୀଧାରୀ ଏବଂ ଆଦିବାସୀ ପ୍ରମାଣପତ୍ରରେ ଚଞ୍ଚକତା କରି ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକ ଧୀରେ ଧୀରେ ଚିହ୍ନଟ ହେଉଛନ୍ତି। ଅଦ୍ୟାବଧି ୨୫ ଶିକ୍ଷା ଜିଲାରେ ୪୯୮ଜଣ ନକଲି ଶିକ୍ଷକ ଧରାପଡ଼ିଲେଣି। ଏହି ସଂଖ୍ୟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri